-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||     

HOME   ଜିଲ୍ଲା

ଭିଜିଲାନ୍ସ ଜାଲରେ ଜଳ ସମ୍ପଦ ନିର୍ବାହୀ ଯନ୍ତ୍ରୀ ଜିତେନ୍ଦ୍ର ପାଢ଼ୀ*- *କାଲି ଯିବେ ବଲାଙ୍ଗୀର ଜେଲ୍*

07-Oct-2024



ସୋନପୁର (ମନୋରଞ୍ଜନ ତ୍ରିପାଠୀ )
 ସୁବର୍ଣ୍ଣପୁର ଜିଲ୍ଲା ତେଲ ଜଳସେଚନ ପ୍ରକଳ୍ପର ନିର୍ବାହୀ ଯନ୍ତ୍ରୀ ଜିତେନ୍ଦ୍ର ପାଢ଼ୀ ଆଜି ଭିଜିଲାନ୍ସ ହାତରେ ଧରା ପଡିଛନ୍ତି। ନିର୍ବାହୀ ଯନ୍ତ୍ରୀ ଜିତେନ୍ଦ୍ର କୁମାର ପାଢ଼ୀ ଜଣେ ସ୍ଥାନୀୟ ଠିକାଦାରଙ୍କ ପାଖରୁ ୪୬ ହଜାର ଟଙ୍କା ନେଉଥିବା ବେଳେ ତାଙ୍କ କାର୍ଯ୍ୟାଳୟ ଚେମ୍ବରରେ ମାଡି ବସିଲା ଭିଜିଲାନ୍ସ ଟିମ୍ l  ସୂଚନା ଯୋଗ୍ୟ ଯେ ସମ୍ପୃକ୍ତ ଠିକାଦାର ଙ୍କୁ ବିଲ୍ ପାଇଁ ବାରମ୍ବାର ହଇରାଣ କରୁଥିଲେ ଶ୍ରୀ ପାଢ଼ୀ ଫଳରେ ସେ ବାଧ୍ୟ ହୋଇ ସମ୍ବଲପୁର ଭିଜିଲାନ୍ସ ର ସହାୟତା ନେଇଥିଲେ। ଏବଂ ଯୋଜନା ମୁତାବକ ସମ୍ପୃକ୍ତ ଠିକାଦାର ଆଜି ତାଙ୍କ ଅଫିସ୍ ଚ୍ୟାମ୍ବର୍ ଭିତରେ ଶ୍ରୀ ପାଢ଼ୀ ଙ୍କୁ ଟଙ୍କା ଦେଇ ସାରି ବାହାରିବା ପରେ ମାଡି ବସିଥିଲା ଭିଜିଲାନ୍ସ ଟିମ୍। ଏ ନେଇ ସମ୍ବଲପୁର ଭିଜିଲାନ୍ସ  ପିଏସ କେସ ନଂ 25 Dt-06/10/24 U/s 7 P.C (Amendment)Act.2018 ଆଧାରରେ ମାମଲା ରୁଜୁ ହୋଇ ଅଧିକ ତଦନ୍ତ ଚାଲିଛି। ଶ୍ରୀ ପାଢ଼ୀ ଙ୍କ ସୋନପୁର ଅଫିସ କାର୍ଯ୍ୟାଳୟ, ବାସଭବନ ସମେତ ପୈତୃକ ବାସ ଭବନ, ଭୁବନେଶ୍ୱର ଓ ପୁରୀ ସ୍ଥିତ ବାସଭବନ ସମେତ ମୋଟ ୬ ଟି ସ୍ଥାନରେ ଏକକାଳୀନ ଚଢାଉ ଚାଲିଥିବା ନେଇ ଭିଜିଲାନ୍ସ ବିଭାଗରୁ ସୂଚନା ମିଳିଛି। ସେ ବହୁତ ପ୍ରଭାବ ଶାଳୀ ଯନ୍ତ୍ରୀ ଥିବା ସହରରେ ଚର୍ଚ୍ଚା ହେଉଥିବା ବେଳେ ଦୀର୍ଘ ବର୍ଷ ଧରି କିଛି ପ୍ରଭାବ ଶାଳୀ ନେତ୍ରୁ ସ୍ଥାନୀୟ ଲୋକ ଙ୍କ ଅଦୃଶ୍ୟ ଶକ୍ତି ଓ ଛତ୍ର ଛାୟା ତଳେ ଥିବାରୁ ସମସ୍ତ ବର୍ଗ ର ଲୋକ ଙ୍କୁ ଅlଦୌ ଖାତିର ନ ଥିବା ସବୁଠି ସବୁବେଳେ ଚର୍ଚ୍ଚା ହୁଏ l ଏବଂ ମୋ ବିଭାଗ ରେ ଦୁର୍ନୀତି ର କେବେ ପ୍ରଶ୍ନ ଉଠେନି ବୋଲି ସବୁବେଳେ ଚ୍ୟାଲେଞ୍ଜ କରି କହନ୍ତି ଶ୍ରୀ ପାଢ଼ୀ l ତାଙ୍କର କୁଆଡେ ଫାର୍ମ ହାଉସ ମଧ୍ୟ ଥିବା ଅସମର୍ଥିତ ସୂତ୍ରରୁ ଜଣାପଡିଛି l ଅଳ୍ପ କିଛି ଦିନ ପରେ ଏକ ଶହ କୋଟି ର ଟେଣ୍ଡର କାମ ଆରଂଭ ହେବାକୁ ନେଇ ଗତ କାଲି ରାତିରେ ରିଭ୍ୟୁ ଭୁବନେଶ୍ବର ର କିଛି ଯନ୍ତ୍ରୀ ଙ୍କ ଆଲୋଚନା ପର୍ଯ୍ୟା ଲୋଚନା ଚାଲିଥିବା ଖବର ମିଳିଛି l ଏତେ ସଚ୍ଚୋଟ ଓ ସାଧୁତା କଥା ସବୁବେଳେ କହୁଥିବା ଶ୍ରୀ ପାଢ଼ୀ ଏତେ ଦୁର୍ନୀତି ଖୋର କିମିତି ହେଲେ ବୋଲି ଆଜି ଜିଲ୍ଲା ରେ ସବୁଠି ଚର୍ଚ୍ଚା ଚାଲିଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026

You Might Also Like