-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||     

HOME   ଜିଲ୍ଲା

ଯୁବ ରେଡକ୍ରସ ର ପ୍ରବେଶ ଉତ୍ସବ ପାଳିତ,  "ମାନବ ସେବା ହିଁ ମାଧବ ସେବା"

07-Oct-2024



ବୀରମହାରାଜପୁର ଉପଖଣ୍ଡ ଅନ୍ତର୍ଗତ ଉଲୁଣ୍ଡା ବ୍ଲକ୍ ର ସତ୍ୟବାଦୀ ଉଚ୍ଚମାଧ୍ୟମିକ ବିଦ୍ୟାଳୟ କଳାପଥର ରେ ରେଡ୍ କ୍ରସ୍ ର ପ୍ରବେଶ ଉତ୍ସବ ଆୟୋଯିତ ହେଇଯାଇଛି । ଏହି ଅବସର ରେ ଜିଲ୍ଲା ରେଡ୍ କ୍ରସ କାର୍ଯ୍ୟକାରୀ କମିଟିର ସଭ୍ୟ ତଥା ଅଧ୍ୟକ୍ଷ ଶ୍ରୀକାନ୍ତ ପଧାନ ସଭାପତିତ୍ତ୍ୱ କରି ରେଡ୍ କ୍ରସ୍ ର ମୁଳତତ୍ତ୍ୱ ମାନବିକତା,ସମାନତା,ସ୍ୱାଧିନତା,ସ୍ୱେଛାକୃତ ସେବା,ବିଶ୍ୱଭାତୃତ୍ୱ ଭାବ ଉପରେ ଆଲୋକପାତ କରିଥିଲେ । ରେଡ୍ କ୍ରସ୍ କନ୍ ଭେନର୍ ସେକ୍ରେଟାରୀ ଭାବେ ସୋନପୁର ରାଜ୍ କଲେଜ୍ ର ଅଧ୍ୟାପକ ଶ୍ରୀଯୁକ୍ତ ଉମାକାନ୍ତ ନାଗ୍  ରେଡ୍ କ୍ରସ୍ ର ଲକ୍ଷ ଉଦ୍ଦେଶ୍ୟ ଓ କାର୍ଯ୍ୟକ୍ରମ ଉପରେ ଆଲୋକପାତ କରିଥିଲେ । ଡିଷ୍ଟ୍ରିକ୍ଟ୍ କୋ- ଅର୍ଡିନେଟର୍ ତଥା ସିଦ୍ଧାର୍ଥ ଡିଗ୍ରି କଲେଜ ବିନିକାର ଅଧ୍ୟାପକ ବିଶ୍ୱନାଥ ମିଶ୍ର ମାନବିକତା ଓ ବିବେକବୋଧ ପ୍ରକୃତ ମଣିଷର ମାପକାଠି ବୋଲି କହିବାସହ କାହା ଦୁଃଖରେ ଲୁହ ବୁନ୍ଦେ ବୁହାଇପାରିଲେ ଆମର ଜାଗ୍ରତ ବିବେକବୋଧ ର ପରିଚୟ ମିଳିବ ବୋଲି କହିଥିଲେ  । ଫାଷ୍ଟ ଏଡ୍ ଟ୍ରେନର୍ ଅଧ୍ୟାପକ ଉଦ୍ଧବ ପଧାନ ଫାଷ୍ଟଏଡ୍ ର ଆବଶ୍ୟକତା ଓ କୈାଶଳ ବିଷୟରେ ଅବଗତ କରାଇଥିଲେ । ପ୍ରୋଗ୍ରାମ୍ କାଉନ୍ ସେଲର୍ ଅଧ୍ୟାପକ କିଶୋର କୁମାର ସାହୁ କାର୍ଯ୍ୟକ୍ରମ କୁ ପରିଚାଳନା କରିବା ସହ ଜୀବଜଗତରେ ସେବାରେ ନିଜକୁ ସମର୍ପିତ କରିବାକୁ ଆହ୍ୱାନ୍ ଦେଇଥିଲେ । ଅଧ୍ୟାପିକା ଶ୍ରୀମତି ଦେବଯାନୀ ମେଶୁଆ ସ୍ୱାଗତ ଭାଷଣ ଦେଇଥିବା ବେଳେ ଅଧ୍ୟାପିକା ଶ୍ରୀମତୀ ପ୍ରତିମା ବାରିକ ଧନ୍ୟବାଦ ଅର୍ପଣ କରିଥିଲେ । ଅନୁଷ୍ଠାନର ସମସ୍ତ ଅଧ୍ୟାପକ ଓ କର୍ମଚାରି ସହଯୋଗ କରିଥିବା ବେଳେ ମାନବ ସେବାରେ ନିଜକୁ ବ୍ରତି କରିବାକୁ ଶପଥ ନେଇଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026

You Might Also Like