-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ବିଜୁପଟ୍ଟନାୟକ ବନ୍ୟପ୍ରାଣୀ ସଂରକ୍ଷଣ ପୁରସ୍କାର ପାଇଲେ ସାମାଜିକକର୍ମୀ ସୁଦର୍ଶନ ବଘାର

08-Oct-2024



କଣ୍ଟାମାଳ(ଜୟ କୁମାର ମହାରଣା): ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଓଡ଼ିଶା ଆନୁକୂଲ୍ୟରେ ବୌଦ୍ଧ ବନଖଣ୍ଡ ପକ୍ଷରୁ  ବନଖଣ୍ଡ ଅଧିକାରୀ ଦେବପ୍ରିୟ କମ୍ପ ଙ୍କ ସଭାପତିତ୍ୱରେ ୭୦ତମ ବନ୍ୟପ୍ରାଣୀ ସପ୍ତାହ ପାଳିତ ହୋଇଯାଇଛି । ଏଥିରେ ବୌଦ୍ଧ ଜିଲ୍ଲାପାଳ  ସୁବ୍ରତ କୁମାର ପଣ୍ଡା ମୁଖ୍ୟଅତିଥି ଭାବେ ଯୋଗଦେଇ ଥିବାବେଳେ,କେନ୍ଦୁଲିଫ ବନଖଣ୍ଡ ଅଧିକାରୀ ସୁଦର୍ଶନ ବାଦୀ, ଅବସରପ୍ରାପ୍ତ କଲେଜ ଅଧ୍ୟକ୍ଷ, ଏସିଏଫ ବୌଦ୍ଧ ପ୍ରମୁଖ ସମ୍ମାନୀତ ଅତିଥିଭାବେ ଯୋଗଦେଇ ବନ୍ୟପ୍ରାଣୀ ସୁରକ୍ଷା ଓ ସଂରକ୍ଷଣ ସମ୍ପର୍କରେ ବକ୍ତବ୍ୟ ରଖିଥିଲେ । ଏହିଅବସରରେ ବନ୍ୟଜନ୍ତୁ ସଂରକ୍ଷଣ କ୍ଷେତ୍ରରେ ଉଲ୍ଲେଖନୀୟ ପ୍ରଦର୍ଶନ ପାଇଁ କଣ୍ଟାମାଳ ବନାଞ୍ଚଳ ଆଭ୍ୟନ୍ତରିଣ ବରଗାଁ ଗ୍ରାମପଞ୍ଚାୟତ ଅନ୍ତର୍ଗତ ସlହlଜପିଟା ଗ୍ରାମର ସାମାଜିକ କର୍ମୀ ସୁଦର୍ଶନ ବଘାର ଙ୍କୁ ମୁଖ୍ୟଅତିଥି ଜିଲ୍ଲାପାଳ ଶ୍ରୀ ପଣ୍ଡା ଉପଖଣ୍ଡସ୍ତରୀୟ ବିଜୁପଟ୍ଟନାୟକ ବନ୍ୟପ୍ରାଣୀ ସଂରକ୍ଷଣ ପୁରସ୍କାର-୨୦୨୪ ରେ ପୁଷ୍ପଗୁଛ ଓ ପ୍ରମାଣପତ୍ର ଦ୍ୱାରା ସମ୍ବର୍ଦ୍ଧିତ କରିଥିଲେ  l  ବୌଦ୍ଧ ବନାଞ୍ଚଳ ଅଧିକାରୀ ଙ୍କ ତତ୍ତ୍ଵାବଧାନରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବାବେଳେ ବିଭିନ୍ନ ବନାଞ୍ଚଳ ର ରେଞ୍ଜର, ବନପlଳ ପ୍ରମୁଖ ଉପସ୍ଥିତ ଥିଲେ   l


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like