-+91-9937148622 |

prerana_bgr@rediffmail.com |

  Friday 21st August 2026 |

| | | |

R.N.I. Regd No. ODIODI/2010/46693

Breaking News

ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   (20-Aug-2026)       ||      ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ    (20-Aug-2026)       ||      ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ    (20-Aug-2026)       ||      ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   (20-Aug-2026)       ||      ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   (20-Aug-2026)       ||      ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   (20-Aug-2026)       ||      ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   (20-Aug-2026)       ||      ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   (20-Aug-2026)       ||      ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ    (20-Aug-2026)       ||      ଜିଲ୍ଲାସ୍ତରୀୟ ରେଡକ୍ରସ କାଉନସେଲର ତାଲିମ ଶିବିର ଉଦ୍‌ଯାପିତ   (30-Jul-2026)       ||      ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ପବିତ୍ର ଶ୍ରାବଣରେ ଦୁଇ ବେସାହାରା ଭିକ୍ଷୁକଙ୍କ ଶେଷ ସାହାରା ସାଜିଲା ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ   (20-Aug-2026)       ||      *ଲେହିଡି ଗାଁରେ ଗୋଶାଳା ପାଇଁ ଭୁମି ପୂଜନ ଓ ବୃକ୍ଷ ରୋପଣ କାର୍ଯ୍ୟ କ୍ରମ*-   (20-Aug-2026)       ||      ବଗଡ଼ାରେ ଗ୍ରୀନ୍ ଇଗଲ୍ ଆର୍ମି ପକ୍ଷରୁ ବନମହୋତ୍ସବ   (20-Aug-2026)       ||      ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ   (20-Aug-2026)       ||      ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   (20-Aug-2026)       ||      ନବରଙ୍ଗପୁର ଜିଲ୍ଲାର ନୀରିହ ଆଦିବାସୀ ଯୁବକର ୧ ଲକ୍ଷ ୨୦ହଜାର ଟଙ୍କା ଖାଇଗଲେ କେନ୍ଦୁଝର ର ଝିଅ   (20-Aug-2026)       ||      ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   (19-Aug-2026)       ||      ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   (19-Aug-2026)       ||     

HOME   ରାଜ୍ୟ

ମିଳିତ ଜାତିସଂଘର ସୁରକ୍ଷା ପରିଷଦରେ ସଦସ୍ୟ ହେବା ପରେ ଜାତିସଂଘରେ ଲାଗିଲା ଭାରତୀୟ ପତାକା ।

05-Jan-2021



ନ୍ୟୁୟର୍କ/ଭୁବନେଶ୍ୱର(ପ୍ରେରଣା ଖବର)
 ଅଷ୍ଟମ ଥର ପାଇଁ ମିଳିତ ଜାତିସଂଘରେ ଉତ୍ତୋଳିତ ହୋଇଛି ଭାରତୀୟ ଜାତୀୟ ପତାକା । ମିଳିତ ଜାତିସଂଘର ସୁରକ୍ଷା ପରିଷଦରେ ଭାରତ ଯୋଗ ଦେବା ପରେ ଭାରତୀୟ ଜାତୀୟ ପତାକା ଜାତିସଂଘ କାର୍ଯ୍ୟାଳୟରେ ଉତ୍ତୋଳିତ ହୋଇଯାଇଛି । ଚଳିତ ୧ ଜାନୁୟାରୀରୁ ଭାରତ ମିଳିତ ଜାତିସଂଘ ସୁରକ୍ଷା ପରିଷଦର ସଦସ୍ୟ ହୋଇଛି । ଆସନ୍ତା ଦୁଇ ବର୍ଷ ପାଇଁ ଭାରତକୁ ଏହି ସଦସ୍ୟତା ମିଳିଛି । ଏହି ମିଳିତ ଜାତିସଂଘରେ ଚୀନରୁ ବର୍ଦ୍ଧିତ ପ୍ରାଦୁର୍ଭାବକୁ ରୋକିବାରେ ଭାରତ ସକ୍ଷମ ହେବ ବୋଲି ବିଭିନ୍ନ ରାଷ୍ଟ୍ର ଆଶା ପୋଷଣ କରିଛନ୍ତି । ଭାରତ ନିଜର ସଦସ୍ୟତା କାଳରେ ବିକାଶଶୀଳ ରାଷ୍ଟ୍ର ମାନଙ୍କର ସ୍ୱର ହେବ ବୋଲି ଜାତିସଂଘରେ ଭାରତର ସ୍ଥାୟୀ ପ୍ରତିନିଧି ଟି ଏସ୍ ତିରୁମୂର୍ତ୍ତୀ ପ୍ରକାଶ କରିଛନ୍ତି । ଭାରତ ମାନବବାଦରେ ବିଶ୍ୱାସ କରିଥାଏ ଏବଂ ସମସ୍ତଙ୍କୁ ଏକ ସଙ୍ଗରେ ଧରି ଚାଲିବା ଭାରତର ପ୍ରଥମ ଲକ୍ଷ୍ୟ ରହିବ ବୋଲି ତିରୁମୂର୍ତ୍ତୀ ପ୍ରକାଶ କରିଛନ୍ତି । ସୀମାପାର ଆତଙ୍କବାଦ, ଆତଙ୍କବାଦୀଙ୍କୁ ଅର୍ଥ ଯୋଗାଣ ପରି ଘଟଣାକୁ ନେଇ ଚୀନ ଓ ପାକିସ୍ତାନକୁ ଘେରିବାକୁ ଉଦ୍ୟମ କରିବ ଭାରତ । ୧୫ ରାଷ୍ଟ୍ରଙ୍କୁ ନେଇ ଗଠିତ ସୁରକ୍ଷା ପରିଷଦର ଅଧ୍ୟକ୍ଷ ପଦ ଭାରତକୁ ଅଗଷ୍ଟ ୨୦୨୧ରେ ମିଳିବ । ପ୍ରତି ସଦସ୍ୟ ରାଷ୍ଟ୍ର ଏକ ମାସ ଲେଖାଏଁ ଅଧ୍ୟକ୍ଷ ଭାବରେ ରହିବେ ।ମିଳିତ ଜାତିସଂଘରେ ଚୀନର ପତିଆରା ଦିନକୁ ଦିନ ବଢିବାରେ ଲାଗିଛି । ବାର୍ଷିକ ବଜେଟକୁ ଚୀନ ପକ୍ଷରୁ ଆସୁଥିବା ଅନୁଦାନ ରାଶି ବଢାଇ ଦିଆଯାଇଥିବା ବେଳେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପଦବୀରେ ଚୀନ ଅଧିକାରୀ ମାନେ ରହିଛନ୍ତି । ଏପରି ସ୍ଥଳେ ଭାରତକୁ ସୁରକ୍ଷା ପରିଷଦରେ ଅସ୍ଥାୟୀ ସଦସ୍ୟତା ମିଳିବା ଏକ ବଡ ଉପଲବ୍ଧି । ଏହି ସୁଯୋଗରୁ ଭାରତକୁ ଫାଇଦା ଉଠାଇବାକୁ ପଡିବ ବୋଲି ପ୍ରତିରକ୍ଷା ବିଶେଷଜ୍ଞ ପ୍ରକାଶ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   20-Aug-2026
  ଜିଲ୍ଲା  
ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ   20-Aug-2026
  ଜିଲ୍ଲା  
ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ   20-Aug-2026
  ଜିଲ୍ଲା  
ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   20-Aug-2026
  ଜିଲ୍ଲା  
ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   20-Aug-2026
  ଜିଲ୍ଲା  
ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   20-Aug-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   20-Aug-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   20-Aug-2026
  ଜିଲ୍ଲା  
ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   20-Aug-2026
  ରାଜ୍ୟ  
ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ   20-Aug-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ରେଡକ୍ରସ କାଉନସେଲର ତାଲିମ ଶିବିର ଉଦ୍‌ଯାପିତ   30-Jul-2026
  ଜିଲ୍ଲା  
ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ପାଳିତ   20-Aug-2026

You Might Also Like