-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ଆଜି ଭୈରବୀ ରୂପରେ ଦର୍ଶନ ଦେବେ ମା ସୁରେଶ୍ଵରୀ

08-Oct-2024



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ): ଆଜି ମା'ସୁରେଶ୍ଵରୀ ଭୈରବୀ ବେଶ ଧାରଣ କରି ଭକ୍ତ ମାନଙ୍କୁ ଦର୍ଶନ ଦେଉଛନ୍ତି। ମାତାଙ୍କ ଏହି ସ୍ୱରୂପ ଦଶ ମହାବିଦ୍ୟା ମଧ୍ୟରେ ଏକ ପ୍ରମୁଖ ଅବତାର ଅଟେ ଏବଂ ଏହା ତ୍ରିପୁର ଭୈରବୀ ଭାବରେ ଖ୍ୟାତ ଅଟନ୍ତି।
ଦେବୀ ଭାଗବତ ପୁରାଣ ଅନୁସାରେ ମାତା ଭୈରବୀ ହେଉଛନ୍ତି ମାତା ପାର୍ବତୀଙ୍କର ଏକ ଉଗ୍ରରୂପ।ଯେତେବେଳେ ଦେବ ଦେବ ମହାଦେବ ଧ୍ୟାନମୁଦ୍ରାରେ ରହିଥିଲେ ତାଙ୍କର ଧ୍ୟାନଭଗ୍ନ କରିବାରେ ମାତା ବିଫଳ ହୋଇ ଏହିଭଳିଆ ଉଗ୍ରରୂପ ଧାରଣ କରିଥିବା କଥା ପୁରାଣରେ ବର୍ଣ୍ଣିତ ହୋଇଛି। ଯାହାକି ପରବର୍ତ୍ତୀ ସମୟରେ ତାହା ଜଗତକଲ୍ୟାଣ ନିମନ୍ତେ ମଙ୍ଗଳ ସାଧିତ ହୋଇ ପାରିଥିଲା।ହିନ୍ଦୁ ଧର୍ମର ମାନ୍ୟତା ଅନୁଯାୟୀ ମାତା ଭୈରବୀ ହେଉଛନ୍ତି  ଏକ ପ୍ରମୁଖ ଦେବୀ ଏବଂ ମାତାଙ୍କୁ ତ୍ରିମୁର୍ତ୍ତିଙ୍କ ଠାରୁ ମଧ୍ୟ ଶ୍ରେଷ୍ଠତର ବୋଲି ବିବେଚନା କରାଯାଏ।
ଆହୁରି ମଧ୍ୟ ଜଣାଯାଏ ନିଷ୍ଠା ଓ ଭକ୍ତି ର ସହ ଯେଉଁମାନେ ମାତାଙ୍କୁ ପୂଜା ଆରାଧନା କରିଥାନ୍ତି  ମାତା ତାଙ୍କୁ ଅଭୂତପୂର୍ବ ଶକ୍ତି ଓ ସିଦ୍ଧି ପ୍ରଦାନ  କରିଥାନ୍ତି। ଜୀବନର ଗତିପଥରେ ରହି ଆସୁଥିବା ଝଡଝଞ୍ଜାର ଅବସାନ ସହ ଏକ ଶ୍ରେଷ୍ଠ ମଣିଷ ଭାବରେ ଉନ୍ନତିର ମାର୍ଗ ପ୍ରଶସ୍ତର କୃପା ଆଶିଷ ପ୍ରଦାନ କରଥାନ୍ତି।
ତେଣୁ ଅନେକ ଆଶା,ଭରସା ଓ କୃପା ଆଶିଷ ଟିକକ ପ୍ରାପ୍ତ ନିମନ୍ତେ ନବରାତ୍ରି ସମୟରେ  ମା'ସୁରେଶ୍ୱରୀଙ୍କ ପୀଠରେ ଦୁରଦୁରାନ୍ତ ରୁ ଭକ୍ତଙ୍କ ସମାଗମ ରେ ପୀଠରେ ଗହଳି  ଦେଖିବାକୁ ମିଳୁଛି। ବିଶେଷ କରି ମା'ସୁରେଶ୍ଵରୀ ଙ୍କ ପୀଠରେ ନବଦିନ ବ୍ୟାପି ଶପ୍ତଶତୀ ଚଣ୍ଡୀ ଯଜ୍ଞ ମଧ୍ୟ ଅନୁଷ୍ଠିତ ହେଉଥିବା ଯୋଗୁଁ ଭକ୍ତ ଓ ଶ୍ରଦ୍ଧାଳୁ ଙ୍କ ଅପୂର୍ବ ଭିଡ ଲାଗିରହିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like