-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

କଂଗ୍ରେସ ଦଳର ନୀତି,ଆଦର୍ଶରେ ଅନୁପ୍ରାଣିତ ହୋଇ ସଂଗଠନ ମଜଭୁତ କରିବାକୁ ଆହ୍ବାନ

08-Oct-2024



ବିନିକା(ହିମାଂଶୁ ଶେଖର ପୁଟେଲ): ବିନିକା ବ୍ଲକ ଅନ୍ତର୍ଗତ କୌଡ଼ିଆମୁଣ୍ଡା ଠାରେ କଂଗ୍ରେସ ଦଳର ଏକ ଗୁରୁତ୍ତ୍ୱପୂର୍ଣ୍ଣ ବୈଠକ ରବିବାର ଅନୁଷ୍ଠିତ ହୋଇଥିଲା।ବ୍ଲକ ସଭାପତି ରବୀନ୍ଦ୍ର ହୋତାଙ୍କ ଅଧ୍ୟକ୍ଷତା ଓ ରାଜ୍ୟ କିସାନ ସେଲ ସମ୍ପାଦକ ସପାନେଶ୍ୱର୍ ପୃଷ୍ଟିଙ୍କ ପରିଚାଳନାରେ  ଅନୁଷ୍ଠିତ ଏହି ବୈଠକରେ ବହୁ କଂଗ୍ରେସ କର୍ମୀ ଯୋଗ ଦେଇଥିଲେ ।ଚଳିତ ସାଧରଣ ନିର୍ବାଚନରେ ସୋନପୁର ଓ ବୀରମହାରାଜପୁର ବିଧାନସଭା ଆସନରେ ଦଳର ପରାଜୟ କେଉଁ କାରଣରୁ ହେଲା ସେ ଉପରେ ଆଲୋଚନା ହୋଇଥିଲା ।ଏଥିରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ପରିଷଦ ସଦସ୍ୟ ଲବ କୁମାର ସାହୁ ଯୋଗଦେଇ ଅତୀତରେ ଘଟି ଯାଇଥିବା ଘଟଣାକୁ ଭୁଲି ଯାଇ କଂଗ୍ରେସ ଦଲର ନୀତି,ଆଦର୍ଶରେ ଅନୁପ୍ରାଣୀତ ହୋଇ ଆଗାମୀ ଦିନରେ ସଂଗଠନ କୁ ତୃଣମୂଳ ସ୍ତରରୁ ମଜଭୁତ କରିବାକୁ ଉପସ୍ଥିତ କର୍ମୀ ମାନଙ୍କୁ ଆହ୍ବାନ ଦେଇଥିଲେ ।ସେହିପରି ଆଗକୁ ହେବାକୁ ଥିବା ପୌର ଓ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ରେ ଦଳୀୟ ପ୍ରାର୍ଥୀ ଯେପରି ସଫଳତା ପାଇବେ ସେ ଦିଗରେ  ଏବେ ଠାରୁ ଲୋକଙ୍କ ସହିତ ଯୋଡି ହୋଇ ରହିବାକୁ ପରାମର୍ଶ ଦିଆଯାଇଥିଲା ଅନୁଷ୍ଟିତ ଏହି କାର୍ଯ୍ୟକ୍ରମରେ ଉଲୁଣ୍ଡା ବ୍ଲକ ସଭାପତି ପ୍ରଭୁଦତ୍ତ ବସ୍ତିଆ,ବିନିକା ନଗର କଂଗ୍ରେସ ସଭାପତି ଉମାକାନ୍ତ ଦୀପ,ଜିଲ୍ଲା ସାଧାରଣ ସଂପାଦକ କୃଷ୍ଣଚନ୍ଦ୍ର ପଧାନ,ବଶିଷ୍ଠ କଂଗ୍ରେସ ନେତା ନରେନ୍ଦ୍ର ସାହୁ,ବିଶ୍ଵନାଥ ନେଗି, ଅନନ୍ତ କର୍ଣ୍ଣ,ସୁନିଲ ପଧାନ, ବୁଲୁ ବାରିକ ପ୍ରମୁଖ ଯୋଗ ଦେଇ ବକ୍ତବ୍ୟ ପ୍ରଦାନ କରିଥିଲେ l ଏହି ଅବସରରେ ବ୍ଲକ ତଥା ବିଭିନ୍ନ ପଞ୍ଚାୟତରୁ ଆସିଥିବା ସଭାପତି ମାନଙ୍କୁ ଉପଢ଼ୌକନ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା l ଶେଷରେ ବିକାଶ ପଣ୍ଡା ଧନ୍ୟବାଦ ଦେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like