-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ବିଜେପୁରରେ ମାଁ କାତ୍ୟାୟନୀ ବେଶରେ ପୂଜା ପାଇଲେ

08-Oct-2024



ବରଗଡ:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ଜିଲ୍ଲା ବିଜେପୁର ସହରରେ ସାର୍ବଜନୀନ ପବିତ୍ର ନବରାତ୍ର ଦୁର୍ଗାପୂଜା ମହାସମାରୋହରେ ପାଳିତ ହେଉଥିବା ବେଳେ, ଆଜି ପଞ୍ଚମ ଦିବସରେ  ମାଁ କାତ୍ୟାୟନୀ ବେଶରେ ସ୍ଥାନୀୟ ଦୁର୍ଗା ମଣ୍ଡପ ଠାରେ ପୂଜା ପାଉଛନ୍ତି। ପ୍ରତିଦିନ ରିତୀନିତି ସହକାରେ ଅଙ୍କୁର ରୋପଣ, ଦ୍ୱାରପାଳ ପୂଜା, ଚଣ୍ଡିପାଠ,ହୋମ ଅନୁଷ୍ଠିତ ହେଉଥିବା ବେଳେ ଘଣ୍ଠ ଶଙ୍ଖ, ପୁରୋହିତଙ୍କ ବେଦମନ୍ତ୍ର ପାଠ, ହୁଳହୁଳି ହରିବୋଲ ସହ ଧୂପଦୀପ, ସୁଗନ୍ଧିତ ଗୁଗଲର ମହମହ ବାସ୍ନାରେ ଏକ ଅପୂର୍ବ ଭାବମୟ ପରିବେଶ ସୃଷ୍ଟି ହୋଇଛି। ଆଜି ମାଁ କାତ୍ୟାୟନୀ ବେଶରେ ପୂଜା ପାଉଛନ୍ତି। ବିଜେପୁର ନିର୍ବାଚନ ମଣ୍ଡଳୀର ବିଧାୟକ ତଥା ଜମିଦାର ସନତ କୁମାର ଗଡତୀୟା କର୍ତ୍ତା ଦାୟିତ୍ୱ ତୁଲାଇଥିବା ବେଳେ,ରାଜ ପୁରୋହିତ କିଶୋର ଚନ୍ଦ୍ର ପୂଜାରୀ ଚଣ୍ଡିପାଠ କରୁଛନ୍ତି। ପୁସ୍ତକାଚାର୍ଯ୍ୟ ସୁରେନ୍ଦ୍ର ମହାପାତ୍ର, କିଶୋର ଚନ୍ଦ୍ର ମହାପାତ୍ର ପ୍ରମୁଖ ପୂଜା କର୍ମ ସମ୍ପାଦନ କରୁଛନ୍ତି।

ବିଭିନ୍ନ ପୈାରାଣିକ ତଥ୍ୟ ଅନୁସାରେ କାତ୍ୟାୟନୀ ହେଉଛନ୍ତି ଦେବୀ ଆଦି ପରାଶକ୍ତି ।ପୁରାଣରେ ତାଙ୍କୁ ଶ୍ରୀକୃଷ୍ଣଙ୍କର ଭଉଣୀ ବୋଲି ଉଲ୍ଲେଖ କରା ଯାଇଛି।ସ୍କନ୍ଧ ପୁରାଣ ଏବଂ ଯଜୁର୍ବେଦରେ  ମହିଷାସୁର କୁ ମାରିବା ପାଇଁ ମାଁ ଏଇ ଅବତାରରେ ଅବତୀର୍ଣ୍ଣ ହୋଇଥିଲେ। ମାର୍କଣ୍ଡେୟ ପୁରାଣ ତଥ୍ୟ ଅନୁସାରେ ଦେବୀଙ୍କୁ ତନ୍ତ୍ର ସାଧନା ଏବଂ ପତଞ୍ଜଳୀ ଋଷିଙ୍କର ମହଭାଷ୍ୟ ଅନୁଯାୟୀ ଯୋଗ ସାଧନାର ଆଦିଦେବୀ ବୋଲି କୁହା ଯାଇଛି ।ପ୍ରତ୍ୟେକ ସାଂଧ୍ୟ ରଜନୀରେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପୂଜା ମଣ୍ଡପ ପରିସରରେ ଅନୁଷ୍ଠିତ ହେଉଛି। ଆଜିକାର କାର୍ଯ୍ୟକ୍ରମରେ ସୁଗମ ଭଜନ ସଂଧ୍ୟା, ବରଗଡ଼ ଓ ନର୍ତ୍ତକୀ ଡେନ୍ସ ଏକାଡେମୀ ଭୁବନେଶ୍ବରର କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ବୋଲି ପୂଜା କମିଟିର ସମ୍ପାଦକ ଶ୍ରୀଯୁକ୍ତ ଜନାର୍ଦ୍ଦନ ପାଣିଗ୍ରାହୀ ସୂଚନା ପ୍ରଦାନ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like