-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||     

HOME   ଜିଲ୍ଲା

ସ୍ବର୍ଗତ ଜୟନାରାୟଣ ଙ୍କ ସ୍ମୃତିରେ ଶ୍ରୀ ଲୋକନାଥ ଭଜନମଣ୍ଡଳୀର ଭଜନ ସମାରୋହ ଓ ପୁସ୍ତକ ସମାରୋହ

08-Oct-2024



ବଲାଙ୍ଗୀର:  ଶ୍ରୀ ଲୋକନାଥ ବାବା ଭଜନମଣ୍ଡଳୀ ତରଫରୁ  ଟିକ୍ରାପଡା ସ୍ଥିତ  ରବି ନାରାୟଣ ଶତପଥୀଙ୍କ  ବାସଭବନରେ ତାଙ୍କର  ବଡଭାଇ ସ୍ବର୍ଗତ ଜୟନାରାୟଣ ଶତପଥୀଙ୍କ  ଚତୁର୍ଥ ବାର୍ଷିକ ଶ୍ରାଦ୍ଧ ଅବସରରେ ସ୍ବତନ୍ତ୍ର ଭଜନ ସମାରୋହ ଓ ସବୁ ଦିନ ବୋଲାଯାଉଥିବା କିଛି ବହୁ ପରିଚିତ ଭଜନ ସବୁ ର  ପ୍ରକାଶିତ ସ୍ବରୂପ ଶ୍ରୀଲୋକନାଥ ଭଜନ ମଞ୍ଜରୀ ନାମରେ ପୁସ୍ତକ ଆକାରରେ ପ୍ରକାଶିତ ହୋଇ ଲୋକାର୍ପଣ  ହୋଇଯାଇଛି।ଅବସରପ୍ରାପ୍ତ ପ୍ରଫେସର ଡକ୍ଟର ପ୍ରେମଚାନ୍ଦ

ମହାନ୍ତିଙ୍କ  ସଂଯୋଜନାରେ  ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ରେ ପୁସ୍ତକ ଉନ୍ମୋଚନ ରେ ସ୍ବର୍ଗତ ଜୟନାରାୟଣ ଙ୍କ ଧର୍ମପତ୍ନୀ ସ୍ମିତା ଶତପଥୀ,ପୁତ୍ର ଶ୍ରୀଶଙ୍କ  ସମେତ  ବଡ ଭାଇ ସତ୍ଯନାରାୟଣ ଶତପଥୀ, ସାନଭାଇ ରବିନାରାୟଣ ଶତପଥୀ, ରାଜେନ୍ଦ୍ର ନାରାୟଣ ଶତପଥୀ ,ରାଜେଶ ନାରାୟଣ ଶତପଥୀ ଓ ପରିବାର ବର୍ଗ  ଉପସ୍ଥିତ ଥିଲେ। ଶ୍ରୀ ଲୋକନାଥ ଭଜନ ମଣ୍ଡଳୀ ତରଫରୁ ରାମପ୍ରସାଦ ସାହୁ,ଧ୍ରୁବଚରଣ ସାହୁ,ସନ୍ତୋଷ ମିଶ୍ର,ଅନନ୍ତ ପ୍ରସାଦ ଥନାପତି, ଜିତେନ୍ଦ୍ର ପଟନାୟକ, ସୁଧାକର ବେହେରା,ପ୍ରଭାତ ଦାଶ,ଅଜିତ ମିଶ୍ର, ଅବନୀ ସାହୁ,ଧ୍ରୁବଚରଣ ମେହେର,ଅଚ୍ୟୁତ ସାହୁ,ଉପେନ୍ଦ୍ର ଦର୍ଜୀ,ସୀତାରାମ ଦାଶ ପ୍ରମୁଖ ଭଜନ ପରିବେଷଣ ଓ  ବାଦ୍ୟଯନ୍ତ୍ର ରେ  ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026

You Might Also Like