-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||     

HOME   ଜିଲ୍ଲା

ନାଇକେନପାଲି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ "ସ୍ୱଚ୍ଛତା ହିଁ ସେବା "

08-Oct-2024



(ମନୋରଞ୍ଜନ ତ୍ରିପାଠୀ )
ସୁବର୍ଣ୍ଣପୁର ଜିଲ୍ଲା ନାଇକେନପାଲି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ତରଫରୁ "ସ୍ୱଚ୍ଛତା ହିଁ ସେବା " କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ର ଅଧିକ୍ଷକ ଡାକ୍ତର. ରାମଶଙ୍କର ତ୍ରିପାଠୀ ଙ୍କ ଅଧ୍ୟକ୍ଷତା ରେ ସବୁଜ ପତାକା ଦେଖାଇ ଏହି କାର୍ଯ୍ୟକ୍ରମ ର ଶୁଭାରମ୍ଭ କରାଯାଇଥିଲା l ଏହି କାର୍ଯ୍ୟକ୍ରମ ରେ ଆଜି ଡାକ୍ତରଖାନାର ପରିସର ଠାରୁ ନାରାୟଣପୁର ଛକ ପର୍ଯ୍ୟନ୍ତ ସଫାସୁତୁରା କରାଯାଇଥିଲା l ଉକ୍ତ କାର୍ଯ୍ୟକ୍ରମ ପାଇଁ ନାରାୟଣପୁର ଗ୍ରାମପଞ୍ଚାୟତ ସରପଞ୍ଚ ଙ୍କ ଉପସ୍ଥିତି ରେ ଦୁଇଗୋଟି ଦଷ୍ଟବିନ ସ୍ୱ-ହସ୍ତରେ ଦାନକରିଥିଲେ ଏବଂ ନାରାୟଣପୁର ଆମ୍ବେଦକର କ୍ଲବ ଓ ନାରାୟଣପୁର ଜଗନ୍ନାଥ ଯୁବକସଂଘ କ୍ଲବ ର ସଭାପତି ଓ ସଦସ୍ୟ ଏବଂ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ର ସମସ୍ତ କର୍ମଚାରୀ ଏହି କାର୍ଯ୍ୟକ୍ରମ ରେ ଅଂଶଗ୍ରହଣ କରିଥିଲେ l ପରେ ପରେ ସ୍ୱଚ୍ଛତା ଶପଥ ପାଠ କରାଯାଇଥିଲା ଏବଂ ସ୍ଵଭାବ ସ୍ୱଚ୍ଛତା, ସଂସ୍କାର ସ୍ୱଚ୍ଛତା ଉପରେ ଆଲୋଚନା କରାଯାଇଥିଲା l ସମଗ୍ର କାର୍ଯ୍ୟକ୍ରମଟି ଭାରପ୍ରାପ୍ତ ଜନସ୍ୱାସ୍ଥ୍ୟ ସଂମ୍ପ୍ରସାରଣ ଅଧିକାରୀ ଶାନ୍ତନୁ କୁମାର ମେହେର ଙ୍କ ଯୋଜନା ଏବଂ ବ୍ଲକ କାର୍ଯ୍ୟକ୍ରମ ପରିଚାଳକ ପ୍ରିୟରଞ୍ଜନ ସାହୁ ଙ୍କ ତତ୍ଵାବଧାନ ରେ ଅନୁଷ୍ଠିତ ହୋଇଥିବାବେଳେ ଆକାଉଣ୍ଟ ପରିଚାଳକ ସୁଜିତ କୁମାର ସାହୁ, ଗୋଷ୍ଠୀ ତଥ୍ୟ ପରିଚାଳକ ରିଙ୍କୁ ପଧାନ, ସ୍ୱାସ୍ଥ୍ୟ ନଥିପତ୍ର ସହାୟକ ସୁଶାନ୍ତ ନାଏକ ପ୍ରମୁଖ ଆୟୋଜନ ରେ ସହଯୋଗ କରିଥିଲେ ଏବଂ ଅନ୍ୟ କର୍ମଚାରୀ ସମ୍ପୂର୍ଣ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026

You Might Also Like