-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||     

HOME   ଜିଲ୍ଲା

ଜିଲ୍ଲା ସ୍ତରୀୟ ଅlନ୍ତର୍ଜାତୀୟ ଜରl ଦିବସ ପାଳିତ --

08-Oct-2024



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ମହିମା ଆନନ୍ଦ ସେନିଅର ସିଟିଜ଼ାନ ହୋମ ଵୃଦ୍ଧାଶ୍ରମ ସାନ ଝିଙ୍କି  ସଭା ଗୃହ  ସୁବର୍ଣ୍ଣପୁର ଠାରେ ଅlନ୍ତର୍ଜାତୀୟ ଜରା ଦିବସ ଜ଼ିଲ୍ଲା ଜନ ସ୍ୱାସ୍ଥ୍ୟ ଅଧିକାରୀ ଡ଼ା ମନୋଜ କୁମାର ଅଦlବର  ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଯାଇଛି l ଉକ୍ତ ସଭା ରେ ଅତିରିକ୍ତ ଜ଼ିଲ୍ଲା ଜନ ସ୍ୱାସ୍ଥ୍ୟ ଅଧିକାରୀ (ଭିବିଡି )ଡ଼ା ଗୋପାଳ ଚନ୍ଦ୍ର ମଲ୍ଲିକ, ଅତିରିକ୍ତ ଜନ ସ୍ୱାସ୍ଥ୍ୟ ଅଧିକାରୀ (ରୋଗ ନିୟନ୍ତ୍ରଣ )ଡ଼ା ରମେଶ ଚନ୍ଦ୍ର ସ୍ୱାଇଁ , ବୃଦ୍ଧାଶ୍ରମ ଅଧ୍ୟକ୍ଷ ଶାନ୍ତନୁ କୁମାର ନାୟକ ଓ ସହକାରୀ ଜ଼ିଲ୍ଲା ଜନସ୍ୱାସ୍ଥ୍ୟ ଯୋଗାଯୋଗ ଅଧିକାରୀ  ବୃନ୍ଦାବନ ସାହୁ  ପ୍ରମୁଖ  ମଂଚାସୀନ ଥିଲେ l ଅତିଥି ବୃନ୍ଦ ବାର୍ଦ୍ଧକ୍ୟ ଜନିତ ରୋଗର ଚିକିତ୍ସା, ସ୍ୱାସ୍ଥ୍ୟ ସମସ୍ୟା ର ଉପଚାର ନିମନ୍ତେ ପରୀକ୍ଷା, ନିଦାନ, ଯୋଗ ଓ ବ୍ୟାୟାମ ଆଦି ର ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ରେ ସମସ୍ତ ସୁ ବ୍ୟବସ୍ଥା କରାଯାଇଛି l ସନ୍ତୁଳିତ ଖାଦ୍ୟ, ଯଥେଷ୍ଟ ବିଶ୍ରାମ,ନିୟମିତ ସ୍ୱାସ୍ଥ୍ୟ ପରୀକ୍ଷା, ହାଲୁକା ଶାରୀରିକ ଶ୍ରମ ଓ ସମାଜିକ ସୁସମ୍ପର୍କ ବୃଦ୍ଧା ବସ୍ତା କୁ ସୁଖମୟ  କରି  ସୁସ୍ଥ  ସୁନ୍ଦର ସମାଜ ଗଠନ କରିବାରେ ସହାୟକ ହୋଇପାରିବl ଉପରେ ଗୁରୁତ୍ଵା ରୋପ କରିଥିଲେ l 
ଉକ୍ତ ସଭାରେ ବୃଦ୍ଧା ଶ୍ରମ ର ସମସ୍ତ ଅନ୍ତେବାସୀଙ୍କୁ କମ୍ବଳ, ଗାମୁଛା ଓ ଫଲ ବଣ୍ଟନ କରାଯାଇଥିଲା l ସ୍ୱାସ୍ଥ୍ୟ ବାର୍ତା ଉପରେ ଆଧାରିତ ସାଂସ୍କୃତିକ କାର୍ଯ୍ୟକ୍ରମ ପାଲା ଶ୍ରୀ ମାଗୁଣି ମହାକୁର ଓ ସାଥି ବୀରମହାରାଜପୁର ବ୍ଲକ ସୁନ୍ଦର ଭାବରେ ପରିବେଷଣ କରି ସମସ୍ତ ଙ୍କ ମନମୁଗ୍ଧ କରିପାରିଥିଲେ l ଏହି ସଭା ରେ ଵୃଦ୍ଧା ଶ୍ରମ ର ସମସ୍ତ ଅନ୍ତେବାସୀ,କର୍ମ କର୍ତ୍ତା, ମାସ ମେମ୍ବର,ଆଶା, ସ୍ୱାସ୍ଥ୍ୟ ପରିଦର୍ଶକ, ସ୍ୱାସ୍ଥ୍ୟ ଅଧିକାରୀ ଓ ସାମ୍ବାଦିକ ପ୍ରମୁଖ ଉପସ୍ଥିତ ଥିଲେ l ଶେଷରେ ପ୍ରମୋଦ କୁମାର ସାହୁ ସ୍ୱାସ୍ଥ୍ୟ ପରିଦର୍ଶକ ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026

You Might Also Like