-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||     

HOME   ଜିଲ୍ଲା

ଆହା କି ସୁନ୍ଦର ବିଜେପୁର ଏନଏସି :- ଦେଖ୍ ସୁନ୍ଦରୀ ଫଲସା ଫୁଲ୍ ଭଳି ସେଲଫି ପଏଣ୍ଟ

08-Oct-2024



ବରଗଡ଼:(ନିରଞ୍ଜନ ତ୍ରିପାଠ)-ବରଗଡ ଜିଲ୍ଲା ବିଜେପୁର ବ୍ଲକ ଧିରେ ଧିରେ ବିଜ୍ଞାପିତ ଅଞ୍ଚଳ ପରିଷଦ ଭାବେ ଉଭା ହୋଇଥିଲେ ସୁଦ୍ଧା ଏଠାରେ ଉନ୍ନୟନ ମୂଳକ କାର୍ଯ୍ୟ ଦେଖ୍ ସୁନ୍ଦୁରି ଫଲ୍'ସା ଫୁଲ୍ ଭଳି ମନେ ହୁଏ। ଏବେ ଆସିବା କୋର୍ଟକୁ ଲାଗି ରହିଥିବା ସେଲଫି ପଏଣ୍ଟ ଆଡ଼କୁ। ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ୨ ଲକ୍ଷ ୪୪ ହଜାର ୩୧୦ ଟଙ୍କା ବ୍ୟୟରେ ନିର୍ମିତ ହୋଇଥିବା ସେଲଫି ପଏଣ୍ଟ ଜରାଜୀର୍ଣ୍ଣ ଅବସ୍ଥାରେ ପଡି ରହିଛି।ଲାଇଟ୍ ନଜଳିବା ସାଙ୍ଗକୁ ଅନ୍ଧକାର ଭିତରେ ଶୟନ କରିଥିବା ଏହି ସେଲଫି ପଏଣ୍ଟ କେତେବେଳେ ଚେଇବ ତାର ସମୟ ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ନିର୍ବାହୀ ଅଧିକାରୀଙ୍କୁ ହିଁ ଜଣାଥିବା। ବର୍ତ୍ତମାନ ଚାଲିଛି ଶାରଦୀୟ ନବରାତ୍ର ପୂଜା। ଏଭଳି ପାର୍ବଣ ଋତୁରେ ବିଭିନ୍ନ ଅଞ୍ଚଳର ଲୋକଙ୍କ ଭିଡ଼ ଲାଗି ରହିଥାଏ। ପିଲାଏ ଖୁସିରେ ସେଲଫି ପଏଣ୍ଟରେ ଫଟୋ ଉଠାଇ ମଜା ଉଠାଇଥାନ୍ତି। କିନ୍ତୁ ସେ ସବୁ ଏଠାରେ ନାହିଁ।ଲାଇଟ ବିହୀନ ସେଲଫି ପଏଣ୍ଟ କୁ ଦେଖି ଆଡ଼ ମୁହଁ କରି ଚାଲି ଯାଉଥିବା ଦେଖିବାକୁ ମିଳିଛି।ସେଲଫି ପଏଣ୍ଟ କୁ ସୁନ୍ଦର ଆଳରେ କେଇ ଗୋଟି ଗମଲା ମାନଙ୍କୁ  ସୋ ପ୍ଲାଣ୍ଟ ଲଗାଇ ଦେଲେ ଦୁଃଖ ଯାଏନି।ତାର ରକ୍ଷଣାବେକ୍ଷଣ, ଯତ୍ନର ଆବଶ୍ୟକତା ରହିଛି।ପାଣି ଟୋପାଏ ଆଶ୍ରା ରେ ଗଛ ଗୁଡିକ ବଞ୍ଚି ରହିଥାନ୍ତି।ହେଲେ ତାର ଯତ୍ନ ରକ୍ଷଣାବେକ୍ଷଣା ଅଭାବରୁ ଗଛ ଗୁଡିକ ସମ୍ପୁର୍ଣ୍ଣ ମରି ସାରିଲାଣି। ପାର୍ବଣ ଋତୁରେ ଅର୍ଥାତ୍ ଏଇ ଦିନେ ଦୁଇଦିନ ମଧ୍ୟରେ ବିଜ୍ଞାପିତ ଅଞ୍ଚଳ ପରିଷଦ ଏହାରି ଉପରେ କି ପ୍ରକାରର ପଦକ୍ଷେପ ନେଉଛି ତାହା ଦେଖିବାକୁ ବାକି ରହିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026

You Might Also Like