-+91-9937148622 |
prerana_bgr@rediffmail.com |
Thursday 17th September 2026 |
R.N.I. Regd No. ODIODI/2010/46693
Breaking News
08-Oct-2024
ସୋମବାର ଦିନ କୁକୁଡାଖଣ୍ଡି ବ୍ଲକ ସମ୍ମୁଖ ଏକ ଭଡାଘରେ ରହୁଥିବା ରାଣୀ ପ୍ରଧାନ(୨୧)ନାମକ ଜଣେ ଯୁବତୀ ଶରୀରରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଆତ୍ମହତ୍ୟା ଉଦ୍ୟମ କରି ନିଆଁ ରେ ଜଳି ଛଟପଟ ଅବସ୍ଥାରେ ସ୍ଥାନୀୟ ଲୋକେ ଜଳୁଥିବା ଯୁବତୀଙ୍କୁ ଉଦ୍ଧାର ଗୁରୁତର ଅବସ୍ଥାରେ ଆମ୍ବୁଲାନ୍ସ ଯୋଗେ ବ୍ରହ୍ମପୁର ବଡ ଡାକ୍ତରଖାନାରେ ରେ ଭର୍ତ୍ତି କରିଥିଲେ । କିନ୍ତୁ ଚିକିତ୍ସାଧୀନ ସମୟରେ ଆଜି ସକାଳେ ତା'ର ମୃତ୍ୟୁ ଘଟିଛି ଓ ଆତ୍ମହତ୍ୟା ର କାରଣ ବାପା ଝିଅର କଳି ଯୋଗୁଁ ବୋଲି ଶୁଣିବାକୁ ମିଳୁଛି। ପୋଲିସ ଡାକ୍ତରଖାନାରେ ପହଞ୍ଚି ଶବ ଜବତ କରି ବ୍ୟବଛେଦ ପାଇଁ ପଠାଇ ଘଟଣା ର ତଦନ୍ତ ଆରମ୍ଭ କରିଛନ୍ତି।
(କୈଳାଶ ଚନ୍ଦ୍ର ଚୌଧୁରୀଙ୍କ ରିପୋର୍ଟ)