-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ବ୍ଲକସ୍ତରୀୟ ଶିଶୁ ମହୋତ୍ସବ ସୁରଭି

09-Oct-2024



ଟିକାବାଲି (ରମେଶ ପଣ୍ଡା): ଫୁଲବାଣୀର ଟିକାବାଲି ଉଚ୍ଚ ବିଦ୍ୟାଳୟ ଠାରେ ଶିଶୁ ମହୋତ୍ସବ ସୁରଭି ଆୟୋଜିତ ହୋଇଅଛି  l ଏଥିରେ ଟିକାବାଲି ବ୍ଲକର ସମସ୍ତ ବିଦ୍ୟାଳୟ ରୁ ଶିକ୍ଷାର୍ଥୀ ଅଂଶଗ୍ରହଣ କରିଥିଲେ l ଏହି କାର୍ଯ୍ୟକ୍ରମ ରେ ବିଭିନ୍ନ ପ୍ରତିଯୋଗିତା କରାଯାଇଥିଲା l ଓଡିଶା ର ଲୋକ କଳା, ସ୍ଥାପତ୍ୟ ସମ୍ପର୍କିତ ଶିଳ୍ପ କଳା, ଚିତ୍ରାଙ୍କନ, ନୃତ୍ୟ, ସଂଗୀତ, ବକୃତା, ସୃଜନଶୀଳ ଲିଖନ, ତର୍କ, ପ୍ରବନ୍ଧ , ଶୃତଲିଖନ ଓ ହସ୍ତାକ୍ଷର, ଗଳ୍ପ କଥନ,ସାଧାରଣଜ୍ଞାନ ପ୍ରତିଯୋଗିତା ମାଧ୍ୟମରେ ପିଲାଙ୍କ ହୃଦୟ ରେ କିପରି ଓଡ଼ିଆ ର ଗର୍ବ, ଗୌରବ,ପରିଚୟ ଓ ସ୍ୱାଭିମାନ ଅକ୍ଷୁର୍ଣ୍ଣ ରହିବ ସେଥିରେ ଯଥେଷ୍ଟ ଧ୍ୟାନ ଦିଆଯାଇଛି l ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଟିକାବାଲି ସମିତି ଅଧକ୍ଷ ଶ୍ରୀଯୁକ୍ତ ଦିଲ୍ଲୀପ କହଁର , ମୁଖ୍ୟ ବକ୍ତା ଟିକାବାଲି ଗୋଷ୍ଠୀ ସ୍ୱାସ୍ଥ୍ୟ ଅଧିକାରୀ ଶ୍ରୀଯୁକ୍ତ ଜ୍ୟୋତିରଞ୍ଜନ ଜେନା,ସଭାପତି ଟିକାବାଲି ଗୋଷ୍ଠୀ ଶିକ୍ଷାଧିକାରୀ ଶ୍ରୀଯୁକ୍ତ ଜଗନ୍ନାଥ ସାହାଣୀ, ସମ୍ମାନିତ ଅତିଥି ସହ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ପ୍ରଦୀପ୍ତ କୁମାର ନାୟକ, ସମ୍ମାନିତ ଅତିଥି ଶ୍ରୀଯୁକ୍ତ ଗଣେଶ୍ୱର କହଁର, ଶ୍ରୀମତୀ ବିନୋଦିନୀ ସାମଲ, ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ଦାମଦୋର ସାହୁ, ବିଦ୍ୟାଳୟ ପରିଚାଳନା ସଭାପତି ଶ୍ରୀଯୁକ୍ତ ସାଇ ରାମ ବେହେରା, ବରିଷ୍ଠ ଶିକ୍ଷକ ପ୍ରଦୀପ ମହାପାତ୍ର,ବିଦ୍ୟାଳୟ ର ଏନ. ସି. ସି. ପରିଚାଳକ ଶ୍ରୀଯୁକ୍ତ ସଞ୍ଜୟ କୁମାର ସାହୁ, ମିଳିତ ପ୍ରାଥମିକ ଶିକ୍ଷକ ସଂଘ ସଭାପତି ଶ୍ରୀଯୁକ୍ତ ମଧୁସୂଦନ ବେହେରା l ଏହି କାର୍ଯ୍ୟକ୍ରମ କୁ ସୁଚାରୁ ରୂପେ ପରିଚାଳନା ଟିକାବାଲି ଉଚ୍ଚ ବିଦ୍ୟାଳୟ ର ସମସ୍ତ ସଦସ୍ୟ, ଏନ ସି ସି ଶିକ୍ଷାର୍ଥୀ ଓ  ଟିକାବାଲି ବ୍ଲକ ର ବିଭିନ୍ନ କୋଣ ଅନୁକୋଣ  ରୁ ଆସିଥିବା ଶିକ୍ଷକ ଶିକ୍ଷୟିତ୍ରୀ ଓ ମୁଖ୍ୟତଃ ଟିକାବାଲି ବ୍ଲକ ର ସମସ୍ତ ସି ଆର ସି ସି ବହୁତ ସୁନ୍ଦର ଭାବେ ପରିଚାଳନା କରିଥିଲେ l ଏହି କାର୍ଯ୍ୟକ୍ରମ ର ବିଚାରକ ମଧ୍ୟରେ ଶ୍ରୀଯୁକ୍ତ ଗୋବିନ୍ଦ ବେହେରା, ଶ୍ରୀଯୁକ୍ତ ଦୀନକୃଷ୍ଣ ମହାପାତ୍ର, ଶ୍ରୀମତୀ ବିଳାସିନୀ ଦିଗାଳ ବହୁତ ସୁନ୍ଦର ଭାବେ ଦାୟିତ୍ୱ ନିର୍ବାହ କରିଥିଲେ l ମଞ୍ଚ ପରିଚାଳନା ଦାୟିତ୍ୱ ଶ୍ରୀଯୁକ୍ତ ରାଧାଶ୍ୟାମ ଦାଶ ଓ ଶ୍ରୀଯୁକ୍ତ ପବିତ୍ର କୁମାର ସାହୁ ଦାୟିତ୍ୱ ବହନ କରିଥିଲେ l ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଶ୍ରୀଯୁକ୍ତ ସନ୍ତୋଷ ମିଶ୍ର, ମୁରଲୀ ପଲେଇ, ରବି ନାରାୟଣ ସାହୁ, ଜ୍ୟୋତ୍ସ୍ନା ରାଣୀ ଜେନା,ଶୁଭସ୍ମୃତି ଦାଶ, ବିଷ୍ଣୁ ପ୍ରସାଦ ହୋତା,ଜୟପ୍ରକାଶ ପାତ୍ର, ଅରବିନ୍ଦ ମହାପାତ୍ର ସହ ସମସ୍ତ ବରିଷ୍ଠ ଶିକ୍ଷକ ଶିକ୍ଷୟିତ୍ରୀ ବହୁତ ସୁନ୍ଦର ଭାବେ ପରିଚାଳନା କରିଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like