-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ଅଭିଭୁକ୍ତ କୋରାପୁଟ ଜିଲ୍ଲା ମଗଧା ଗୈାଡ ମହାସଭାର ନୁଆ ଖାଇ ଭେଟଘାଟ*

09-Oct-2024



ନଵରଙ୍ଗପୁର:(-ମିହିର ଶଙ୍କର ପାତ୍ର,)ଅଭିଭୁକ୍ତ କୋରାପୁଟ ଜିଲ୍ଲା ମଗଧା ଗୈାଡ ମହାସଭା ତରଫରୁ ୪ଗୋଟିଏ ଜିଲ୍ଲା ରେ ନୁଆ ଖାଇ ଭେଟଘାଟ ଘାଟ କାର୍ଯ୍ୟ କ୍ରମ ଅନୁଷ୍ଟିତ ହୋଇ ଯାଇଛି ! ଅଭିଭକ୍ତ କୋରାପୁଟ ଜିଲ୍ଲା ମଗଧା ଗୈାଡ ମହାସଭା ଶାଖା ନଂଵରଙ୍ଗପୁର ଜିଲ୍ଲାରପାପଡାହାଣ୍ଡି  ଵ୍ଳକର ଗ୍ରାମ- ରାଇଲି ଗୁଡା ଠାରେ ଗତକାଲି ତାରିଖ ୬-୧୦-୨୦୨୪ ରିଖ ରବିବାର ଦିନ ପୂର୍ବାହ୍ନ ଠିକ୍-୧୦ଘ ସମୟରେ ଓ ଆଜି ତାରିଖ ୦୮-୧୦-୨୦୨୪ ରିଖ ମଙ୍ଗଳବାର ଦିନ ପୂର୍ବାହ୍ନ ପ୍ରାୟ ୧୧ଘ: ସମୟରେ ଉମରକୋଟ ଓ ଝରିଗାଁ ଵ୍ଳକର ମିଳିତରେ ଉମରକୋଟ ଵ୍ଳକର ତହରା ଗ୍ରାମ ପଞ୍ଚାୟତ ଅଧିନସ୍ଥ ରାମପାରା ଠାରେ ଅଭିଭୁକଭୁକ୍ତ କୋରାପୁଟ ଜିଲ୍ଲାର ମଗଧା ଗୈାଡ ମହାସଭାର ସହ ସଂପାଦକ ଶ୍ରୀ ଯୁକ୍ତ ତ୍ରିନାଥ ଗୈାଡଙ୍କ ସଭାପତିତରେ ଗୋଟିଏ ନୁଆ ଖାଁଇ ଭେଟଘାଟ କାର୍ଯ୍ୟକ୍ରମ ହୋଇ ଯାଇଛି। ଏଥିରେ ମୁଖ୍ୟ ଅତିଥି ରୂପେ   ଅଭିଭୁକ୍ତ କୋରାପୁଟ ଜିଲ୍ଲାର ମଗଧା ଗୈାଡ ମହାସଭାର ସଭାପତି ଶ୍ରୀଯୁକ୍ତ ଭୁବନ ଗୈାଡ, ଉପସଭାପତି ଶ୍ରୀ ଯୁକ୍ତ ବଳରାମ ଗୈାଡ, ସାଧାରଣ ସଂପାଦକ ଶ୍ରୀ ଯୁକ୍ତ ପର୍ଶୁରାମ ନାୟକ, ସହସଂପାଦକ ଶ୍ରୀ ଯୁକ୍ତଡମୁରୁଧର ଗୈାଡ, କୋଷାଧ୍ୟକ୍ଷ ଶ୍ରୀ ସନ୍ୟା ଗୈାଡ ଅଭିଭୁକ୍ତ କୋରାପୁଟ ଜିଲ୍ଲାର  ମହିଳା ମର୍ଚ୍ଚା ସଭାନେତ୍ରୀ ସୁଜାତା ଗୈାଡ,କାର୍ଯ୍ୟ କାରିଣୀ ସଦସ୍ୟ ଶ୍ରୀ କୃପା ଗୈାଡ, ରାଧାକୃଷ୍ଣ ନାୟକ,ସନାଧର ଗୈାଡ,ଦାସରଥି ଗୈାଡ,  କୃଷ୍ଣ ଗୈାଡ,ସଦା ଗୈାଡ,ଡମୁଗୈାଡ,ଜଗନ୍ନାଥ ଗୈାଡ,ମନୂ ଗୈାଡ,ଖଗ ଗୈାଡ, ପୁର୍ଣ୍ଣ ଗୈାଡ ସହଦେବ ଗୈାଡ, ପ୍ରାଦିପ ଗୈାଡ, ଭିମ ଗୈାଡ, ଚୈତନ୍ୟ ଗୈାଡ, ସମେତ ଦସଗୋଟି ବ୍ଳକର ଓ ଦୁଇ ଗୋଟି ନଗରର ସମାଜର ମୁଖ୍ୟା  ଯୋଗ ଦେଇଥିଲେ ଓ ପ୍ରାୟ ପାଞ୍ଚ ହଜାରରୁ ଉର୍ଦ୍ଧ୍ବ ମହିଳା ଓ ପୁରୁଷ ସଦସ୍ୟ ମାନେ ଉପସ୍ଥିତ ଥିଲେ ଶେଷରେ  ଛତାଆମ୍ଭର ଓ କୁଷମି ର ଛୋଟ ଛୋଟ ଝିଅ ମାନେ ସମାଜର ପାରମ୍ପାରିକ ଲୋକ ନୃତ୍ୟ ପରିବେଷଣ କରିଥିଲେ ଏହି କାର୍ଯ୍ୟ କାର୍ଯ୍ୟ କ୍ରମ ଅନୁଯାୟୀ ପ୍ରଥମେ ନୂଆଁ ଧାନରେ ତିଆରି ଛୁଡ଼ା ଵୁନ୍ଦି ସହିତ ଅର୍ଣ୍ଣ ଭୋଗ କରାଯାଇଥିଲା ଶେଷରେ ସାଧାରଣ ସଂପାଦକ ଶ୍ରୀ ଯୁକ୍ତ ପର୍ଶୁରାମ ନାୟକ ଧନ୍ୟବାଦ
ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like