-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ୨୦୨୪ ପାଳିତ

09-Oct-2024



ବଲାଙ୍ଗୀର(ପ୍ରେରଣା ଖବର): ସରକାରୀ ଟାଉନ  ବାଳିକା ଉଚ୍ଚ ବିଦ୍ୟାଳୟ,ବଲାଙ୍ଗୀର ଠାରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଜିଲ୍ଲା ସମାଜ ମଙ୍ଗଳ ବିଭାଗ, ବଲାଙ୍ଗୀର ଆନୁକୁଲ୍ୟରେ ମହିଳା ଓ ଶିଶୁ ବିକାଶ ବିଭାଗ,ଓଡ଼ିଶା ସରକାରଙ୍କ ଦ୍ଵାରା  ଆନ୍ତର୍ଜାତୀୟ ବାଳିକା ଦିବସ ଅନୁଷ୍ଟିତ ହୋଇ ଯାଇଛି।ଏହି ଅବସରରେ ସରକାରୀ ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟ ଠାରୁ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ପର୍ଯ୍ୟନ୍ତ ୪୦୦ ଜଣ ଝିଅ ଏକ ରେଲୀ ମାଧ୍ୟମରେ ବିଭିନ୍ନ ସ୍ଲୋଗାନ ମାନ ଦେଇଥିଲେ।ଏହି ରେଳୀ କୁ ଅତିରିକ୍ତ ଜିଲ୍ଲାପାଳ(ରାଜସ୍ବ) ଶ୍ରୀ ପବିତ୍ର କୁମାର ବେହେରା ଫ୍ଲେଗ ମାଧ୍ୟମରେ ଉତ୍ଘାଟନ କରିଥିଲେ।ଏହାପରେ ସରକାରୀ ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ଏକ ବୈଠକର ଆୟୋଜନ କରାଯାଇଥିଲା।ଏହି ଅବସରରେ ଅରୁଣ କୁମାର ଖୁଆସ୍ ଅତିଥି ମାନଙ୍କୁ ଫୁଲତୋଡ଼ା ଦେଇ ସ୍ଵାଗତ ଜଣାଇଥିଲେ।ଆଇନ୍ ପର୍ଯ୍ୟବେକ୍ଷକ ଶ୍ରୀ ଦିଗମ୍ବର କର ଅତିଥି ମାନଙ୍କର ପରିଚୟ ପ୍ରଦାନ କରିଥିଲେ।ମୁଖ୍ୟ ଅତିଥିଭାବେ ଅତିରିକ୍ତ ଜିଲ୍ଲାପାଳ ଡକ୍ଟର ବିଜୟା ନନ୍ଦ ସେଠୀ କନ୍ୟା ସନ୍ତାନ ମାନଙ୍କ ପାଇଁ ଉତ୍ତମ ଶିକ୍ଷା,ପୋଷଣ ଯୁକ୍ତ ଖାଦ୍ୟ,ଆତ୍ମ ସୁରକ୍ଷା ପାଇଁ ଜ୍ଞାନ ଓ ସାମର୍ଥ୍ୟ ବୃଦ୍ଧି ଉପରେ ବକ୍ତବ୍ୟ ଉପସ୍ଥାପନ କରିଥିଲେ।ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରିଣୀ ଲକ୍ଷ୍ମୀ ସିଂ ଏହି ବର୍ଷ ର କନ୍ୟା ସନ୍ତାନ ଙ୍କ ବିଷୟ ଯଥା,ବାଳିକା ମାନଙ୍କର ଭବିଷ୍ୟତ  ଦୃଷ୍ଟିପାତ,ଝିଅମାନଙ୍କ ସ୍ୱରର ଗୁରୁତ୍ୱ ଏବଂ ସେମାନଙ୍କୁ ସମର୍ଥନ କରିବାର ଆବଶ୍ୟକତା ଉପରେ ଧ୍ୟାନ ଦେଇଥାଏ ଯାହା  ସେମାନେ ସେମାନଙ୍କର ପୂର୍ଣ୍ଣ ସାମର୍ଥ୍ୟରେ ପହଞ୍ଚି ପାରିବେ ବୋଲି ଜଣାଇଥିଲେ।ଏହି ଅବସରରେ ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ସୁଷମା ମହାପାତ୍ର ଗୀତ ମାଧ୍ୟମରେ କନ୍ୟା ସନ୍ତାନ ମାନଙ୍କୁ ଉତ୍ସାହିତ କରିଥିଲେ।ପ୍ରକାଶ ଥାଉ କି ଆନ୍ତର୍ଜାତୀୟ ଦିବସ ପ୍ରତିବର୍ଷ ଅକ୍ଟୋବର ୧୧ ତାରିଖରେ ପାଳନ କରାଯାଏ।ଜିଲ୍ଲା ସଂଯୋଜିକା ମିଶନ ଶକ୍ତି ଶ୍ରୀମତୀ ସୁମନ ଦ୍ବିବେଦୀ ସ୍ଲୋଗାନ ମାଧ୍ୟମରେ ଝିଅ ମାନଙ୍କୁ ଉତ୍ସାହିତ କରିଥିଲେ।ଅଧକ୍ଷ,ଶିଶୁ ମଙ୍ଗଳ ସମିତି ର ଶ୍ରୀ ଲମ୍ବୋଦର ଦୀପ ଝିଅମାନଙ୍କର ଉଦାହରଣ ଦେଇ ଝିଅମାନେ ସମଗ୍ର ବିଶ୍ୱରେ ସମ୍ମୁଖୀନ ହେଉଥିବା ଚ୍ୟାଲେଞ୍ଜଗୁଡ଼ିକୁ ଚିହ୍ନନ୍ତୁ ବୋଲି କହିଥିଲେ।
ଝିଅମାନଙ୍କର ଅଧିକାର ଏବଂ ସଶକ୍ତିକରଣ ଉପରେ ଗୁରୁତ୍ୱ ଦେଇଥିଲେ।ଲିଙ୍ଗଗତ ଅସମାନତା ବିଷୟରେ ସଚେତନତା ସୃଷ୍ଟି କରିବା ସହ ଶିକ୍ଷା,ସ୍ୱାସ୍ଥ୍ୟସେବା ଉପରେ ଧ୍ୟାନ ଦେବା

ପାଇଁ କହିଥିଲେ।ହିଂସା,ଅସହିଷ୍ଣୁତା ଭଳି ସମସ୍ୟାଗୁଡିକ ସମାଧାନ କରନ୍ତୁ  ବୋଲି ବକ୍ତା ମାନେ ଅଭିଭାଷଣରେ ଜଣାଇଥିଲେ।ଏହି କାର୍ଯ୍ୟକ୍ରମ ରେ ପ୍ରମୋଦ ବଗର୍ତ୍ତି ସୁଧାଂଶୁ ଶେଖର କୁମ୍ଭାର,ଦେବାଶିଷ ପଟେଲ, ଶ୍ରଦ୍ଧାଞ୍ଜଳି ସିଂ,ପୁଷ୍ପାଞ୍ଜଳି ସୁନା,ବିକ୍ରମ ପଣ୍ଡା,ସୁଦାମ ସୁନା ସକ୍ରିୟ ଅଂଶଗ୍ରହଣ କରିଥିଲେ।ପରିଶେଷରେ ସରକାରୀ ଟାଉନ  ବାଳିକା ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ନରେନ୍ଦ୍ର ନାଥ  ମିଶ୍ର ସମସ୍ତଙ୍କୁ ଧନ୍ୟବାଦ୍ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like