-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||     

HOME   ଜିଲ୍ଲା

ଗୁଡଭେଲା ବ୍ଲକସ୍ତରୀୟ ଆଥଲେଟିକ୍ ମିଟ୍ ଅନୁଷ୍ଠିତ

09-Oct-2024



ତୁଷୁରା-ସ୍ଥାନୀୟ ତୁଷୁରା ବାଳକ ଉଚ୍ଚ ବିଦ୍ୟାଳୟ ଠାରେ ଗୁଡଭେଲା ବ୍ଲକ୍ ସ୍ତରୀୟ ଆଥଲେଟିକ୍ ମିଟ୍ ପ୍ରଧାନ ଶିକ୍ଷକ ଭାନୁମତି ଛତ୍ରିଆଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଅଛି।ଉକ୍ତ ଉଦ୍‌ଘାଟନୀ ସଭାରେ ଗୁଡ଼ଭେଲା ବ୍ଲକ ର ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ରମେଶ ଚନ୍ଦ୍ର ସାମର୍ଥ ଯୋଗଦେଇ କାର୍ଯକ୍ରମର ଉଦ୍ଘାଟନ କରିଥିବା ବେଳେ ଅତିରିକ୍ତ ଶିକ୍ଷା ଅଧିକାରୀ ବିପିନ ବାଗ, ବିଦ୍ୟାଳୟର ମୋ ସ୍କୁଲ ଅଭିଯାନର ସଭାପତି ନିରୋଦ ନାଗ ଓ ଚିଞ୍ଚେଡ ଉଚ୍ଚ ବିଦ୍ୟାଳୟର ବାଳଗୋପାଳ ଖେତି ସମ୍ମାନିତ ଅତିଥି ଭାବେ ଯୋଗଦେଇ କୁନି କ୍ରୀଡାବିତଙ୍କୁ ଉତ୍ସାହିତ କରିଥିଲେ। ସହକାରୀ ଶିକ୍ଷକ ବାଳକୃଷ୍ଣ ମହାପାତ୍ର ସଭା ପରିଚାଳନା କରିଥିଲେ।ଉକ୍ତ କ୍ରୀଡା ରେ ସର୍ବ ମୋଟ ୧୪ଟି ବିଦ୍ୟାଳୟର ୧୩୦ ରୁ ଅଧିକ କ୍ରୀଡାବିତ୍ ସକ୍ରିୟ କ୍ରୀଡା ପ୍ରଦର୍ଶନ କରି ୪୦ ଗୋଟି ଇଭେଣ୍ଟରେ ୪୦ଜଣ ପ୍ରତିଯୋଗୀ ବଲାଙ୍ଗୀର ଜିଲ୍ଲା ସ୍ତରୀୟ କ୍ରୀଡା ପାଇଁ ମନୋନୀତ ହୋଇଛନ୍ତି।ଏହି କାର୍ଯକ୍ରମ ର ସଫଳ ରୂପାୟନ ରେ ବିଦ୍ୟାଳୟ ର ଅନ୍ୟାନ୍ୟ ଶିକ୍ଷକ ଶିକ୍ଷୟିତ୍ରୀ ସକ୍ରିୟ ଯୋଗଦାନ ଦେଇଥିଲେ ଏବଂ କ୍ରୀଡାବିତ୍ ମାନଙ୍କୁ ଜିଲ୍ଲାସ୍ତରୀୟ କ୍ରୀଡା ପାଇଁ ମନୋନୀତ କରିଥିଲେ।ଗୁଡଭେଲା ବ୍ଲକ୍ ର ସମସ୍ତ କ୍ରୀଡା ଶିକ୍ଷକ କ୍ରୀଡା ପରିଚାଳନା କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026

You Might Also Like