-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||     

HOME   ଜିଲ୍ଲା

ବିରାମହରାଜପୁର ମହିଳା ମହାବିଦ୍ୟାଳୟରେ ଏଡସ ସଚେତନତା କାର୍ଯ୍ୟକ୍ରମ

09-Oct-2024



ବୀରମହାରାଜପୁର (ବିନୋଦ ପାଣ୍ଡେ ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ମହିଳା ମହାବିଦ୍ୟାଳୟ ରେ ଆଜି ଯୁବ ରେଡ କ୍ରସ ଏବଂ ରେଡ ରିବନ କ୍ଲବ ଓ ଉପଖଣ୍ଡ ଚିକିତ୍ସାଳୟ ତରଫରୁ  ଏଡସ ଉପରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ଆଶୁତୋଷ ହୋତା ଙ୍କ ପୌରାହିତ୍ୟ ରେ ଉପଖଣ୍ଡ ଚିକିତ୍ସାଳୟର  ଏଚଆଇଭି କାଉନସେଲର ନରସିଂହ ମାହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏହି ମାରାତ୍ମକ ବ୍ୟାଧି ଉପରେ ସଚେତନ କରିବା ସହ ଏହାର ନିରାକରଣ ପଦ୍ଧତି ଉପରେ ଛାତ୍ରୀ ମାନଙ୍କ ସହ ଆଲୋଚନ କରିଥିଲେ। କଲେଜ ର ବରିଷ୍ଠ ଅଧ୍ୟାପିକା ସନ୍ଧ୍ୟାରାଣୀ ରାଉତ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଏଡସ ମହାମାରୀ ବ୍ୟାପିବାର କାରଣ ଏବଂ ନିରାକରଣ ସମ୍ପର୍କରେ ଛାତ୍ରୀ ତଥା ସ୍ବେଛାସେବୀ ମାନଙ୍କୁ ଅବଗତ କରାଇଥିଲେ। କଲେଜ ର ଯୁବ ରେଡ କ୍ରସ ପରାମର୍ଶଦାତା ଅଧ୍ୟାପିକା ଗୀତାଞ୍ଜଳି ପଧାନ ଅତିଥି ପରିଚୟ ପ୍ରଦାନ ପୂର୍ବକ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଏହି ସଭାରେ କଲେଜ ର ସମସ୍ତ କର୍ମଚାରୀ ତଥା ରେଡ କ୍ରସ ସ୍ବେଛାସେବୀ ମାନେ ଅଂଶଗ୍ରହଣ କରିବା ସହ ନିଜ ଅଂଚଳ ରେ ଏହି ଦୁରାରୋଗ୍ୟ ର ସଚେତନତା ପାଇଁ ପ୍ରତିଜ୍ଞା କରିଥିଲେ। ଶେଷରେ ଅଧ୍ୟାପିକା ସନ୍ତୋଷିନୀ ନାୟକ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026

You Might Also Like