-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||     

HOME   ଜିଲ୍ଲା

କେବଳ ସଚେତନତା ହିଁ ଏଡସ କୁ ରୋକି ପାରିବ

09-Oct-2024



ବଲାଙ୍ଗିର(ପ୍ରେରଣା ଖବର): ସ୍ଥାନୀୟ ସରକାରୀ ମହାବିଦ୍ୟାଳୟ ଠାରେ ଆଜି HIV AIDSକୁ ନେଇ ଏକ ସଚେତନତା ସଭା ଅନୁଷ୍ଠିତ ହୋଯାଇଅଛି, ଜିଲ୍ଲା ରେଡକ୍ରସ୍ ଆନୁକୁଲ୍ୟରେ ଅନୁଷ୍ଠିତ ଏହି ସଭାରେ ଜିଲ୍ଲା ସଂଯୋଜକ ଦଇତାରୀ ପୁଝାରୀ ମୁଖ୍ୟ ବକ୍ତା ଭାବେ ଯୋଗଦେଇ ପିଲାଙ୍କୁ ରେଡକ୍ରସ୍ ର ଇତିହାସ, ବିକାଶ ଉପରେ ବିସ୍ତୃତ ଭାବେ କହିବା ସହ AIDS ର ଭୟାଭୟତା ଓ ଏହାର ନିରାକରଣ ସକାଶେ କଣ କଣ ସବୁ ପଦକ୍ଷେପ ନେବା ଉଚିତ୍ ପ୍ରାଞ୍ଜଳ ଭାବେ ବୁଝାଇଥିଲେ, ଏହା ସହ ରେଡକ୍ରସ୍ ସ୍ଵେଚ୍ଛାସେବୀ ହେଲେ ସରକାରୀ ସ୍ତରରେ କି କି ସୁବିଧା ମିଳିଥାଏ ପରାମର୍ଶ ଦେଇଥିଲେ |ଏଡ୍ ସ୍ କୁ ନେଇ ରୁଢ଼ିବାଦୀ ଓ ରକ୍ଷଣଶୀଳ ଚିନ୍ତାଧାରା ପରିହାର କରି ପରିବାର, ସାଙ୍ଗସାଥୀମାନଙ୍କ ସହ ଆଲୋଚନା କରିବାକୁ ଅନୁରୋଧ କରିଥିଲେ | ରକ୍ତ ଦାନ ମହତ ଦାନ ବିଷୟରେ ପିଲାଙ୍କୁ ବୁଝାଇଥିଲେ | ମହାବିଦ୍ୟାଳୟରେ ଏହି ବିଷୟକୁ ନେଇ ବିଭିନ୍ନ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରିଥିବା ଛାତ୍ରଛାତ୍ରୀମାନଙ୍କୁ ମାନପତ୍ର ଓ ଟ୍ରଫି ପ୍ରଦାନ କରାଯାଇଥିଲା l ଅଧ୍ୟକ୍ଷ ଘନଶ୍ୟାମ ବେହେରାଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି ସଭାରେ ଡ଼. ଅମୃତ ସିଂ ବରିହା, ଉଦ୍ଦେଶ୍ୟ ଜ୍ଞାପନ କରିଥିବାବେଳେ  ହୃଷୀକେଶ ଦାସ ଧନ୍ୟବାଦ୍ ଅର୍ପଣ କରିଥିଲେ |ଡ଼. କୌତୁକ ପନ୍ଦର ସଭା ସଞ୍ଚାଳନ କରିଥବା ବେଳେ ଡ଼. ଅଶୋକ କୁମାର ମହାରଣା ପୁରସ୍କାର ବିତରଣରେ ସାହାଯ୍ୟ କରିଥିଲେ |ଡ଼.ରମଣୀ ନାଏକ, କମଳାକାନ୍ତ କରାଲି, ବନ୍ଦନା ବାର୍, ମଚିନ ସାହୁ,ବିଶ୍ଵ ଭୂଷଣ ବିଶ୍ଵାଳ, ମଧୁସ୍ମିତା ମିଶ୍ର ପ୍ରମୁଖ ସାହାଯ୍ୟ ସହଯୋଗ କରିଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026

You Might Also Like