-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||     

HOME   ଜିଲ୍ଲା

ମାତୃପୁରୀ ରେ ଛାତ୍ର ଛାତ୍ରୀ ଶିବିର

09-Oct-2024



ଅତାବିରା(ଆକାଶ ମିଶ୍ର): ଅତାବିରା ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ଲାଦରପାଲି ସ୍ଥିତ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର ମାତୃପୁରୀ ଠାରେ ଦ୍ଵିଦିବସୀୟ  ଅଷ୍ଟମ ରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀ ମାନଙ୍କୁ ନେଇ ଏକ ଯୁବ ଛାତ୍ରଛାତ୍ରୀ ଶିବିର ଅନୁଷ୍ଠିତ ହୋଇଯାଇଅଛି।କାର୍ଯ୍ୟକ୍ରମକୁ ବରଗଡ଼ ଜିଲ୍ଲା ଶ୍ରୀଅରବିନ୍ଦ ପାଠଚକ୍ର ସଙ୍ଗଠନର ସଂଯୋଜକ ଶ୍ରୀ ଦେବରାଜ ବେହେରା ଉଦ୍ଘାଟନ କରିଥିଲେ ଓ  ପ୍ରକୃତ ଜ୍ଞାନ ଭାବନା ଦ୍ବାରା ଆହରଣ କରାଯାଏ ନାହିଁ ବିଷୟରେ  ଆଲୋଚନା କରିଥିଲେ।ଅଧ୍ୟକ୍ଷ ଶ୍ରୀ ଟିକେଲାଲ୍ ଚାନ୍ଦ ଙ୍କ ଅଧ୍ୟକ୍ଷତାରେ ତଥା ଶ୍ରୀ ନିରଞ୍ଜନ ପସାୟେତ ଙ୍କ ପରିଚାଳନା ରେ ଅତାବିରା ବ୍ଲକ୍ ସଂଯୋଜକ ଶ୍ରୀ ଚାପଧାରି ସିଂ  ଆଲୋଚକ ଭାବେ ଯୋଗ ଦେଇ ଆଦର୍ଶ ଶିଶୁ ବିଷୟରେ ଆଲୋଚନା କରିଥିଲେ,ପରେ ଛାତ୍ର ଛାତ୍ରୀ ମାନଙ୍କ ପାଇଁ ମୁକ୍ତ ଆଲୋଚନା ଓ ଜଣା ଅଜଣା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ସାନ୍ଧ୍ୟ ଅଧିବେଶନରେ ସଭାପତି ଶ୍ରୀ ଶେଷଦେବ ନାଏକ ଙ୍କ ସଭାପତିତ୍ଵରେ ତଥା ଶ୍ରୀ ସରୋଜ କୁମାର ରଥ ଙ୍କ ପରିଚାଳନାରେ  ନବ ଜୀବନ ଶିକ୍ଷା ସଂସଦ ର ସଭାପତି ତଥା ବରଗଡ଼ ଜିଲ୍ଲା ଶ୍ରୀଅରବିନ୍ଦ ପାଠଚକ୍ର ସଙ୍ଗଠନର ସଂଯୋଜକ ଶ୍ରୀ ରାଧାକାନ୍ତ ମିଶ୍ର ଯୋଗ ଦେଇ  ତୁମେ ହିଁ ଆଶା,ତୁମେ ହିଁ ଭବିଷ୍ୟତ ବିଷୟରେ ଆଲୋଚନା କରିଥିଲେ lପରେ ଶ୍ରୀ ନିରଂଜନ ପଶାୟେତଙ୍କ ପରିଚାଳନାରେ ସାଂସ୍କୃତିକ କାର୍ଯକ୍ରମ ହୋଇଥିଲା।ଦ୍ଵିତୀୟ ଦିବସରେ ଛାତ୍ରଛାତ୍ରୀ ମାନଙ୍କ ପାଇଁ ଜ୍ଞାନ ବିଜ୍ଞାନ,ସୃଜନଶୀଳତା, ଗ୍ରହଣ ଶୀଳତା,ହସ୍ତକଳା,ଚିତ୍ରକଳା କରାଯାଇଥିଲା। ଉଦଯାପନୀ ଅଧିବେଶନରେ ଶ୍ରୀ ଶେଷଦେବ ନାଏକଙ୍କ ଅଧ୍ୟକ୍ଷତାରେ ତଥା ଶ୍ରୀ ବବୃବାହନ ମିଶ୍ର ଙ୍କ ପରିଚାଳନାରେ ବିଶିଷ୍ଟ ମାତୃଭକ୍ତ , ସଂଗଠକ  ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର ଲରମ୍ଭା ର ଅଧକ୍ଷ ଶ୍ରୀ ଦିଲ୍ଲୀପ ରଣା ପୂର୍ଣ୍ଣାଙ୍ଗ ଶିକ୍ଷାରେ ଛାତ୍ର ଛାତ୍ରୀମାନଙ୍କ ଭୂମିକା ବିଷୟ ଉପରେ ଆଲୋଚନା କରିଥିଲେ। କୃତଜ୍ଞତା ଜ୍ଞାପନ କରିଥିଲେ ଶ୍ରୀ ଯତୀନ୍ଦ୍ର ପ୍ରଧାନ।କାର୍ଯକ୍ରମ ରେ ପରିଚାଳନା କମିଟି ର  ଶ୍ରୀ ଜୟପ୍ରକାଶ ଅଗ୍ରୱାଲ,ଶ୍ରୀ ଭରତ ଚୋହାନ ସକ୍ରିୟ ଅଂଶଗ୍ରହଣ କରିଥିଲେ ଓ ଅନୁଷ୍ଠାନର ସୁନୀଲ ଖମାରୀ,ରାମଚନ୍ଦ୍ର ପ୍ରଧାନ,ଗିରିଜା ସାହୁ, ସୁଦୀପ୍ତ ସାହୁ,ଆଦିତ୍ୟ ମିଶ୍ର,,ମିନତୀ ଦାଶ ,ତିଳୋତ୍ତମା କର୍ଣ୍ଣ ,ଯୁଗଳ ସାହୁ,ମାନସ ଭୋଇ, ମାନସ ଦାନୀ,ହରିବୋଲ ଅଦାବର୍ ,ଦୂର୍ବାଦଲ ସାହୁ, ଏକାଦଶିଆ ସାହୁ,ଗଜୀନ୍ଦ୍ର ବାଗ ତଥା ଅନୁଷ୍ଠାନ ର ସମସ୍ତ ଭାଇ ଅପା ସକ୍ରିୟ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026

You Might Also Like