-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||     

HOME   ଜିଲ୍ଲା

ମିଶନ ଶକ୍ତି ସଭା ଗୃହରେ ବେଟି ବଚାଓ, ବେଟି ପଢ଼ାଓ କାର୍ଯ୍ୟକ୍ରମ ଅନୁଷ୍ଠିତ

09-Oct-2024



ଲୋଇସିଂହା, (ବିନୋଦ ଦୀପ) ଲୋଇସିଂହା ବ୍ଲକ ସ୍ଥିତ ମିଶନ ଶକ୍ତି ସଭା ଗୃହରେ ସିଡିପିଓ ଗାୟତ୍ରୀ ବାରିକ ଙ୍କ ଦ୍ୱାରା ଆୟୋଜିତ ବେଟି ବଚାଓ, ବେଟି ପଢ଼ାଓ କାର୍ଯ୍ୟକ୍ରମ ଅନୁଷ୍ଠିତ l ଉକ୍ତ କାର୍ଯ୍ୟକ୍ରମ ରେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଅକ୍ଷୟପାଣି ଉଦ୍ଦୁ, ଏବିଡିଓ ଟଙ୍କଧର ଭୋଇ ମଂଚାସୀନ ଥିବାବେଳେ ଉପସ୍ଥିତ ସୁପରଭାଇଜର, ଅଙ୍ଗନବାଡି ସହ ଛାତ୍ରୀ ମାନେ ଉପସ୍ଥିତ ଥିଲେ l ଭୃଣହତ୍ୟା ଯାହାକି ଆଇନ ଅନୁଯାୟୀ ଅପରାଧ, ଝିଅ ଙ୍କ ଅପେକ୍ଷା ପୁଅମାନେ ହିଁ ସବୁକାର୍ଯ୍ୟ କରିପାରିବେ, ଝିଅଟି ଜନ୍ମହେଲେ ଲୋକଙ୍କ ମନ ଦୁଃଖ ହୋଇଥାଏ, ହେଲେ ଝିଅ ନିଜ ଘରେ ଥାଉ ଅବା ଶ୍ୱଶୁର ଘର ରେ ଥାଉ ଘର ଟି ସୁନ୍ଦର ଓ ହସଖୁସିରେ ଭରିଯାଏ, ଏଣୁ ଝିଅ ନିଜକୁ କୁ ଓ ନିଜର ପାରିପାର୍ଶ୍ୱକ ଠିକ କଲେ ସବୁ ଠିକ ରହିବ ବୋଲି ସିଡିପିଓ ଗାୟତ୍ରୀ ବାରିକ ପ୍ରକାଶ କରିଥିଲେ l  ବିଡ଼ିଓ ଶ୍ରୀ ଉଦ୍ଦୁ ଙ୍କ ଉଦ୍ଦେଶ୍ୟ ରେ ଆଜିକାଲି ଝିଅଙ୍କୁ ସବୁ କ୍ଷେତ୍ରରେ ସରକାର ଙ୍କ ତରଫରୁ ଅଗ୍ରାଧିକାର ଦିଆଯାଉଛି ତାହାର ଫାଇଦା କେମିତି ନେବେ ତାହା ସେମାନଙ୍କ ଉପରେ ନିର୍ଭର l ଏହାସହ ବିଭିନ୍ନ ଯୋଜନା ଝିଅ ମାନଙ୍କ ପାଇଁ ଲାଗୁ କରିଛନ୍ତି ସରକାର l ଇଣ୍ଟରକାଷ୍ଟ ବିବାହ ରେ ସରକାର ବିଭିନ୍ନ ସୁବିଧା ଦେଉଛି l ଗାଁ ମାନଙ୍କରେ ଛୋଟ ବେଲୁ ପାଠ ପଢୁଛନ୍ତି, ବିଦ୍ୟାଳୟ କୁ ଯାଇ ଜ୍ଞାନ ଅର୍ଜନ କରୁଛନ୍ତି l ଲୋକ ଙ୍କ ଚିନ୍ତାଧାରା ବେଟି ବଚାଓ ବେଟି ପଢ଼ାଓ  ହେବା ଆବଶ୍ୟକ l ଆଜିକାଲି ଝିଅମାନେ ପୋଲିସ ବିଭାଗ, ଫରେଷ୍ଟ ବିଭାଗ, ସେନାବାହିନୀ, ରେଳଗାଡି ଓ ଏରୋପ୍ଲେନ ଚଳାଇଲେଣି ଏଣୁ ସେମାନେ ପୁଅ ଠାରୁ ମଧ୍ୟ କମ ନୁହଁ l ଏଣୁ ବାଲ୍ୟବିବାହ କୁ ନାଁ, ବିଦ୍ୟାଳୟ କୁ ହଁ l ଏହାସହ ଛାତ୍ରୀ ଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା ହୋଇଥିଲା l କୃତି ପ୍ରତିଯୋଗୀ ଙ୍କୁ ବିଡ଼ିଓ ଶ୍ରୀ ଉଦ୍ଦୁ ଙ୍କ ଦ୍ୱାରା ପୁରସ୍କୃତ କରାଗଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026

You Might Also Like