-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||     

HOME   ଜିଲ୍ଲା

ରାଜ୍ୟସ୍ତରୀୟ ସ୍କୁଲ ଗେମ ଟାଇକଣ୍ଡୋ ପାଇଁ ୧୩ଜଣ ମନୋନୀତ, ବଲାଙ୍ଗିର ଜିଲ୍ଲା ବିଦ୍ୟାଳୟସ୍ତରୀୟ ଟାଇକଣ୍ଡୋ ପ୍ରତିଯୋଗିତା

09-Oct-2024



ବଲାଙ୍ଗିର: ବଲାଙ୍ଗିର ପି.ପି.ଏକାଡେମୀ ସଭାଗୃହରେ ବଲାଙ୍ଗିର ଜିଲ୍ଲା ବିଦ୍ୟାଳୟସ୍ତରୀୟ ଟାଇକଣ୍ଡୋ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ଓ ବଲାଙ୍ଗିର ଜିଲ୍ଲା ଟାଇକଣ୍ଡୋ ସଂଘ ମିଳିତ ଭାବରେ ଏହି ପ୍ରତିଯୋଗିତାକୁ ଆୟୋଜନ କରିଥିଲେ । ଏଥିରେ ବଲାଙ୍ଗିର ଜିଲ୍ଲାର ବିଭିନ୍ନ ବ୍ଲକରୁ ୧୪ ରୁ ୧୭ ବର୍ଷ ବାଳିକା /ବାଳକ ବିଭାଗରୁ ୫୦ ଜଣ ପ୍ରତିଯୋଗୀ ଅଂଶଗ୍ରହଣ କରିଥିଲେ । ଏହି କାର୍ଯ୍ୟକ୍ରମର ଉଦ୍‌ଘାଟନି ସମାରୋହରେ ମୁଖ୍ୟ ଅତିଥି ରୂପେ ପୂର୍ବତନ ଜିଲ୍ଲା ଶାରୀରିକ ଶିକ୍ଷା ଅଧିକାରୀ ଅନ୍ତର୍ଯ୍ୟାମି ବିଶ୍ୱାଲ ମୁଖ୍ୟ ଅତିଥି, ଜିଲ୍ଲା ଶାରିରୀକ ଶିକ୍ଷାଧିକାରୀ ପ୍ରଦୀପ କୁମାର ପାତ୍ର, ପିପି ଏକାଡେମୀ ପ୍ରଧାନ ଶିକ୍ଷକ ସିନୁ ସୁନ୍ଦର ପାଢି, ପିଇଟି ରଂଜିତା ମିଶ୍ର, ବଲାଙ୍ଗିର ଜିଲ୍ଲା ଟାଇକଣ୍ଡୋ ସଂଘ ସାଧାରଣ ସଂପାଦକ

ଅସିମ କୁମାର ଭୋଇ ଟାଇକଣ୍ଡୋ ଖେଳର ବିକାଶ କ୍ଷେତ୍ରରେ ନିଜ ନିଜ ବକ୍ତବ୍ୟ ପ୍ରଦାନ କରିଥିଲେ । ଉଦ୍‌ଯାପନି ଉତ୍ସବରେ ଡିପିଇଓ ପ୍ରଦିପ ପାତ୍ର ଉପସ୍ଥିତ ରହି କୃତି ପ୍ରତିଯୋଗୀଙ୍କୁ ମାନପତ୍ର ପ୍ରଦାନ କରିଥିଲେ । ଏହି କାର୍ଯ୍ୟକ୍ରମକୁ ଜାତିୟସ୍ତରୀୟ ରେଫରି ତଥା ଟାଇକଣ୍ଡୋ କୋଚ ଅସୀମ କୁମାର ଭୋଇ ପରିଚାଳନା କରିଥିବା ବେଳେ ସମସ୍ତ ପିଇଟି ସହଯୋଗ କରିଥିଲେ । ଏହି ଅବସରରେ ଆସନ୍ତା ୧୮ ରୁ ୨୦ ତାରିଖ ପୁରୀ ରେ ହେବାକୁ ଥିବା ଏସ୍‌ଜିଏଫ୍‌ଆଇ ରାଜ୍ୟସ୍ତରୀୟ ସ୍କୁଲ ଗେମ ପ୍ରତିଯୋଗିତା ରେ ଭାଗ ନେବା

ପାଇଁ ବାଳିକା ବିଭାଗରେ ଶ୍ରାବଣୀ ଜାଲ, ରିତୁ ବାଗ, ରିତୁ ବିଶି, ପ୍ରାଚୀ ବେହେରା, ସୋନାକ୍ଷୀ ପାଢୀ, ସିଦ୍ଧେଶ୍ୱରୀ କମଲ ଓ ବାଳକ ବିଭାଗ ରେ ପ୍ରଦୁମ୍ନ ଭୁଏ, ସୁଶିଲ ଦେହେରି, ଶୁଭ୍ରାଂଶୁ ହେର୍ଣ୍ଣା, ବିଜୟ ସେଠ, ଜୟମ ସାହୁ, ଓମ୍ ପ୍ରକାଶ ପୃଷ୍ଟି, ଜ୍ୟୋର୍ତିମୟ ଜେନା ମନୋନୀତ ହୋଇଥିବା ଡିଏସ୍‌ଏସ୍‌ଏ ତରଫରୁ ସୂଚନା ଦିଆଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026

You Might Also Like