-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||     

HOME   ଜିଲ୍ଲା

ମାତୃପୁରୀରେ ଛାତ୍ରଛାତ୍ରୀ ଶିବିର

09-Oct-2024



ଅତାବିରା(ଆକାଶ ମିଶ୍ର):  ଅତାବିରା ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ଲାଦରପାଲି ସ୍ଥିତ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର ମାତୃପୁରୀ ଠାରେ ଦ୍ଵିଦିବସୀୟ  ଅଷ୍ଟମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀ ମାନଙ୍କୁ ନେଇ ଏକ ଯୁବ ଛାତ୍ରଛାତ୍ରୀ ଶିବିର ଅନୁଷ୍ଠିତ ହୋଇଯାଇଅଛି।କାର୍ଯ୍ୟକ୍ରମକୁ ବରଗଡ଼ ଜିଲ୍ଲା ଶ୍ରୀଅରବିନ୍ଦ ପାଠଚକ୍ର ସଙ୍ଗଠନର ସଂଯୋଜକ ଶ୍ରୀ ଦେବରାଜ ବେହେରା ଉଦ୍ଘାଟନ କରିଥିଲେ ଓ  ପ୍ରକୃତ ଜ୍ଞାନ ଭାବନା ଦ୍ବାରା ଆହରଣ କରାଯାଏ ନାହିଁ ବିଷୟରେ  ଆଲୋଚନା କରିଥିଲେ।ଅଧ୍ୟକ୍ଷ ଶ୍ରୀ ଟିକେଲାଲ୍ ଚାନ୍ଦ ଙ୍କ ଅଧ୍ୟକ୍ଷତାରେ ତଥା ଶ୍ରୀ ନିରଞ୍ଜନ ପସାୟେତ ଙ୍କ ପରିଚାଳନା ରେ ଅତାବିରା ବ୍ଲକ୍ ସଂଯୋଜକ ଶ୍ରୀ ଚାପଧାରି ସିଂ  ଆଲୋଚକ ଭାବେ ଯୋଗ ଦେଇ ଆଦର୍ଶ ଶିଶୁ ବିଷୟରେ ଆଲୋଚନା କରିଥିଲେ,ପରେ ଛାତ୍ର ଛାତ୍ରୀ ମାନଙ୍କ ପାଇଁ ମୁକ୍ତ ଆଲୋଚନା ଓ ଜଣା ଅଜଣା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ସାନ୍ଧ୍ୟ ଅଧିବେଶନରେ ସଭାପତି ଶ୍ରୀ ଶେଷଦେବ ନାଏକଙ୍କ ସଭାପତିତ୍ଵରେ ତଥା ସରୋଜ କୁମାର ରଥଙ୍କ ପରିଚାଳନାରେ  ନବ ଜୀବନ ଶିକ୍ଷା ସଂସଦର ସଭାପତି ତଥା ବରଗଡ଼ ଜିଲ୍ଲା ଶ୍ରୀଅରବିନ୍ଦ ପାଠଚକ୍ର ସଙ୍ଗଠନର ସଂଯୋଜକ ଶ୍ରୀ ରାଧାକାନ୍ତ ମିଶ୍ର ଯୋଗ ଦେଇ  ତୁମେ ହିଁ ଆଶା,ତୁମେ ହିଁ ଭବିଷ୍ୟତ ବିଷୟରେ ଆଲୋଚନା କରିଥିଲେ lପରେ ଶ୍ରୀ ନିରଂଜନ ପଶାୟେତଙ୍କ ପରିଚାଳନାରେ ସାଂସ୍କୃତିକ କାର୍ଯକ୍ରମ ହୋଇଥିଲା।ଦ୍ଵିତୀୟ ଦିବସରେ ଛାତ୍ରଛାତ୍ରୀ ମାନଙ୍କ ପାଇଁ ଜ୍ଞାନ ବିଜ୍ଞାନ,ସୃଜନଶୀଳତା, ଗ୍ରହଣ ଶୀଳତା,ହସ୍ତକଳା,ଚିତ୍ରକଳା କରାଯାଇଥିଲା। ଉଦଯାପନୀ ଅଧିବେଶନରେ ଶ୍ରୀ ଶେଷଦେବ ନାଏକଙ୍କ ଅଧ୍ୟକ୍ଷତାରେ ତଥା ଶ୍ରୀ ବବୃବାହନ ମିଶ୍ର ଙ୍କ ପରିଚାଳନାରେ ବିଶିଷ୍ଟ ମାତୃଭକ୍ତ , ସଂଗଠକ  ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର ଲରମ୍ଭା ର ଅଧକ୍ଷ ଶ୍ରୀ ଦିଲ୍ଲୀପ ରଣା ପୂର୍ଣ୍ଣାଙ୍ଗ ଶିକ୍ଷାରେ ଛାତ୍ର ଛାତ୍ରୀମାନଙ୍କ ଭୂମିକା ବିଷୟ ଉପରେ ଆଲୋଚନା କରିଥିଲେ। କୃତଜ୍ଞତା ଜ୍ଞାପନ କରିଥିଲେ ଶ୍ରୀ ଯତୀନ୍ଦ୍ର ପ୍ରଧାନ।କାର୍ଯକ୍ରମରେ ପରିଚାଳନା କମିଟିର ଜୟପ୍ରକାଶ ଅଗ୍ରୱାଲ, ଭରତ ଚୋହାନ ସକ୍ରିୟ ଅଂଶଗ୍ରହଣ କରିଥିଲେ ଓ ଅନୁଷ୍ଠାନର ସୁନୀଲ ଖମାରୀ, ରାମଚନ୍ଦ୍ର ପ୍ରଧାନ,ଗିରିଜା ସାହୁ, ସୁଦୀପ୍ତ ସାହୁ,ଆଦିତ୍ୟ ମିଶ୍ର,,ମିନତୀ ଦାଶ ,ତିଳୋତ୍ତମା କର୍ଣ୍ଣ ,ଯୁଗଳ ସାହୁ,ମାନସ ଭୋଇ, ମାନସ ଦାନୀ,ହରିବୋଲ ଅଦାବର୍ ,ଦୂର୍ବାଦଲ ସାହୁ, ଏକାଦଶିଆ ସାହୁ,ଗଜୀନ୍ଦ୍ର ବାଗ ତଥା ଅନୁଷ୍ଠାନ ର ସମସ୍ତ ଭାଇ ଅପା ସକ୍ରିୟ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026

You Might Also Like