-+91-9937148622 |

prerana_bgr@rediffmail.com |

  Friday 21st August 2026 |

| | | |

R.N.I. Regd No. ODIODI/2010/46693

Breaking News

ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   (20-Aug-2026)       ||      ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ    (20-Aug-2026)       ||      ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ    (20-Aug-2026)       ||      ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   (20-Aug-2026)       ||      ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   (20-Aug-2026)       ||      ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   (20-Aug-2026)       ||      ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   (20-Aug-2026)       ||      ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   (20-Aug-2026)       ||      ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ    (20-Aug-2026)       ||      ଜିଲ୍ଲାସ୍ତରୀୟ ରେଡକ୍ରସ କାଉନସେଲର ତାଲିମ ଶିବିର ଉଦ୍‌ଯାପିତ   (30-Jul-2026)       ||      ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ପବିତ୍ର ଶ୍ରାବଣରେ ଦୁଇ ବେସାହାରା ଭିକ୍ଷୁକଙ୍କ ଶେଷ ସାହାରା ସାଜିଲା ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ   (20-Aug-2026)       ||      *ଲେହିଡି ଗାଁରେ ଗୋଶାଳା ପାଇଁ ଭୁମି ପୂଜନ ଓ ବୃକ୍ଷ ରୋପଣ କାର୍ଯ୍ୟ କ୍ରମ*-   (20-Aug-2026)       ||      ବଗଡ଼ାରେ ଗ୍ରୀନ୍ ଇଗଲ୍ ଆର୍ମି ପକ୍ଷରୁ ବନମହୋତ୍ସବ   (20-Aug-2026)       ||      ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ   (20-Aug-2026)       ||      ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   (20-Aug-2026)       ||      ନବରଙ୍ଗପୁର ଜିଲ୍ଲାର ନୀରିହ ଆଦିବାସୀ ଯୁବକର ୧ ଲକ୍ଷ ୨୦ହଜାର ଟଙ୍କା ଖାଇଗଲେ କେନ୍ଦୁଝର ର ଝିଅ   (20-Aug-2026)       ||      ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   (19-Aug-2026)       ||      ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   (19-Aug-2026)       ||     

HOME   ରାଜ୍ୟ

ତାଳଚେରରୁ ଉଦ୍ଧାର ହେଲେ ବିରଜୁ କୁଲୁ: ସୁରନ୍ଦଗଡରୁ ନିଖୋଜ ନେଇ ଥାନାରେ ହୋଇଥିଲା ଏତଲା

05-Jan-2021



ସୁନ୍ଦରଗଡ଼, (ପ୍ରେରଣା ଖବର) - ସୁନ୍ଦରଗଡରୁ ନିଖୋଜ ବିରଜୁ କୁଲୁ ତାଳଚେରରୁ ଉଦ୍ଧାର । ୩ ଦିନ ପରେ ବିରଜୁଙ୍କୁ ଉଦ୍ଧାର କରିଛି ପୁଲିସ । ତାଳଚେର ଅଂଚଳରେ ବୁଲୁଥିବା ସମୟରେ ସ୍ଥାନୀୟ ପୁଲିସ ଉଦ୍ଧାର କରିଛି । ମାନସିକ ଭାରସାମ୍ୟ ହରା ଘରୁ ବାହାରି ଟ୍ରକରେ ପଳାଇଥିଲେ । ଗତ ୨ ତାରିଖ ରାତିରେ ଘରୁ ବାହାରି ପଳାଇଥିଲେ । ଲାହୋର ଜେଲରେ ୨୫ ବର୍ଷ ରହିବା ପରେ ଓଡିଶା ଫେରିଥିଲେ ବିରଜୁ । ଗତ ନଭେମ୍ବର ୧୩ ତାରିଖରେ ବିରଜୁଙ୍କୁ ତାଙ୍କ ଗାଁ କଟଙ୍ଗକୁ ଅଣାଯାଇଥିଲା । ରୋଜଗାର ପାଇଁ ଯାଇଥିବା ବେଳେ ଅନ୍ୟମନସ୍କ ଭାବେ ୨୫ ବର୍ଷ ତଳେ ପାକ୍ ସୀମାରେ ପଶିଯାଇଥିଲେ ବିରଜୁ । ସେବେ ଠାରୁ ଲାହୋର ଜେଲ୍ରେ ବନ୍ଦୀ ଜୀବନ ବିତାଉଥିଲେ ।.         ପ୍ରକାଶଥାଉକି, କୁତ୍ରା ବ୍ଲକ କଟଙ୍ଗ ପଞ୍ଚାୟତ ଜଙ୍ଗରପଡ଼ାର ମାନସିକ ଭିନ୍ନକ୍ଷମ ମାରକୁସ୍‌ କୁଲୁ ଓରଫ୍‌ ବିର୍‌ଜୁ ଛୋଟବେଳେ ଝାଡ଼ଖଣ୍ଡ ବଲବା ଗ୍ରାମ ସ୍ଥିତ ମାମୁଁ ଘରେ ରହୁଥିଲେ। ସେ ହଠାତ୍‌ ଦିନେ ଉଭାନ ହୋଇଯାଇଥିଲେ। ତା’ପରଠାରୁ ବିର୍‌ଜୁଙ୍କ ଆଉ କୌଣସି ପତ୍ତା ମିଳିନଥିଲା। ଅଜାଣତରେ ସେ ଚାଲିଚାଲି ଭାରତ ସୀମା ପାର କରି ପାକିସ୍ତାନ ସୀମା ଭିତରକୁ ପଶିଯାଇଥିଲେ। ପାକିସ୍ତାନ ସୀମାରେ ପାଦ ଦେବାପରେ ସେଠାକାର କିଛି ଲୋକ ତାଙ୍କୁ କାବୁ କରି ଶିଖରପୁରକୁ ନେଇଯାଇଥିଲେ। ସେଠାରେ ପୁଲିସ୍ ତାଙ୍କୁ ଗିରଫ କରି ସପ୍ତାହେ ପରେ କୋର୍ଟ ଚାଲାଣ କରିଥିଲା। ପରବର୍ତ୍ତୀ ସମୟରେ ତାଙ୍କୁ ଲାହୋର ଜେଲ୍‌ରେ ବନ୍ଦୀ କରାଯାଇଥିଲା। ଏ ବିଷୟରେ ସଂପୂ୍ର୍ଣ୍ଣ ଅଜ୍ଞ ଥିଲେ ପରିବାର। ପୁଅର ଫେରିବା ବାଟକୁ ଚାହିଁ ତାଙ୍କ ବାପା-ମା’ ବି ଆରପାରିକୁ ଚାଲିଗଲେ। ଏମିତିକି ଅନ୍ୟ ପ୍ରିୟଜନ ବି ବିର୍‌ଜକୁ ଏକରକମର ଭୁଲି ସାରିଥିଲେ। ତେବେ ୨୦୧୯ ମସିହାରେ ହଠାତ୍‌ ବିର୍‌ଜୁଙ୍କ ଘରେ ପୁଲିସ ପହଞ୍ଚିଥିଲା। ବିର୍‌ଜୁ ପାକିସ୍ତାନ ଜେଲରେ ବନ୍ଦୀ ଥିବା ପୁଲିସ ସୂଚନା ଦେଇଥିଲା। ପାକିସ୍ତାନ ଜେଲ୍‌ରେ ପ୍ରାୟ ୨୦ ବର୍ଷ ବନ୍ଦୀ ଜୀବନ କାଟିବା ପରେ ସେ ଅକ୍ଟୋବର ୨୬ ରେ ମୁକୁଳିଥିଲେ। ୱାଘା ସୀମାରେ ତାଙ୍କୁ ଭାରତୀୟ ଅଧିକାରୀଙ୍କୁ ଜିମା ଦିଆଯାଇଥିଲା। ସୂଚନା ପାଇବାପରେ ଜିଲ୍ଲା ପ୍ରଶାସନ ବିର୍‌ଜୁଙ୍କୁ ଜନ୍ମ ମାଟିକୁ ଫେରାଇ ଆଣିବାକୁ ପ୍ରୟାସ ଆରମ୍ଭ କରିଥିଲା। ଏକ ସ୍ବତନ୍ତ୍ର ଟିମ୍‌ ନଭେମ୍ବର ୬ରେ ଅମୃତସର ଅଭିମୁଖେ ବାହାରିଥିଲା। ନଭେମ୍ବର ୧୩ ତାରିଖରେ ପ୍ରଶାସନ ବିର୍‌ଜୁଙ୍କୁ ଜନ୍ମମାଟି କୁତ୍ରାକୁ ଫେରାଇ ଆଣିଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   20-Aug-2026
  ଜିଲ୍ଲା  
ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ   20-Aug-2026
  ଜିଲ୍ଲା  
ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ   20-Aug-2026
  ଜିଲ୍ଲା  
ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   20-Aug-2026
  ଜିଲ୍ଲା  
ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   20-Aug-2026
  ଜିଲ୍ଲା  
ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   20-Aug-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   20-Aug-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   20-Aug-2026
  ଜିଲ୍ଲା  
ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   20-Aug-2026
  ରାଜ୍ୟ  
ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ   20-Aug-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ରେଡକ୍ରସ କାଉନସେଲର ତାଲିମ ଶିବିର ଉଦ୍‌ଯାପିତ   30-Jul-2026
  ଜିଲ୍ଲା  
ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ପାଳିତ   20-Aug-2026

You Might Also Like