-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଜିଲ୍ଲା ଆଇନସେବା ପ୍ରାଧିକରଣ ଫୁଲବାଣୀରେ ବିଶ୍ବ ମାନସିକ ସ୍ବାସ୍ଥ୍ୟ ଦିବସ ପାଳିତ

10-Oct-2024



ଫୁଲବାଣୀ(କ୍ଷୀରୋଦ କୁମାର ସାହାଣୀଙ୍କ ରିପୋର୍ଟ ) କନ୍ଧମାଳ ଜିଲ୍ଲା ଫୁଲବାଣୀ ସଦର ମହକୁମାସ୍ଥିତ ଆଇନସେବା ପ୍ରାଧିକରଣ ଅଧକ୍ଷ ତଥା ଦୌରା ଜଜ ସତ୍ୟପୀର ମିଶ୍ରଙ୍କ ଅଧକ୍ଷତାରେ ଫୁଲବାଣୀ ମଣ୍ଡଳ କାରାଗାର ପରିସର ମଧ୍ୟରେ ବିଶ୍ବ ମାନସିକ ସ୍ବାସ୍ଥ୍ୟ ଦିବସ ପାଳନ କରାଯାଇଥିଲା।

  ଉକ୍ତ ସଭାରେ ସତ୍ୟପୀର ମିଶ୍ର, ଜିଲ୍ଲା ଓ ଦୌରା ଜଜ୍, ଫୁଲବାଣୀ, ଶ୍ରୀମତୀ ବିଶ୍ଵକଲ୍ୟାଣୀ ମିଶ୍ର, ଫୁଲବାଣୀ ମହିଳା ଅଦାଲତ ବିଚାରପତି, ଶ୍ରୀମତୀ ଅନୁଶୀଲା ରୟ, ସଚିବ ଜିଲ୍ଲା ଆଇନ ସେବା ପ୍ରାଧିକରଣ ଫୁଲବାଣୀ,  ନିରୋଦ କୁମାର ପାତ୍ର ସଭାପତି ବାର ଆସୋସିଏସନ ଫୁଲବାଣୀ, ଶ୍ରୀମତୀ ଜୟନ୍ତୀ ପାଣିଗ୍ରାହୀ ଲିଗାଲ ଏଡ ଡିଫେନସେ କାଉନ୍ସେଲ ଫୁଲବାଣୀ, ଆଇନଜୀବୀ ତୁଷାରକାନ୍ତ ନାୟକ, ଅନୁପ ନାରାୟଣ ନାୟକ, ବଳଭଦ୍ର ଦୀପ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ, ଫୁଲବାଣୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର, ଚକ୍ଷୁ ବିଶେଷଜ୍ଞ ଡାକ୍ତର ଅରବିନ୍ଦ ଦାସ, ଡ଼ାକ୍ତର ବିଜୟ କୃଷ୍ଣ ମିଶ୍ର, ଶ୍ରୀମତୀ ତପସ୍ଵିନୀ ଆଚାର୍ଜ୍ୟ, କ୍ଲିନିକାଲ ସାଇକୋଲୋଜିସ୍ଟ, ସଦାଶିବ ପାତ୍ର, ଶିଶୁ ମଙ୍ଗଳ ସମିତି ସଦସ୍ୟ, ଫୁଲବାଣୀ, ହେମନ୍ତ କୁମାର ସେଠୀ, ଫୁଲବାଣୀ ମଣ୍ଡଳ କାରାଗାର ଅଧିକ୍ଷକ ଓ ମଣ୍ଡଳ କାରାଗାରର ସମସ୍ତ ଅନ୍ତେବାସୀ ଉପସ୍ଥିତ ଥିଲେ। 

  ଏହି ସଚେତନତା ଶିବିରରେ ବିଶ୍ବ ମାନସିକ ସ୍ବାସ୍ଥ୍ୟ ଦିବସ ପାଳନର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ସମ୍ପର୍କରେ ବିସ୍ତୃତ ଭାବେ ଉପସ୍ଥାପନ କରାଯାଇଥିଲା । ମଣିଷ ଅନେକ ସମୟରେ ପରିସ୍ଥିତି ଚାପରେ ମାନସିକ ଆଘାତର ସମ୍ମୁଖୀନ ହୋଇଥାଏ । ଏପରିକି ବେଳେବେଳେ ଚରମ ନିଷ୍ପତ୍ତି ନେବାକୁଵି ପଛାଏ ନାହିଁ । ତେବେ ପରିସ୍ଥିତିର ମୁକାବିଲା କରିବା ସହ ସମସ୍ତ ନାକାରାତ୍ମକ ଦିଗକୁ ତ୍ୟାଗ କରିବା ପାଇଁ ଉପଦେଶ ଦିଆଯାଇଥିଲା । ଯୋଗ, ପ୍ରାଣାୟମ, ଧ୍ୟାନ ଦ୍ବାରା କେମିତି ମାନସିକ ଚାପକୁ ଆୟତ କରାଯାଇପାରିବ ସେ ବିଷୟରେ ଆଲୋଚନା କରାଯାଇଥିଲା । ଉତ୍ତମ ମାନସିକ ସ୍ବାସ୍ଥ୍ୟର ମହତ୍ତ୍ବ ବିଷୟରେ ସଚେତନତା ସୃଷ୍ଟି କରିବା ଓ ମାନସିକ ସୁସ୍ଥତାର ସୁରକ୍ଷା ତଥା ଯତ୍ନ ନେବା ପାଇଁ ଏହି ଦିବସରେ ସମସ୍ତଙ୍କୁ ଦିଗ୍ଦର୍ଶନ ଦିଆଯାଇଥିଲା  

ଶ୍ରୀମତୀ ଅନୁଶୀଲା ରୟ, ସଚିବ ଜିଲ୍ଲା ଆଇନ ସେବା ପ୍ରାଧିକରଣ ଫୁଲବାଣୀ ଉକ୍ତ ସଚେତନତା ଶିବିରକୁ ପରିଚାଳନା କରିଥିଲେ ଓ ଫୁଲବାଣୀ ମଣ୍ଡଳ କାରାଗାର, ଜେଲର ଶ୍ରୀମତୀ ଶର୍ମିଷ୍ଠା ପୃଷ୍ଟି କାର୍ଯ୍ୟକ୍ରମ ଶେଷରେ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like