-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଜେଏସ୍ଏମ୍ ବାଣିଜ୍ୟ, କଳା ଏବଂ ବିଜ୍ଞାନ ମହାବିଦ୍ୟାଳୟରେ ୨୦୨୪-୨୫ ଶିକ୍ଷା ବର୍ଷର ସ୍ୱାଗତ କାର୍ଯ୍ୟକ୍ରମ

10-Oct-2024



ବଲାଙ୍ଗୀର (ପ୍ରେରଣା ଖବର): ୨୦୨୪-୨୫ ଶିକ୍ଷା ବର୍ଷରେ +୨ ଓ +୩ ରେ ନାମ ଲେଖାଇଥିବା ଛାତ୍ରଛାତ୍ରୀମାନଙ୍କ ପାଇଁ ଜେଏସ୍ଏମ୍ କଳା, ବିଜ୍ଞାନ ଏବଂ ବାଣିଜ୍ୟ ମହାବିଦ୍ୟାଳୟରେ 'ଫ୍ରେସର୍ ଡେ'  ଭାବରେ ଛାତ୍ରଛାତ୍ରୀମାନଙ୍କ ନିମନ୍ତେ ଏକ ବିଶେଷ ସ୍ୱାଗତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଆଇ.ପି.ଏସ୍. ଅମ୍ରିତ୍ ପଲ୍, ସହକାରୀ ଜିଲ୍ଲା ପୋଲିସ ଅଧୀକ୍ଷିକା, ସମ୍ମାନନୀୟ ଅତିଥି  ଭାବରେ ଜିଲ୍ଲା ସଂସ୍କୃତି ଅଧିକାରୀ ରଶ୍ମିରଞ୍ଜନ୍ ମିଶ୍ର, ରସରାଜ ଅଚ୍ୟୁତ ପୁରୋହିତ,  

ଅଧ୍ୟକ୍ଷ ସିଏ ଶ୍ରୀକାନ୍ତ ଶର୍ମା, ନିର୍ଦ୍ଦେଶକ ପିତବାସ ପଣ୍ଡା ଓ କଲେଜ୍ ର ଅଧ୍ୟକ୍ଷା  ଡ.ମନସ୍ମିତା ମିଶ୍ରଙ୍କ ଉପସ୍ଥିତିରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ମୁଖ୍ୟ ଅତିଥି ଛାତ୍ରଛାତ୍ରୀମାନଙ୍କୁ ମତ ପ୍ରକାଶ କରି କହିଲେ ଯେ, ଫ୍ରେସର୍ ଡେ’ କେବଳ ଏକ କାର୍ଯ୍ୟକ୍ରମ ନୁହେଁ ; ମାତ୍ର ଏହା ତୁମର କଲେଜ ଅଭିଜ୍ଞତାର ଆରମ୍ଭକୁ ଚିହ୍ନିତ କରେ । ଏହା କେବଳ ଏକ ଛାତ୍ର ଭାବରେ ଆରମ୍ଭ କରିବା ତାହା ନୁହେଁ ବରଂ ଆପଣ ଉଜ୍ଜ୍ୱଳ ମନ ଏବଂ ଅନନ୍ୟ ବ୍ୟକ୍ତି ବିଶେଷ ଭାବରେ ସୃଷ୍ଟି ହେବାର ଆରମ୍ଭ ଅଟେ, ନୂତନ ବନ୍ଧୁତା ସୃଷ୍ଟି କରିବା ଏବଂ ପ୍ରତିଟି ଭବିଷ୍ୟତକୁ ଗଠନ କରିବା ନିମନ୍ତେ ଏହା ଏକ ଆରମ୍ଭ ଅଟେ । ଉପଦେଷ୍ଟା ମନୋରଂଜନ ସାହୁ ଛାତ୍ରଛାତ୍ରୀମାନଙ୍କୁ ଅନେକ ବିଷୟରେ ଉପଦେଶ ପ୍ରଦାନ କରିବା ସହିତ ଏକ ଉତ୍ତମ ଶିକ୍ଷl ବର୍ଷ ହେଉ ବୋଲି ଶୁଭେଚ୍ଛା କାମନା କରିଥିଲେ । ଶେଷରେ ଅଧ୍ୟକ୍ଷ ସିଏ ଶ୍ରୀକାନ୍ତ ଶର୍ମା ଛାତ୍ରଛାତ୍ରୀମାନଙ୍କୁ ତାଙ୍କରି ଭବିଷ୍ୟତ ଗଠନ କରିବାରେ ଏକ ଉତ୍ତମ ଶିକ୍ଷା ନିତାନ୍ତ ଦରକାର ବୋଲି ଉତ୍ସାହ ପ୍ରଦାନ କରିଥିଲେ ।

ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ଗୀତ ଓ ନୃତ୍ୟର ଆୟୋଜନ ହୋଇଥିଲା ପୁଣି ଛାତ୍ରଛତ୍ରୀମାନଙ୍କ ମଧ୍ୟରେ ମିଷ୍ଟର ଫ୍ରେସର୍ ଏବଂ ମିସ୍ ଫ୍ରେସର୍ ପ୍ରତିଯୋଗିତା ପାଇଁ ପ୍ରଶ୍ନ ଉତ୍ତର ରାଉଣ୍ଡ କରାଯିବା ସହିତ ଏକ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା l  ବିଜେତାମାନେ ହେଉଛନ୍ତି ମିଷ୍ଟର ଫ୍ରେସର ୨୦୨୪ ଭାବରେ – ମହେଶ କୁମାର ପୃଷ୍ଟି  (+୨ ପ୍ରଥମ ବର୍ଷ ବାଣିଜ୍ୟ), ପ୍ରଭୁପ୍ରସାଦ ବିଶୋଇ (+୨ ପ୍ରଥମ ବର୍ଷ କଳା), ଗୌରବ କୁମାର ଶର୍ମା (+୨ ପ୍ରଥମ ବର୍ଷ ବିଜ୍ଞାନ)  ଓ ପ୍ରତ୍ୟୁସ ରଞ୍ଜନ ଭୋଇ (+୩ ପ୍ରଥମ ବର୍ଷ ବାଣିଜ୍ୟ) ବିଜେତା ହୋଇଥିବ ବେଲେ   ମିସ୍ ଫ୍ରେଶର୍  ଭାବରେ ପ୍ରତୀକ୍ଷା ହୋତା   (+୨ ପ୍ରଥମ ବର୍ଷ ବାଣିଜ୍ୟ), ସ୍ମୃତି ରେକ୍ଷା ମିଶ୍ର (+୨ ପ୍ରଥମ ବର୍ଷ କଳା) , ତନିଶା ରଣା  (+୨ ପ୍ରଥମ ବର୍ଷ ବିଜ୍ଞାନ) ଓ ଦେବଶ୍ରୀ ଭିଆସ୍ (+୩ ପ୍ରଥମ ବର୍ଷ ବାଣିଜ୍ୟ)


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like