-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ପୁରୁଷୋତ୍ତମପୁର ଏନଏସି ଅଧକ୍ଷାଙ୍କ ଅନାସ୍ଥା ପ୍ରସ୍ତାବ ମାମଲା ହାଇକୋର୍ଟରେ ଖାରଜ | ( ବର୍ତ୍ତମାନ ଫଳାଫଳ ଘୋଷଣା ଉପରୁ ଅଙ୍କୁଶ ହଟିଛି )

10-Oct-2024



(ଶୁଭଙ୍କର ଦାସ)
ପୁରୁଷୋତ୍ତମପୁର ଏନଏସି ଅଧକ୍ଷା  ପ୍ରିୟଙ୍କା ଗୌଡ଼ଙ୍କ ବିରୁଦ୍ଧରେ ଅନାସ୍ତା ପ୍ରସ୍ତାବ ପାଇଁ 10 ଜଣକାଉନ ସିଲର ମାନେ ମିଶି ଗଞ୍ଜାମ ଜିଲ୍ଲା ପାଳ  ଦିବ୍ୟଜ୍ୟୋତି ପରିଡା ଙ୍କୁ ଗତ ସେପ୍ଟେମ୍ବର 02  ତାରିଖରେ ଛତ୍ରପୁର ରେ ଭେଟି ଦାବିପତ୍ର ଦେଇଥିଲେ  | ଏବଂ ଜିଲ୍ଲପାଳ ଛତ୍ରପୁର ଉପଜିଲ୍ଲାପାଳ ଦେବୀଦତ୍ତ ମହନ୍ତଙ୍କୁଏହାରଦାୟିତ୍ୱଦେଇଥିଲେ  | ଏହା ଉପରେ ଉପଜିଲ୍ଲାପାଳ  ଅନାସ୍ଥା ଭୋଟ ପାଇଁ ସେହିମାସ 12  ତାରିଖରେ  ତାରିଖ ଘୋଷଣା କରିଥିଲେ ଓ ଉକ୍ତ ଦିନପୁରୁଷୋତ୍ତମପୁର ଏନଏସି ରେ ଉପସ୍ଥିତ ରହି  ଭୋଟ ପ୍ରକ୍ରିୟା ଆରମ୍ଭ କରିଥିଲେ  |  ତେବେ ସର୍ବମୋଟ 13 ଜଣ କାଉନ ସିଲର ଙ୍କ ମଧ୍ୟରୁ  ଅଧକ୍ଷା ଙ୍କ 3ଜଣ ସମର୍ଥିତ ଅନୁପସ୍ଥିତ ରହି ଥିବା ବେଳେ ବିରୋଧୀ 10ଜଣ ଅନାସ୍ଥା ବିପକ୍ଷ ରେ ଭୋଟ ଦେଇଥିଲେ  | ତେବେ ଫଳାଫଳ ଘୋଷଣା ପୂର୍ବରୁ  ଫଳାଫଳ କୁ ଜିଲ୍ଲା ପାଳଙ୍କନିର୍ଦ୍ଧେଶ କ୍ରମେ ଉପଜିଲ୍ଲାପାଳ ସ୍ତଗିତ ରଖିଥିଲେ  |  ତେବେ ତାପୂର୍ବରୁ ଅଧକ୍ଷା ପ୍ରିୟଙ୍କା ଗୌଡ଼ ଓ ତାଙ୍କ ସ୍ୱାମୀ ତଥା 4ନଂ କାଉନ  ସିଲର  ଅଶୋକ କୁମାର ମହାଙ୍କୁଡ, ଏବଂ6ନଂକାଉନସିଲରସୁଦଷ୍ଣବେହେରା ଓ 11 ନଂ କାଉନ ସିଲର ଅରୁଣକୁମାରମହାଙ୍କୁଡ ମିଶି ହୋଇକୋର୍ଟଙ୍କ ଦ୍ୱାରସ୍ତ ହୋଈ ରହିତା ଦେଶ ବିରୁଦ୍ଧକୁ ଚାଲେଞ୍ଜ କରିଦୁଈ ରିଟ ପିଟିସେନ ଦାୟର କରିଥିଲେ | ତେବେ ସେହିଦିନ ଠାରୁ ମାମଲାହାଇକୋର୍ଟରେବିଚରାଧୀନ ଥିଲା  | ଗତକାଲି କୋର୍ଟ ଏହାର ବିଚାର କରି  ସେମାନେ ଦାଏର କରିଥିବା ଦୁଈ ରିଟ ପିଟିସନ କୁ ଖାରଜ କରିଛନ୍ତି | ଏଥି ସହିତ ପୂର୍ବରୁ ଅଧକ୍ଷା ଓ ତିନି କାଉନ ସିଲର ଜାରି କରିଥିବା ଅନ୍ତରୀଣ ଆଦେଶକୁ ଉଠାଇବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି | ଫଳରେ ପୁରୁଷୋତ୍ତମପୁର ଏନଏଏସି ଅଧ୍ୟକ୍ଷାଙ୍କ ବିରୋଧରେ ହୋଇଥିବା ଅନାସ୍ଥା ପ୍ରସ୍ତାବ ଭୋଟର ଫଳାଫଳ ପ୍ରକାଶ ପାଇବାରେ ରେ ରହିଥିବା ଅଦାଲତର ଅଙ୍କୁଶ ହଟିଛି। ଫଳରେ ଦୀର୍ଘ ଦିନ ହେଲା ଲାଗି ରହିଥିବା ଅନାସ୍ଥା ପ୍ରସ୍ତାବ ଭୋଟ୍ ଫଳାଫଳ ଘୋଷଣା ପାଇଁ ପଥ ପରିଷ୍କାର ହୋଇ ଯାଇଛି|  ଏହି କେଶ ରେ ସରକାରଙ୍କ ପକ୍ଷରୁ ଆଡଭୋକେଟ୍ ଜେନେରାଲ ପୀତାମ୍ବର ଆଚାର୍ଯ୍ୟ, ଏଜିଏ ଏମ.କେ. ବଳବନ୍ତରାୟ ଓ ପ୍ରତିପକ୍ଷଙ୍କ ତରଫରୁ ଆଇନଜୀବୀ ପ୍ରଦୀପ କୁମାର ମହାପାତ୍ର ମାମଲା ପରିଚାଳନା କରିଥିଲେ |


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like