-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

ବିଶ୍ୱ ର କଲ୍ୟାଣ ଓ ଜିଲ୍ଲା ର ବିକାଶ ପାଇଁ ମା ସୁରେଶ୍ଵରୀ ଙ୍କ ପୀଠରେ ନବ ଦିନାତ୍ମକ ଚଣ୍ଡୀ ଯଜ୍ଞ ଅନୁଷ୍ଟିତ*-- *ପ୍ରାସାଦ ବଣ୍ଟନ କାର୍ଯ୍ୟକ୍ରମ ରେ ସାମିଲ୍ ହେଲେ ଏସପି*-

10-Oct-2024



ସୋନପୁର ( ମନୋରଞ୍ଜନ ତ୍ରିପାଠୀ )
ବିଶ୍ୱ ର କଲ୍ୟାଣ ଓ ଜିଲ୍ଲା ର ବିକାଶ ପାଇଁ ସୋନପୁର ର ଅଧିଷ୍ଠାତ୍ରୀ ଦେବୀ ମା ସୁରେଶ୍ଵରୀ ଙ୍କ ପୀଠରେ ଗତ ୩ ତାରିଖ ରୁ ଆସନ୍ତା ୧୨ ତାରିଖ ଦଶହରା ଯାଏ ନବ ଦିନାତ୍ମକ ଚଣ୍ଡୀ ଯଜ୍ଞ ଅନୁଷ୍ଟିତ ହେଉଅଛି l ପ୍ରତ୍ୟହ ଭୋର ରୁ ମା ଙ୍କ ଦ୍ଵାର ଫିଟା ଓ ମଙ୍ଗଳ ଆଳତୀ ରୁ ଆରମ୍ଭ ହୋଇ ୮ ଘଣ୍ଟା ରୁ ସୁର୍ଯ୍ୟ ପୁଜା ଓ ଷୋଡ଼ଶ ପୁଜା ପୁଜା ପରେ ଚଣ୍ଡୀ ସ୍ତୋତ୍ର ପଠନ କରାଯାଉଛି l ପୁରୀ ଶ୍ରୀ କ୍ଷେତ୍ର ରୁ ଆସିଥିବା ସହକାରୀ ପ୍ରଫେସର ଶ୍ରୀମାନ ଶିବ ପ୍ରାସାଦ ନନ୍ଦ ଓ କିଶୋର ମିଶ୍ର ଙ୍କ ନେତୃତ୍ବ ରେ ତିନି ଜଣ ଶିଷ୍ୟ ଙ୍କ ଦ୍ଵାରା ସାମୂହିକ ଚଣ୍ଡୀ ସ୍ତୋତ୍ର ପଠନ କରାଯାଉଛି l ପ୍ରତ୍ୟହ ସନ୍ଧ୍ୟା ୬ ଟା ରୁ ଘୃତ ଯଜ୍ଞ ଓ ସନ୍ଧ୍ୟା ୭ ଟା ରେ ମହା ଆଳତୀ ପରେ ହଜାର ହଜାର ଭକ୍ତ ଙ୍କ ପାଇଁ ପ୍ରାସାଦ ସେବନ ର ବ୍ୟବସ୍ଥା କରାଯାଇଛି l କୋଶଳ ହାଇସ୍କୁଲ, ସ୍ବଚ୍ଛ ଭାରତ ସଙ୍ଗଠନ, ନିଖିଳ ଉତ୍କଳ ଶିକ୍ଷକ ମହାସଂଘ ଖାର ବେଳ ନଗର ଭୁବନେଶ୍ଵର, ପୋଲିସ କନେଷ୍ଟବଳ ସଂଘ, ସି ଆର୍ ସି ସି ସଂଘ, ଜିଲ୍ଲା ଡ୍ରଗିଷ୍ଟ କେମିଷ୍ଟ ଏସୋ ସିଏସନ୍, କୃଷକ ସଂଗଠନ, ପତଞ୍ଜଳୀ ଯୋଗ ସମିତି ଫରେଷ୍ଟ ପାର୍କ ପ୍ରମୁଖ ଅନୁଷ୍ଠାନ ଓ ଯଜ୍ଞ ର କର୍ତ୍ତା ଅର୍ଜୁନ ରଥ, ପୀତାମ୍ବର ସାମନ୍ତରାୟ, ସତ୍ୟ ନାରାୟଣ ତ୍ରୀପାଠୀ ପ୍ରମୁଖ ବଦାନ୍ୟ ବ୍ୟକ୍ତି ବିଶେଷ ଓ ଅନୁଷ୍ଠାନ ପକ୍ଷରୁ ପ୍ରତ୍ୟହ ସନ୍ଧ୍ୟା ରେ କ୍ଷୀରି, ପିଠା, ମିଠା, କାନିକା ଭୋଗ ମା ଙ୍କ ଠାରେ ଅର୍ପଣ ପରେ ଯଜ୍ଞ ମଣ୍ଡପ ଆଗରେ ଭକ୍ତ ଶ୍ରଦ୍ଧାଳୁ ଙ୍କୁ ବଣ୍ଟନ କରାଯାଉଛି ଲ

ଗତ କାଲି ସନ୍ଧ୍ୟା ରେ ଜିଲ୍ଲା ପୋଲିସ ସଂଘ ପକ୍ଷରୁ ଆୟୋଜିତ ମା ଙ୍କ ପ୍ରସାଦ ସେବନ ବଣ୍ଟନ କାର୍ଯ୍ୟକ୍ରମ କୁ  ସୁବର୍ଣ୍ଣପୁର ଏସପି ଶ୍ରୀ ରାମ ପ୍ରାସାଦ ସାହୁ ଶୁଭା ରମ୍ଭ କରି ଧର୍ମ ପତ୍ନୀ ଙ୍କ ସହ ଭକ୍ତ ଙ୍କୁ ପ୍ରସାଦ ବଣ୍ଟନ କରିଥିବା ବେଳେ ମା ଙ୍କ ପରମ ଭକ୍ତ ତଥା କଲିକତା ର ପ୍ରାକ୍ତନ ବିଚାରପତି  ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ ମଧ୍ୟ ଏହି ସେବା କାର୍ଯ୍ଯ କ୍ରମ ରେ ଯୋଗ ଦେଇ ପୋଲିସ ଓ ସ୍ୱେଚ୍ଛା ସେବୀ ଙ୍କ ସହ ଭୋଗ ବଣ୍ଟନ କରିଥିଲେ l ମା ସୁରେଶ୍ଵରୀ ଙ୍କ ପ୍ରତ୍ୟହ ବେଶ ଦର୍ଶନ, ଯଜ୍ଞ ମଣ୍ଡପ ଠାରେ ଅଷ୍ଟ ବିଷ୍ଣୁ, ଶମ୍ଭୁ, ଅଷ୍ଠ ହନୁମାନ, ଅଷ୍ଠ ଭୈରବ ଦର୍ଶନ ଓ ପବିତ୍ର ଗଙ୍ଗା ଠାରେ ବଢ଼ୁ ଥିବା ମାଛ ମାନଙ୍କୁ ପ୍ରସାଦ ଓ ବିଭିନ୍ନ ପ୍ରକାର ଖାଦ୍ୟ ଖୁଆଇବା ମନୋରମ ଦୃଶ୍ୟ ଦୂର ଦୁରାନ୍ତର ରୁ ଆସୁଥିବା ହଜାର ହଜାର ଭକ୍ତ  ଶ୍ରଦ୍ଧାଳୁ ଙ୍କ ମୁଖ୍ୟ ଆକର୍ଷଣ ପାଲଟିଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like