-+91-9937148622 |

prerana_bgr@rediffmail.com |

  Tuesday 17th March 2026 |

| | | |

R.N.I. Regd No. ODIODI/2010/46693

Breaking News

ରେଲୱେ ଷ୍ଟେସନ ରୋଡରୁ ବିପୁଳ ପରିମାଣର ଗଂଜେଇ ଜବତ କଲା ବଲାଙ୍ଗୀର ପୋଲିସ   (17-Mar-2026)       ||      ବେଆଇନ ବାଲି ଘାଟରୁ ଦିନରେ ବାଲି ଲୁଟ, ଚୁପ ବସିଛି ପ୍ରଶାସନ   (17-Mar-2026)       ||      ପଶ୍ଚିମ ଓଡ଼ିଶାର ପ୍ରଥମ ଓଟିଟି ଚାନେଲ୍ ‘ପଶ୍ଚିମ୍’ ଲୋକାର୍ପିତ   (17-Mar-2026)       ||      ପ୍ରେରଣା ତରଫରୁ ସ୍କୁଲସ୍ତରୀୟ ଚିତ୍ରାଙ୍କନ ପ୍ରତିଯୋଗିତା, ଆସନ୍ତାକାଲି ହାଇସ୍କୁଲ ଓ କଲେଜସ୍ତରୀୟ ଓଡ଼ିଆ ପ୍ରବନ୍ଧ ପ୍ରତିଯୋଗିତା    (16-Mar-2026)       ||      ପ୍ରେରଣା ତରଫରୁ ସ୍କୁଲସ୍ତରୀୟ ଚିତ୍ରାଙ୍କନ ପ୍ରତିଯୋଗିତା, aadan    (16-Mar-2026)       ||      ସାମ୍ବାଦିକ ପବନ ଅଗ୍ରୱାଲ ସମ୍ମାନିତ    (16-Mar-2026)       ||      କଟକ ଏସ୍ ସି ବି ଅଗ୍ନିକାଣ୍ଡରେ ମୃତାହତ ଘଟଣା ପରିଚାଳନା ଓ ପ୍ରଶାସନିକ ଅବହେଳାର ଚରମ ନିଦର୍ଶନ- କଂଗ୍ରେସ ପ୍ରତିନିଧି ମଣ୍ଡଳୀ   (16-Mar-2026)       ||      ଜିଲ୍ଲାସ୍ତରୀୟ ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ,    (16-Mar-2026)       ||      ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି    (16-Mar-2026)       ||      ମାର୍ଚ୍ଚ ୨୪ ରୁ ୨୬ ତାରିଖ ପର୍ଯ୍ୟନ୍ତ ବରଗଡ ଜିଲ୍ଲା ଯାଦବ ସାଂସ୍କୃତିକ ସମାଜ ପକ୍ଷରୁ ବିଶ୍ୱଶାନ୍ତି ମହାଯଜ୍ଞ   (16-Mar-2026)       ||      ପ୍ରାକ୍ତନ ଛାତ୍ରଛାତ୍ରୀଙ୍କ ଦ୍ୱାରା ପ୍ରତିଷ୍ଠାତା ଶିକ୍ଷକ ଓ କର୍ମଚାରୀ ସମ୍ମାନ ସମାରୋହ କାର୍ଯ୍ୟକ୍ରମ ଅନୁଷ୍ଠିତ    (16-Mar-2026)       ||      ବରପାଲି BEO ଅଫିସ୍‌ର ଆକାଉଣ୍ଟାଣ୍ଟ ଭିଜିଲାନ୍ସ_ଜାଲରେ,   (16-Mar-2026)       ||      ଲୋପ ପାଇବାକୁ ବସିଲାଣି ତୋଟା ଓ ଧାନଖଳା   (16-Mar-2026)       ||      *ନୂଆପଡ଼ା ଜିଲ୍ଲା ଖଡିଆଳ ପଞ୍ଚାୟତ ସମିତି ପରିସର ମଧ୍ୟରେ ଜିଲ୍ଲାପାଳ ଏସପି ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ*   (16-Mar-2026)       ||      ନୂଆଦିଲ୍ଲୀ ର ଓଡ଼ିଶା ପର୍ବରେ ଯୋଗ ଦେଲେ ଓଡ଼ିଶା ରାଜ୍ୟପାଳ    (16-Mar-2026)       ||      *ନିଆଁ କୁ ଆୟତ କରିବରେ ବିଫଳ ହେଲା ଅଗ୍ନିଶମ ବିଭାଗ*   (16-Mar-2026)       ||      *ଫିଟ୍ ନେସ ଏମ୍ପାୟାର କ୍ରୀକ ଫେଷ୍ଟ ୨୦୨୬ ଉଦଯାପିତ* - *ଜିଲ୍ଲା ପୋଲିସ ଦଳ ଚମ୍ପିୟାନ*- -   (16-Mar-2026)       ||      ସାମାଜିକ ସେବା ପାଇଁ ପ୍ରାନ୍ତୀୟ ଅଧିବେଶନ ଶିଖର ୨୦୨୬ ରେ ସହଯୋଗ ଫାଉଣ୍ଡେସନ୍ ସମ୍ମାନିତ   (16-Mar-2026)       ||      *ନବ ଭାରତ ସାକ୍ଷରତା “ଉଲ୍ଲାସ” କାର୍ଯ୍ୟକ୍ରମ*   (16-Mar-2026)       ||      ଆଦିତ୍ରୀ ଇନ୍‌ଷ୍ଟିଚ୍ୟୁଟ ଅଫ୍ ମେଡିକାଲ ସାଇନ୍ସ (ଏମ୍ସ) ବଲାଙ୍ଗିର ନର୍ସିଂ ସ୍କୁଲ ତୃତୀୟ ଶପଥ ଗ୍ରହଣ ଉତ୍ସବ ବି.ଏସ୍‌.ସି. ନର୍ସିଂ ଓ ଜି.ଏନ୍‌.ଏମ୍ ୪୯ ଜଣ ଛାତ୍ର ଛାତ୍ରୀ ଶପଥ େନେଲ   (15-Mar-2026)       ||     

HOME   ଜିଲ୍ଲା

ନବଦୁର୍ଗା ପୂଜା, ଉତ୍ସବ ମୁଖର ବିଜେପୁର ସହର

10-Oct-2024



ବରଗଡ଼/ବିଜେପୁର:(ନିରଞ୍ଜନ ତ୍ରିପାଠୀ)-ବରଗଡ ଜିଲ୍ଲା ବିଜେପୁର ସହର ଶାରଦୀୟ ନବଦୁର୍ଗା ପୂଜା ପାଇଁ ଚଳଚଞ୍ଚଳ ହୋଇ ଉଠିଛି। ପ୍ରତ୍ୟେହ ରୀତିନୀତି ସହକାରେ ପୂଜା, ଚଣ୍ଡିପାଠ,ହୋମ ଲାଗିରହିଛି। ଶଙ୍ଖ ଘଣ୍ଟ ପୁରୋହିତଙ୍କ ବେଦମନ୍ତ୍ର ପାଠ, ସୁଗନ୍ଧିତ ଧୂପ ଦୀପ ର ମହମହ ବାସ୍ନାରେ ଏକ ଅପୂର୍ବ ଭାବମୟ ପରିବେଶ ସୃଷ୍ଟି ହେଉଛି।ଗୁରୁବାର ମାଁ ଦୁର୍ଗା କାଳରାତ୍ରୀ ବେଶରେ ପୂଜା ପାଇଥିଲେ। ବିଜେପୁର ନିର୍ବାଚନ ମଣ୍ଡଳୀର ମାନ୍ୟବର ବିଧାୟକ ତଥା ଜମିଦାର ସନତ କୁମାର ଗଡତୀୟା କର୍ତ୍ତା ଦାୟିତ୍ୱ ତୁଲାଇଥିବା ବେଳେ ଚଣ୍ଡିପାଠକ ରାଜ ପୁରୋହିତ କିଶୋର ଚନ୍ଦ୍ର ପୂଜାରୀ, ପୁସ୍ତକାଚାର୍ଯ୍ୟ ସୁରେନ୍ଦ୍ର ମହାପାତ୍ର ପ୍ରମୁଖ ପୂଜା କର୍ମ ନିଷ୍ଠା ସହକାରେ ସମ୍ପାଦନ କରୁଛନ୍ତି।

ପ୍ରତ୍ୟହ ହୋମଯଜ୍ଞ ରେ କର୍ତ୍ତା ଶ୍ରୀଯୁକ୍ତ ଗଡତୀୟାଙ୍କ ସହ ସରୋଜ ସାହୁ, ସୁବ୍ରତ ରଥ, ପାଣ୍ଡବ ପଧାନ, ପ୍ରେମାନନ୍ଦ ମହାପାତ୍ର, ଗୈାରାଙ୍ଗ ପଧାନ, ନରସିଂହ ସାହୁ ସମାପନ କରିବା ଦେଖିବାକୁ ମିଳୁଛି। ଆଜି କାଳରାତ୍ରୀ ପୂଜା କାର୍ଯ୍ୟକ୍ରମରେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ଏବଂ ବରଗଡ଼ ପୁରୋହିତ ନର୍ସିଂ ହୋମର ପରିଚାଳକ ଡ଼ା ରାମକୃଷ୍ଣ ପୁରୋହିତ ଯୋଗଦାନ କରି ମାଁଙ୍କ ଆଶିଷ ଭିକ୍ଷା କରିଥିଲେ। ଏଅବସରରେ ପ୍ରତ୍ୟହ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି। ଆଜି ରାତିରେ ଲୋକଙ୍କ ମନୋରଞ୍ଜନ ପାଇଁ ଲାସ୍ୟ ଡେନ୍ସ ଏକାଡେମୀ କଟକ,ରାବଣ ରାଜ କାର୍ଯ୍ୟକ୍ରମ ଏବଂ ଶ୍ରୀକ୍ଷେତ୍ର ଗଣନାଟ୍ୟ ଜଗତସିଂହପୁର ଏମିତି ସ୍ତ୍ରୀ କୁ ଶହେ ସଲାମ ନାଟକ ମଞ୍ଚସ୍ଥ କରିବା କାର୍ଯ୍ୟକ୍ରମ ରହିଛି। ଆଜି ବ୍ରହ୍ମାଙ୍କ ଠାରୁ ବର ପାଇ ରାବଣ ଭୂମିକାରେ ଅବତୀଣ୍ଣ କରି ଥିବା ଗୋଲାପ ଚନ୍ଦ୍ର ଦାସ ଏବଂ ତାଙ୍କ କଳାକାର ବୃନ୍ଦ ନଗର ଭ୍ରମଣ କରିଥିଲେ। ତାଙ୍କ ଅଟହାସ୍ୟରେ ମେଦିନୀ କମ୍ପମାନ ହୋଇ ପଡ଼ିଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ରେଲୱେ ଷ୍ଟେସନ ରୋଡରୁ ବିପୁଳ ପରିମାଣର ଗଂଜେଇ ଜବତ କଲା ବଲାଙ୍ଗୀର ପୋଲିସ   17-Mar-2026
  ଜିଲ୍ଲା  
ବେଆଇନ ବାଲି ଘାଟରୁ ଦିନରେ ବାଲି ଲୁଟ, ଚୁପ ବସିଛି ପ୍ରଶାସନ   17-Mar-2026
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରଥମ ଓଟିଟି ଚାନେଲ୍ ‘ପଶ୍ଚିମ୍’ ଲୋକାର୍ପିତ   17-Mar-2026
  ଜିଲ୍ଲା  
ପ୍ରେରଣା ତରଫରୁ ସ୍କୁଲସ୍ତରୀୟ ଚିତ୍ରାଙ୍କନ ପ୍ରତିଯୋଗିତା, ଆସନ୍ତାକାଲି ହାଇସ୍କୁଲ ଓ କଲେଜସ୍ତରୀୟ ଓଡ଼ିଆ ପ୍ରବନ୍ଧ ପ୍ରତିଯୋଗିତା   16-Mar-2026
  ଜିଲ୍ଲା  
ପ୍ରେରଣା ତରଫରୁ ସ୍କୁଲସ୍ତରୀୟ ଚିତ୍ରାଙ୍କନ ପ୍ରତିଯୋଗିତା, aadan   16-Mar-2026
  ଜିଲ୍ଲା  
ସାମ୍ବାଦିକ ପବନ ଅଗ୍ରୱାଲ ସମ୍ମାନିତ   16-Mar-2026
  ଜିଲ୍ଲା  
କଟକ ଏସ୍ ସି ବି ଅଗ୍ନିକାଣ୍ଡରେ ମୃତାହତ ଘଟଣା ପରିଚାଳନା ଓ ପ୍ରଶାସନିକ ଅବହେଳାର ଚରମ ନିଦର୍ଶନ- କଂଗ୍ରେସ ପ୍ରତିନିଧି ମଣ୍ଡଳୀ   16-Mar-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ,   16-Mar-2026
  ଜିଲ୍ଲା  
ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   16-Mar-2026
  ଜିଲ୍ଲା  
ମାର୍ଚ୍ଚ ୨୪ ରୁ ୨୬ ତାରିଖ ପର୍ଯ୍ୟନ୍ତ ବରଗଡ ଜିଲ୍ଲା ଯାଦବ ସାଂସ୍କୃତିକ ସମାଜ ପକ୍ଷରୁ ବିଶ୍ୱଶାନ୍ତି ମହାଯଜ୍ଞ   16-Mar-2026
  ଜିଲ୍ଲା  
ପ୍ରାକ୍ତନ ଛାତ୍ରଛାତ୍ରୀଙ୍କ ଦ୍ୱାରା ପ୍ରତିଷ୍ଠାତା ଶିକ୍ଷକ ଓ କର୍ମଚାରୀ ସମ୍ମାନ ସମାରୋହ କାର୍ଯ୍ୟକ୍ରମ ଅନୁଷ୍ଠିତ   16-Mar-2026
  ଜିଲ୍ଲା  
ବରପାଲି BEO ଅଫିସ୍‌ର ଆକାଉଣ୍ଟାଣ୍ଟ ଭିଜିଲାନ୍ସ_ଜାଲରେ,   16-Mar-2026

You Might Also Like