-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||     

HOME   ଜିଲ୍ଲା

ମା ବଞ୍ଜାରି ପାଣି ପଞ୍ଚାୟତର ନୂତନ କମିଟି ଗଠନ

10-Oct-2024



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଜଳ ସେଚନ ବିଭାଗ ଅଧିନରେ ଥିବା ମା ବଞ୍ଜାରୀ ୨ ନମ୍ବର ତାଲପାଲି ପାଣି ପଞ୍ଚାୟତର ନୂତନ କର୍ମକର୍ତ୍ତା ଗଠନ ହୋଇଯାଇଛି । କ୍ଷୁଦ୍ର ଜଳସେଚନ ଡିଭିଜନର ସହକାରୀ  ଯନ୍ତ୍ରୀ ଅମିୟ କୁମାର ମେହେରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସହକାରୀ ଯନ୍ତ୍ରୀ ଜିତେନ୍ଦ୍ରିୟ ଖେସ,ଅମିନ ସୁରେଶ କୁମାର ବାରିକ ଏବଂ କର୍ମକର୍ତ୍ତା ମାନେ ଉପସ୍ଥିତ ରହି ୨୮ ଟି ଚକ ଗଠନ କରାଯାଇଛି । ଏଥିରେ ଗିଧମାଲ,ବ୍ରାହ୍ମଣମାଲ, ତାଲପାଲି ଏବଂ ଜନକେଡା ଗ୍ରାମର ଚାଷୀ ମାନଙ୍କୁ ନେଇ ମା ବଞ୍ଜାରି ପାଣି ପଞ୍ଚାୟତ ନମ୍ବର ୨ ର ନୂତନ କମିଟି ଗଠନ କରାଯାଇଥିବା ବେଳେ ପୂର୍ବତନ ସରପଞ୍ଚ ଚୈତନ୍ୟ ସାହୁ ବକ୍ତବ୍ୟ ରଖିଥିବା ବେଳେ କର୍ମକର୍ତ୍ତା ମାନେ ନିଜ ନିଜର ମତ ରଖିଥିଲେ । ଏଥିରେ ଉପସ୍ଥିତ ଥିବା ସମସ୍ତ ସଭ୍ୟସଭ୍ୟାଙ୍କ ସଭାପତି ଭାବେ, ବିପିନ ବିହାରୀ ସାହୁ,ଉପସଭାପତି ମାନଭଞ୍ଜନ ସାହୁ,ନୀଳ କାନ୍ତ ବାଗ,ସମ୍ପାଦକ ଭାବେ ନୀଳକଣ୍ଠ ସାହୁ,ସହ ସମ୍ପାଦକ ଭାବରେ ଫକୀର ସାହୁ,ଗୋକୁଳ ସାହୁ, କୋଷାଧ୍ୟକ୍ଷ ଭାବେ ବିଦ୍ୟାଧର ସାହୁ,ମନୋନୀତ ହୋଇଥିବା ବେଳେ ପରିଶେଷରେ ଅନାଦି ସାହୁ ଧନ୍ୟବାଦ୍ ଅର୍ପଣ କରିଥିଲେ । ସମସ୍ତ ସଦସ୍ୟ ମାନେ ଆଜି ମଲକେନ୍ ନାଲା କୁ ଯାଇ କିପରି ଭାବରେ ସୁଚାରୁରୂପେ ସମସ୍ତ ଚାଷୀଙ୍କ ବିଲକୁ ପାଣି ପହଞ୍ଚି ପାରିବ ସେହି ବିଷୟରେ ଆଲୋଚନା କରି ଡ୍ୟାମର ପାଣି ଛଡା ଯାଇଥିଲା । ଯାହା ଫଳରେ ଗିଧମାଲ,ବ୍ରାହ୍ମଣମାଲ, ଜନକେଡା ଓ ତାଲପାଲି ଗ୍ରାମର ଚାଷୀ ମାନେ ପର୍ଯ୍ୟାୟ କ୍ରମେ ପାଣି ପାଇପାରିବେ ବୋଲି ସଭାପତି ପ୍ରକାଶ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ   20-Sep-2026
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026

You Might Also Like