-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||     

HOME   ଜିଲ୍ଲା

ଇଷ୍ଟଦେବୀ ମାଁ ମାହେଶ୍ୱରୀଙ୍କ ସ୍ଵାନ ଯାତ୍ରା ପାଳିତ

10-Oct-2024



ବିନିକା(ହିମାଂଶୁ ଶେଖର ପଟେଲ) ବିନିକା ବ୍ଲକ ଫୁଲମୁଠି ଗ୍ରାମର ଇଷ୍ଟଦେବୀ ମାଁ ମାହେଶ୍ୱରୀଙ୍କ ସ୍ୱାନ ଯାତ୍ରା ବିପୁଳ ଆନନ୍ଦ ଉଲ୍ଲାସ ମଧ୍ୟରେ ପାଳିତ ହୋଇଯାଇଛି l ପ୍ରକାଶ ଥାଉକିଯେ ଅଷ୍ଟମୀରେ ଦେବୀଙ୍କ ମନ୍ଦିରରେ ଯାତ୍ରା ଅନୁଷ୍ଟିତ ହୋଇ ନବମୀରେ ସମ୍ପନ୍ନ ହୋଇଥାଏ l ଏହି ପରିପ୍ରେକ୍ଷୀରେ ମାହେଶ୍ୱରୀ ଓ ବାଡ଼ି ଦେବତାଙ୍କ ପୂଜା ରୀତିନୀତି ଅନୁଯାୟୀ ପୂଜା କରାଯାଏ । ଘଣ୍ଟ ଶଙ୍ଖ ହୁଳହୁଳି ଧ୍ୱନୀରେ ଦେବୀଙ୍କ ପୂଜାର୍ଚ୍ଚନା ଚାଲିଥିବା ବେଳେ ମନ୍ଦିର ଚତୁଃପାର୍ଶ୍ଵରେ ହଜାର ହଜାର ଶ୍ରଦ୍ଧାଳୁ ଭକ୍ତ ଭକ୍ତି ଭାବନା ସହ ପୂଜାକୁ ଉପଭୋଗ କରିଥିଲେ ଏହି ପରିପ୍ରେକ୍ଷୀରେ ମନ୍ଦିର ସମ୍ଭୁଖ ରେ ଗାଁ ର ଯୁବଗୋଷ୍ଟି ତରଫରୁ ବାଡି ଖେଳ ଅନୁଷ୍ଟିତ ହୋଇଥିଲା ।ଏଥିରେ ଭାଗ ନେଇଥିବା ଯୁବକ ମାନେ ବିଭିନ୍ନ ପ୍ରକାରର ଖେଳ କସରତ କରି ଶ୍ରଦ୍ଧାଳୁ ଭକ୍ତଙ୍କୁ ବାନ୍ଧି ରଖିଥିଲେ ।ପରେ ଘଣ୍ଟ ବାଦ୍ୟର ତାଳେ ତାଳେ ବାଡ଼ି ଦେବତା,ଛତର ସହ ସେବାୟତ କାରୀ ଏକ ବିରାଟ ଶୋଭାଯାତ୍ରାରେ ପୁଣ୍ୟତୋୟା ମହାନଦୀ ପାପକ୍ଷୟ ଘାଟକୁ ସ୍ୱାନ ପାଇଁ ଯାଇଥିଲେ l ସ୍ୱାନ ସାରି ଫେରିବା ବେଳେ ଉର୍ଲ୍ଲେ ଗ୍ରାମର ରଘୁନାଥ ମନ୍ଦିର ପରିସରରେ ଗ୍ରାମବାସୀଙ୍କ ତରଫରୁ ପୂଜାର୍ଚ୍ଚନା ପରେ ନିଜ ଗ୍ରାମକୁ ଫେରି ସମସ୍ତଙ୍କ ଦ୍ଵାରରେ ପୂଜା ପାଇଥାନ୍ତି l ଭାଇର ଶୁଭ ମନାସି ଉପବାସ କରିଥିବା ଭଉଣୀ ମାନେ ଦେବୀଙ୍କ ଠାରେ ଜୁଇଁତିଆ,ଦୁବ ପୂଜାର୍ଚ୍ଚନା କରି ଭାଇ ହାତରେ ଜୁଇଁତିଆ ବାନ୍ଧିଥାନ୍ତି l ବାଡ଼ି ଦେବତା ଗାଁ ସାରା ପରିକ୍ରମା ପରେ ନିଜ ମନ୍ଦିରରେ ଯାଇ ବିରାଜମାନ ହୋଇଥାନ୍ତି l ସୁବର୍ଣ୍ଣପୁରର ଖମ୍ବେଶ୍ୱରୀ ଦେବୀଙ୍କ ପୀଠ ଭଳି ମାହେଶ୍ୱରୀ ଦେବୀ ମଧ୍ୟ ଖମ୍ବରେ ପୂଜା ପାଇଥାନ୍ତି l ଚଳିତ ବର୍ଷ ମାଁଙ୍କ ଦର୍ଶନ ପାଇଁ ବହୁ ଭକ୍ତଙ୍କ ଭିଡ଼ ଜମିଥିଲା l ସେହିପରି ବିନିକା ଅଞ୍ଚଳର ଡଭଲା, ଅରିଗାଁ,ଭଣ୍ଡାର,ଗୁଳୁଣ୍ଡା, କର୍ତ୍ତଙ୍ଗ,ବଳାରଙ୍ଗା ପ୍ରଭୃତି ସ୍ଥାନରେ ମାହେଶ୍ୱରୀଙ୍କ ସ୍ୱାନ ଯାତ୍ରା ଧୁମଧାମରେ ପାଳିତ ହୋଇଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026

You Might Also Like