-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||     

HOME   ଜିଲ୍ଲା

ନବଦିନାତ୍ମକ ମୃଣ୍ମୟୀ ଦେବୀଙ୍କ ପୂଜା ପାଇଁ ପାରମ୍ପରିକ ରୀତିନୀତି ଅନୁଯାୟୀ ବିଶାଳ ଭବ୍ୟକଳସ ଶୋଭାଯାତ୍ରା

11-Oct-2024



ଅତାବିରା (ଆକାଶ ମିଶ୍ର): ପ୍ରତି ବର୍ଷ ଭଳି ଚଳିତ ବର୍ଷ ନବଦିନାତ୍ମକ ମୃଣ୍ମୟୀ ଦେବୀଙ୍କ ପୂଜା ପାଇଁ ପାରମ୍ପରିକ ରୀତିନୀତି ଅନୁଯାୟୀ ଏକ ବିଶାଳ ଭବ୍ୟକଳସ ଶୋଭାଯାତ୍ରା ଅନୁଷ୍ଟିତ ହୋଇଯାଇଛି। ଦେବୀ ପୀଠମାନଙ୍କରେ ତଥା ଦୁର୍ଗା ମନ୍ଦିର ପୀଠରେ ଅଷ୍ଟମୀ ବିହିତ ପୂଜା ସହ ମାଁଙ୍କ ମହାଗୌରୀ  ବେଶ ଶ୍ରଦ୍ଧାଳୁ ଭକ୍ତ ମାନଙ୍କୁ ବେଶ୍ ଆକର୍ଷିତ କରିଛି। ଦୁର୍ଗା ମନ୍ଦିର ତଥା ଥାନା ସାମ୍ନା ମେଢ଼ ମୃଣ୍ମୟୀ ଦେବୀଙ୍କ ପୂଜା ପାଇଁ ଏକ ବିଶାଳ ଭବ୍ୟ କଳସ ଶୋଭାଯାତ୍ରା ସ୍ଥାନୀୟ ଶ୍ରୀରାମ ବାବାମଠ ସ୍ଥିତ ପୋଖରୀ ତୁଠରେ ସୁବିଜ୍ଞ ପଣ୍ଡିତ ମାନଙ୍କ ମନ୍ତ୍ର ଉଚ୍ଚାରଣ ପୂର୍ବକ ହଜାର ହଜାର ଶ୍ରଦ୍ଧାଳୁ ଭକ୍ତ ତଥା ମହିଳା ଭକ୍ତ ମାନଙ୍କ ଦ୍ଵାରା ଜଳପୂର୍ଣ୍ଣ କଳସ ମୁଣ୍ଡାଇ ରେଶମ ସମ୍ପ୍ରଦା, ଗର୍ଭଣା ର ପଞ୍ଜାବୀ

ଢୋଲ,ନନ୍ଦିନୀ ପୁର ର ଦୁଲୁଦୁଲି,ହୀରାକୁଦ ଘଣ୍ଟ ବାଦ୍ୟ,ବଡକର୍ଲେ ର କସ୍ତାଲ,ସରଣ୍ଡାର ସମଲେଶ୍ବରୀ ଦୁଲୁଦୁଲି,ଝର୍ ର ଆଦିବାସୀ ନୃତ୍ୟ,ମାଙ୍ଗଳିକ ବାଦ୍ୟ, ହରିବୋଲ,ହୁଳହୁଳିରେ ଗଗନ ପବନ ଉଛୁଳି ଉଠିବା ସହ ନଟରାଜ କଳାପରିଷଦର ନ ଦେବୀ କନ୍ୟା ଙ୍କ ସମେତ ରାମ,ଲକ୍ଷ୍ମଣ,ସୀତା ଓ ହନୁମାନ ବେଶରେ ସୁସଜ୍ଜିତ ହୋଇ ନଗର ପରିକ୍ରମା କରି ମୃଣ୍ମୟୀ ଦେବୀ ଙ୍କ ଯଜ୍ଞ ମଣ୍ଡପ କୁ ପହଞ୍ଚି ପୂଜାର୍ଚ୍ଚନା ଆରମ୍ଭ ହୋଇଥିଲା।ଏହି ଅବସର ରେ ଯତୀନ୍ଦ୍ର ପଧାନ ଓ ତାଙ୍କ ଧର୍ମପତ୍ନୀ ମିଲି ନାଏକ କର୍ତ୍ତା ଦାୟିତ୍ୱ ତୁଲାଇ ଥିବାବେଳେ ମୁଖ୍ୟ ପଣ୍ଡିତ ପଦ୍ମପାଣି ମହାପାତ୍ର,ବିଶ୍ୱଜିତ୍ ମହାପାତ୍ର,ସତ୍ୟବ୍ରତ କର,ସଞ୍ଜୀବ ଷଡ଼ଙ୍ଗୀ,ଶ୍ରୀକାନ୍ତ ମହାପାତ୍ର,ରମଣୀ ରଞ୍ଜନ ପଣ୍ଡା ଓ ତାଙ୍କ ସାଥୀ ମାନେ ପୂଜାକାର୍ଯ୍ୟ ପାଇଁ ବରଣ ହୋଇଥିବା ବେଳେ ଅତାବିରା (ଆରଏମସି) ସାପ୍ତାହିକ ହାଟ ମେଢ଼ ମୃଣ୍ମୟୀ ଦେବୀଙ୍କ ମଣ୍ଡପ ପାଇଁ ଲାଦେର ପାଲି ଗାଆଁ ପୋଖରୀ ତୁଠ ରେ ପୂଜାର୍ଚ୍ଚନା ପୂର୍ବକ ଶତାଧିକ ଶ୍ରଦ୍ଧାଳୁ ଭକ୍ତ ମାନେ କଳସ ମୁଣ୍ଡାଇ ବିଭିନ୍ନ ମାଙ୍ଗଳିକ ବାଦ୍ୟ ତଥା ଵାବେଵିରା କସ୍ତାଲ୍,ଡୁଙ୍ଗୁରିପାଲି ଘଣ୍ଟବାଦ୍ୟ, ଖଇରପାଲି ଦୁଲୁଦୁଲି ର ତାଳେ ତାଳେ ଯଜ୍ଞମଣ୍ଡପ କୁ ପହଞ୍ଚି ପୂଜାର୍ଚ୍ଚନା ଆରମ୍ଭ ହୋଇଥିଲା।ଏହି ଅବସର ରେ କର୍ତ୍ତା ଭାବେ କ୍ଷୀରୋଦ୍ର ସାହୁ ଓ ତାଙ୍କ ଧର୍ମପତ୍ନୀ ସୁକେଶିନି ସାହୁ ଦାୟିତ୍ୱ ତୁଲାଉ ଥିବାବେଳେ ଆଚାର୍ଯ୍ୟ ସଞ୍ଜୟ କୁମାର ଦାଶ, ଅଜୟ ମହାପାତ୍ର,ପ୍ରତ୍ୟୁଷ ରଥ, ଜ୍ୟୋତି ପ୍ରକାଶ

ପଣ୍ଡା,ପ୍ରଦୀପ ମହାପାତ୍ର ଓ ତାଙ୍କ ସାଥୀ ମାନେ ମୃଣ୍ମୟୀ ଦେବୀ ଙ୍କ ନ୍ୟାସ, ପ୍ରାଣପ୍ରତିଷ୍ଠା,ଚଣ୍ଡୀପାଠ,ଆରତୀ ପୂର୍ବକ ଦେବୀଙ୍କ ପୁଷ୍ପାଞ୍ଜଳି ସହ ମୃଣ୍ମୟୀ ଦେବୀଙ୍କ ସ୍ମରଣ କରି ସନ୍ଧ୍ୟାରେ ସିମନ୍ତିନି ଭାଇ ଜିଉନ୍ତିଆ ଓଷା ହେବ।ସିମନ୍ତିନି ତଥା ଶ୍ରଦ୍ଧାଳୁ ଭକ୍ତ ମାନଙ୍କ ମନୋରଞ୍ଜନ ପାଇଁ ରାମ ଲୀଳା,ରାବଣ ରାଜ,ଲଙ୍କାପତି ରାବଣଙ୍କ ନଗର ପରିକ୍ରମା ତଥା ବିଭିନ୍ନ ପ୍ରକାର ସାଂସ୍କୃତିକ କାର୍ଯ୍ୟକ୍ରମ ଦର୍ଶକ ମନୋନୟନ ଜିଣି ନେଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026

You Might Also Like