-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ପବିତ୍ର ଦଶହରା ପର୍ବ ଉପଲକ୍ଷେ ଫୁଟବଲ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ

11-Oct-2024



ବରଗଡ଼/ବିଜେପୁର:(ନିରଞ୍ଜନ ତ୍ରିପାଠୀ)-ସମଗ୍ର ଦେଶ ପବିତ୍ର ଦଶହରା ପର୍ବ ଉପଲକ୍ଷେ ଚଳଚଞ୍ଚଳ ଥିବା ବେଳେ ବରଗଡ଼ ଜିଲ୍ଲା ବିଜେପୁର ସହରରେ ଖୁବ୍ ଉତ୍ସାହ ଓ ଆନନ୍ଦ ଉଦ୍ଦପନା ସହ ଶାରଦୀୟ ଦୂର୍ଗାପୂଜା ପାଳନ ହେଉଛି। ଏକ୍ରମରେ ୨ୟ ରାଜ୍ୟ ସ୍ତରୀୟ ଦ୍ୱୀ-ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ସ୍ଥାନୀୟ ଗୁରୁବାରୀ ମିର୍ଦ୍ଧା ମିନି ଷ୍ଟାଡିୟମ,ଏମ୍-ଗଣ୍ଡପାଲି ଠାରେ ଅମରଦୀପ ଯୁବକ ସଂଘ, ଏମ୍-ଗଣ୍ଡପାଲି ଆନୁକୁଲ୍ୟରେ ଆଜି ଆୟୋଜିତ ହୋଇଛି। ଉଦଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ବିଜେପୁର ସରପଞ୍ଚ ସଂଘର ସଭାପତି ତଥା ସମାଜସେବୀ ଶ୍ରୀମତୀ ସବିତା ସାହୁ ଏବଂ ସମ୍ମାନୀତ ଅତିଥି ଭାବେ ବୁଡାପାଲି ସମିତି ସଭ୍ୟ ଶ୍ରୀଯୁକ୍ତ ଜୟକୃଷ୍ଣ ଡନସନା ଯୋଗଦାନ କରି ଅନୁଷ୍ଠିତ ଟୁର୍ଣ୍ଣାମେଣ୍ଟକୁ ଉଦଘାଟନ କରି ଖେଳାଳି ମାନଙ୍କ ମନୋବଳ ବଢ଼ାଇବା ସହ ଉତ୍ସାହିତ କରିଥିଲେ।

ପ୍ରଥମ ଦିବସରେ ବରଗଡ଼ ୟୁନାଇଟେଡ଼, ସୁନ୍ଦରଗଡ଼ ର ଦୋସ୍ତି ବ୍ରଦର୍ସ, କୁଚିଣ୍ଡା ମହାବୀର ସ୍ପୋଟିଙ୍ଗ୍ ଏବଂ ରାଉରକେଲା କିସାନ୍ ବ୍ରଦର୍ସ ମଧ୍ୟରେ ପର୍ଯ୍ୟାୟ କ୍ରମେ ଫୁଟବଲ ହୋଇଥିବା ବେଳେ, ଆସନ୍ତାକାଲି ବଲାଙ୍ଗିର ମୈାସୁମ ୱାରିଅରସ୍, ରେଙ୍ଗାଲି ଏଫସି(ସମ୍ବଲପୁର), ଝାରସୁଗୁଡ଼ା ଝାଡେଶ୍ୱର କ୍ଲବ ଏବଂ ସୋନପୁର ର ରାମଧୂନ କ୍ଲବ ମଧ୍ୟରେ ରୋଚକ ଫାଇନାଲ ମ୍ୟାଚ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି। ବର୍ତ୍ତମାନ ସମୟରେ ଲୁକ୍କାୟିତ ଫୁଟବଲ ମ୍ୟାଚ ଜିବିତ ହୋଇ ରହିଥିବାରୁ ବରଗଡ଼ ଜିଲ୍ଲାର ବିଭିନ୍ନ ପ୍ରାନ୍ତରୁ ଫୁଟବଲ ପ୍ରେମୀଙ୍କ ଭିଡ଼ ଲାଗିରହିଥିବା ଦେଖିବାକୁ ମିଳିଛି। ଆଜି ଷ୍ଟାଡିୟମରେ ଖଚାଖଚ ଦର୍ଶକଙ୍କ ଭିଡ଼ ଦେଖିବାକୁ ମିଳିଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like