-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ମାହେଶ୍ଵରୀ ମନ୍ଦିରରେ ଦଶହରା ପୂଜା ଏବଂ ଡୁମାଲ ସମ୍ପ୍ରଦାୟର ନୂଆଁଖାଇ ପର୍ବ ପାଳନ

12-Oct-2024



ବଲାଙ୍ଗୀର: ଆଗଲପୁର ବ୍ଲକ୍ କୁଟାସିଂହା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡୁଙ୍ଗୁରୀପାଲି ଗ୍ରାମ ରେ ମାଁ ମାହେଶ୍ଵରୀ ମନ୍ଦିରରେ ଦଶହରା ପୂଜା ରୀତି ନୀତି ରେ ପାଳନ ହୋଇଯାଇଛି।ମାଁ ମାହେଶ୍ଵରୀ ଦେବୀଙ୍କ ପୀଠରେ ନବାର୍ଣ୍ଣ ଲଗାଇ ଡୁମାଲ୍ ସମ୍ପ୍ରଦାୟର ନୂଆଁଖାଇ ପର୍ବ ସଂପନ୍ନ ହୋଇଯାଇଛି। ଶହ ଶହ ବର୍ଷ ପୂର୍ବେ ପାଟଣା ମହାରାଣୀ ଏହି ମାହେଶ୍ଵରୀ ଦେବୀ ଙ୍କୁ ମହୁଲ ଗଛ ତଳେ ସ୍ଥାପନ କରିଥିଲେ।ସେହିଦିନ ଠାରୁ ମାଁ ମାହେଶ୍ଵରୀ ଙ୍କ ପୂଜା ଗାଁ ରେ ପିଢ଼ି ପିଢ଼ି ଧରି ଗ୍ରାମର ଗୌନ୍ତିଆ ଏହି ପୂଜା କରିଆସୁଛନ୍ତି।ବର୍ତ୍ତମାନର ପୂଜକ ଶମ୍ଭୁ ପ୍ରସାଦ ମହାକୁର ପୂଜା କରୁଛନ୍ତି।ଏହି ପୂଜାକୁ ତାଙ୍କ ବଡ ପୁଅ ସଞ୍ଜୟ ମହାକୁର ସହାୟୋଗ କରୁଛନ୍ତି।ବରୁଆ ଘନ ମେଶୁଆ ଥିବା ବେଳେ ପୁଝାରୀ ହେଉଛନ୍ତି ଲକ୍ଷ୍ମଣ ଯୋଷୀ।ପ୍ରତିବର୍ଷ ଶ୍ରଦ୍ଧାଳୁ ମାନେ ମାନସିକ ରଖି ମନ୍ଦିରରେ ପାଲ ପଡ଼ି ମାଁ ମାହେଶ୍ୱରୀ ଙ୍କ ସାନ୍ନିଧ୍ୟ ଲାଭ କରିଥାନ୍ତି।ମାଁ ମାହେଶ୍ୱରୀ ଭକ୍ତ ଙ୍କ ମନସ୍କାମନା ପୂର୍ଣ୍ଣ କରିଥାନ୍ତି ବୋଲି ପୀଠ କୁ ଆସୁଥିବା ଶ୍ରଦ୍ଧାଳୁ ଭକ୍ତ ମାନଙ୍କ ବିଶ୍ୱାସ।ମାଁ ମାହେଶ୍ଵରୀ ଦେବୀଙ୍କୁ ଦଶହରା ମାସର ମୂଳଷ୍ଟମି ରୁ ପୂଜା ଆରମ୍ଭ କରି ମହାଳୟା ଦିନ ଖଣ୍ଡା ଲେଉଟା ହୁଏ।ଅଷ୍ଟମୀ ଦିନ ଦେବୀ ନଦୀକୁ ଗାଧୋଇ ଯାଇ ଗାଁ ର ଭାଇ ଜିଉନ୍ତିଆ କୋଠିରେ ଶ୍ରଦ୍ଧାଳୁ ଭକ୍ତ ମାନଙ୍କ ଦୁଃଖ ବୁଝିଥାନ୍ତି।ତାପରେ ମନ୍ଦିର କୁ ଫେରି ନିଶା ରାତି ପୂଜା ପାଇଥାନ୍ତି।

ସକାଳେ ନମୀ ହୋମ ଏବଂ ପୂଜାର୍ଚ୍ଚନା ପରେ ମାଁ ମାହେଶ୍ଵରୀ ଶ୍ରଦ୍ଧାଳୁଙ୍କ ଦୁଃଖ ବୁଝି ତାଙ୍କର ମନୋକାମନା ପୂର୍ଣ୍ଣ କରିଥାନ୍ତି।ଏହି ଯାତ୍ରା ରେ ମହେନ୍ଦ୍ର ମହାକୁର,ବୁଧୁ ଗଡୁଆ,ପାବି ଖେତି,ଡକ୍ଟର ଖେତୀ,ରାଜେନ୍ଦ୍ର କଲତା, କପିଲ ଗଦୁଆ,ବ୍ୟାସଦେବ ବଢେଇ,ଗୋପବନ୍ଧୁ ମହାକୁର,ପିତାମ୍ବର କଣ୍ଟା,ଅରବିନ୍ଦ  ଚାନ୍ଦ, ପରଦେଶୀ ଦେହେରି ପ୍ରମୁଖ ସକ୍ରିୟ ଅଂଶ ଗ୍ରହଣ କରି ମାଁ ଙ୍କ ପୂଜା ଆନନ୍ଦ ଉଲ୍ଲାସ ର ସହ ସମାପନ କରିଥାନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like