-+91-9937148622 |

prerana_bgr@rediffmail.com |

  Saturday 14th March 2026 |

| | | |

R.N.I. Regd No. ODIODI/2010/46693

Breaking News

ଡୁଙ୍ଗୁରିପାଲି ବ୍ଲକ ରେ ବାଟବଣା ହରିଶ୍ଚନ୍ଦ୍ର ଯୋଜନା   (13-Mar-2026)       ||      ପନିପରିବା ଚାଷ ଦେଇଛି ପରିଚୟ : ୮୦ଏକର ଜମିରେ ପରିବା ଚାଷ କରି କୋଟି ଟଙ୍କାର ମାଲିକ ସଞ୍ଜୟ    (13-Mar-2026)       ||      ଯୁକ୍ତ ଦୁଇ ବିଜ୍ଞାନର ଗଣିତ ପରୀକ୍ଷାରେ ପ୍ରଶ୍ନପତ୍ର ବିଭ୍ରାଟ ! ୧୮ମାର୍କ ସିଲାବସ ବାହାରୁ ଆସିଲା ପ୍ରଶ୍ନ   (13-Mar-2026)       ||      *ବିଜୁପଟ୍ଟନାୟକ ମହିଳା ଡିଗ୍ରୀ ମହାବିଦ୍ୟାଳୟରେ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ*-   (13-Mar-2026)       ||      ସିଆରପିଏଫ ୧୯ ବାଟାଲିଅନ ଦ୍ଵାରା ସିଭିକ୍ ଆକ୍ସନ କାର୍ଯ୍ୟକ୍ରମ   (13-Mar-2026)       ||      ଡାକ୍ତର ଛୁଟିରେ,ଫାର୍ମାଶିଷ୍ଟଙ୍କ ଅନ୍ୟତ୍ର ବଦଳି,ମହାଦେବପାଲି ଡାକ୍ତରଖାନାରେ ସ୍ବାସ୍ଥ୍ୟ ସେବା ବେହାଲ   (13-Mar-2026)       ||      *ଜିଲ୍ଳା ସ୍ତରୀୟ ପିଏମଶ୍ରୀ ଉତ୍ସବ ଉଦଘାଟିତ*   (13-Mar-2026)       ||      ସଡ଼କ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Mar-2026)       ||      ରନ୍ଧନ ଗ୍ୟାସ୍ ର ଉପଲବଧତା ନେଇ ଆଭାସୀ ବୈଠକ ♦️ଆପାତକାଳୀନ ପରିସ୍ଥିତି ନିମନ୍ତେ ଅଗ୍ରାଧିକାର ଭିତ୍ତିରେ ମିଳିବ ଗ୍ୟାସ ଓ ଟି ପି ମାଧ୍ୟମରେ ଗ୍ୟାସ ବୁକିଙ୍ଗ ଓ ଡେଲିଭରୀ ଉପରେ ଗୁରୁତ୍ୱ    (13-Mar-2026)       ||      ତୁଷୁରା ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ବାର୍ଷିକ ପୁରସ୍କାର ବିତରଣୀ ଉତ୍ସବ-୨୦୨୬ ଅନୁଷ୍ଠିତ   (13-Mar-2026)       ||      ସମ୍ବଲପୁର, କୋରାପୁଟ ଓ ବାଲେଶ୍ୱରରେ ନୂତନ ଏମ୍ସ ହସ୍ପିଟାଲ ପ୍ରତିଷ୍ଠା ଦାବୀ କଲେ ସାଂସଦ ଶ୍ରୀ ବିଶି   (13-Mar-2026)       ||      ସମ୍ବଲପୁର, କୋରାପୁଟ ଓ ବାଲେଶ୍ୱରରେ ନୂତନ ଏମ୍ସ ହସ୍ପିଟାଲ ପ୍ରତିଷ୍ଠା ଦାବୀ କଲେ ସାଂସଦ ଶ୍ରୀ ବିଶି   (13-Mar-2026)       ||      ଖଡ଼ିଛୁଆଁ ପୂର୍ବରୁ ଶିଶୁ ବାଟିକା ପିଲାଙ୍କ ନାମ ନିଶ୍ଚିତ ପାଇଁ ସିଆରସିସିଙ୍କ ପ୍ରୟାସ   (13-Mar-2026)       ||      ଭିଜିଲାନ୍ସ ଜାଲରେ ପୋଲିସ ଏଏସଆଇ   (13-Mar-2026)       ||      ଆଦିବାସୀ ଓ ପଛୁଆ ବର୍ଗଙ୍କ ଉନ୍ନତି ପାଇଁ ୬୬୪୯ କୋଟିରୁ ଉର୍ଦ୍ଧ୍ବ ବଜେଟ୍   (13-Mar-2026)       ||      ନବରଙ୍ଗପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟ ସେବା କ୍ୟାମ୍ପ ଅନୁଷ୍ଠିତ   (13-Mar-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟରେ ପାର୍କିଂ ଜୋନ ଓ ସ୍ପୀଡ ବ୍ରେକର ଦାବି - ଜିଲ୍ଲା ଛାତ୍ର କଂଗ୍ରେସ ର ପ୍ରସ୍ତାବ   (12-Mar-2026)       ||      ବଲାଙ୍ଗୀର ଜିଲ୍ଲାର ବିଭିନ୍ନ ସମସ୍ୟା ନେଇ କଳିକେଶଙ୍କ ବିଧାନସଭାରେ ପ୍ରଶ୍ନ♦️ ବଲାଙ୍ଗୀର ଜିଲ୍ଲାରେ ଖଣିଭିତ୍ତକ ଶିଲ୍ପସ୍ଥାପନର ପ୍ରସ୍ତାବ ନାହିଁ - ଖଣିମନ୍ତ୍ରୀ   (12-Mar-2026)       ||      *ନିଆରା ବିବାହ ବାର୍ଷିକୀ ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ପାଳନ*-   (12-Mar-2026)       ||      ସରକାରଙ୍କ ଅଜବ ନୀତି:ଏଚ୍ ଆର ଏମ୍ ଏସ ସର୍ଭର ବନ୍ଦ,ତଥାପି ବିଲ୍ ଦାଖଲ ପାଇଁ ଡେଡ୍ ଲାଇନ୍   (12-Mar-2026)       ||     

HOME   ଜିଲ୍ଲା

ଆନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ– ୨୦୨୪ ପାଳିତ

12-Oct-2024



ରାୟଗଡା(ସୁନୀତା ଷଡଙ୍ଗୀ): ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ତରଫରୁ ବ୍ଲକସ୍ତରୀୟ ଆନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ, ରାୟଗଡ଼ ବ୍ଲକ ସଦଭାବନା ସଭା ଗୃହରେ ଅନୁଷ୍ଠିତ ହୋଇଅଛି । ଉକ୍ତ ଦିବସରେ ପୂର୍ବାହ୍ନ ୮ ଘଟିକା ସମୟରେ ବରିଷ୍ଠ ନାଗରିକମାନଙ୍କ ନିମନ୍ତେ ଯୋଗାଭ୍ୟାସ କରାଯିବା ସହ ସେମାନଙ୍କୁ ଡା. ସୁନୀଲ ମହାପାତ୍ରଙ୍କ ଦ୍ଵାରା ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଥିଲା । ଏହା ପରେ ୧୦ ଘଟିକା ସମୟରେ ଏକ ସାଧାରଣ ସଭାର ଆୟୋଜନ ହୋଇଥିଲା । ଏଥିରେ ମୁଖ୍ୟ ଅତିଥି ରୂପେ ଅବସରପ୍ରାପ୍ତ ପ୍ରାଧ୍ୟାପକ ଡା. ଡି. କେ ମହାନ୍ତି, ଏବଂ ସମ୍ମାନିତ ଅତିଥି ରୂପେ ଅବସରପ୍ରାପ୍ତ ଜିଲ୍ଲା ମଙ୍ଗଳ ଅଧିକାରୀ ଗଣେଶ୍ଵର ଭାରିମଲ, ଅବସରପ୍ରାପ୍ତ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ସିମାଞ୍ଚଳ ମହାପାତ୍ର, ଅବସରପ୍ରାପ୍ତ ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ  ସି. ବି. ଏନ. ମୂର୍ତ୍ତି, ଡା. ଲକ୍ଷ୍ମୀ ନାରାୟଣ ସାହୁ, ଅମୂଲ୍ୟ କୁମାର ସାହୁ, ଗୋଷ୍ଠୀ ଉନ୍ନୟନ ଅଧିକାରୀ, ରାୟଗଡ଼ କାଳୁ ଚରଣ ନାୟକ, ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ, ରାୟଗଡ଼, ଜିଲ୍ଲା ପରିଷଦ ସଭ୍ୟା ଜୋନ ଶ୍ରୀମତୀ ସନ୍ଧ୍ୟା  ପୁଲାକା, ଜିଲ୍ଲା ପରିଷଦ ସଭ୍ୟା ଜୋନ-ଖ, ଶ୍ରୀମତୀ. ପଦ୍ମାବତୀ ମାଣ୍ଡାଙ୍ଗି, ଅଧ୍ୟକ୍ଷ।, ପଞ୍ଚାୟତ ସମିତି, ରାୟଗଡ଼, ସୁଶ୍ରୀ ଟୁନି ହୁଇକା, ଭାରପ୍ରାପ୍ତ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ, ଶ୍ରୀକାନ୍ତ କୁମାର ପାଣିଗ୍ରାହୀ ସଭାରେ ଉପସ୍ଥିତ ଥିଲେ । କାଳୁ ଚରଣ ନାୟକ, ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ,

ରାୟଗଡ଼ ମଞ୍ଚ ପରିଚାଳନାର ଦାୟିତ୍ଵକୁ  ସୂଚାରୁ ରୂପେ ତୁଲାଇ ଥିଲେ । ଏହି କାର୍ଯ୍ୟକ୍ରମରେ ରାୟଗଡ଼ ବ୍ଲକର ୪୫ ଜଣ ବୃଦ୍ଧ ଓ ବୃଦ୍ଧାଙ୍କୁ ନୂତନ ଭାବେ ଅନୁମୋଦନ ହୋଇଥିବା ସାମାଜିକ ସୁରକ୍ଷା ଭତ୍ତା ମୁଖ୍ୟ ଅତିଥି ଓ ସମ୍ମାନିତ ଅତିଥିଙ୍କ ଦ୍ଵାରା ବଣ୍ଟନ କରାଗଲା ।  ଏହାପରେ ମୁଖ୍ୟ ଅତିଥି ଓ ସମ୍ମାନିତ ଅତିଥିଙ୍କ ଦ୍ଵାରା ବରିଷ୍ଠ ନାଗରିକଙ୍କୁ ସଚେତନତା ବାର୍ତ୍ତା ପ୍ରଦାନ କରଯାଇ ଥିଲା । ଶ୍ରୀମତୀ ରଞ୍ଜିତା ବେହେରା, ଗୋଷ୍ଠୀ ସାମାଜିକ ସୁରକ୍ଷା ଅଧିକାରୀଙ୍କ ସହ କନିଷ୍ଠ ସହାୟକ ସମୀର ପଦକା  ଓ ପି.ଏ ଶ୍ରୀକାନ୍ତ ପେଦିନା ଏହି କାର୍ଯ୍ୟକ୍ରମକୁ ସୂଚାରୁ ରୂପେ ପରିଚାଳନା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡୁଙ୍ଗୁରିପାଲି ବ୍ଲକ ରେ ବାଟବଣା ହରିଶ୍ଚନ୍ଦ୍ର ଯୋଜନା   13-Mar-2026
  ଜିଲ୍ଲା  
ପନିପରିବା ଚାଷ ଦେଇଛି ପରିଚୟ : ୮୦ଏକର ଜମିରେ ପରିବା ଚାଷ କରି କୋଟି ଟଙ୍କାର ମାଲିକ ସଞ୍ଜୟ   13-Mar-2026
  ଜିଲ୍ଲା  
ଯୁକ୍ତ ଦୁଇ ବିଜ୍ଞାନର ଗଣିତ ପରୀକ୍ଷାରେ ପ୍ରଶ୍ନପତ୍ର ବିଭ୍ରାଟ ! ୧୮ମାର୍କ ସିଲାବସ ବାହାରୁ ଆସିଲା ପ୍ରଶ୍ନ   13-Mar-2026
  ଜିଲ୍ଲା  
*ବିଜୁପଟ୍ଟନାୟକ ମହିଳା ଡିଗ୍ରୀ ମହାବିଦ୍ୟାଳୟରେ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ*-   13-Mar-2026
  ଜିଲ୍ଲା  
ସିଆରପିଏଫ ୧୯ ବାଟାଲିଅନ ଦ୍ଵାରା ସିଭିକ୍ ଆକ୍ସନ କାର୍ଯ୍ୟକ୍ରମ   13-Mar-2026
  ଜିଲ୍ଲା  
ଡାକ୍ତର ଛୁଟିରେ,ଫାର୍ମାଶିଷ୍ଟଙ୍କ ଅନ୍ୟତ୍ର ବଦଳି,ମହାଦେବପାଲି ଡାକ୍ତରଖାନାରେ ସ୍ବାସ୍ଥ୍ୟ ସେବା ବେହାଲ   13-Mar-2026
  ଜିଲ୍ଲା  
*ଜିଲ୍ଳା ସ୍ତରୀୟ ପିଏମଶ୍ରୀ ଉତ୍ସବ ଉଦଘାଟିତ*   13-Mar-2026
  ଜିଲ୍ଲା  
ସଡ଼କ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   13-Mar-2026
  ଜିଲ୍ଲା  
ରନ୍ଧନ ଗ୍ୟାସ୍ ର ଉପଲବଧତା ନେଇ ଆଭାସୀ ବୈଠକ ♦️ଆପାତକାଳୀନ ପରିସ୍ଥିତି ନିମନ୍ତେ ଅଗ୍ରାଧିକାର ଭିତ୍ତିରେ ମିଳିବ ଗ୍ୟାସ ଓ ଟି ପି ମାଧ୍ୟମରେ ଗ୍ୟାସ ବୁକିଙ୍ଗ ଓ ଡେଲିଭରୀ ଉପରେ ଗୁରୁତ୍ୱ   13-Mar-2026
  ଜିଲ୍ଲା  
ତୁଷୁରା ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ବାର୍ଷିକ ପୁରସ୍କାର ବିତରଣୀ ଉତ୍ସବ-୨୦୨୬ ଅନୁଷ୍ଠିତ   13-Mar-2026
  ଜିଲ୍ଲା  
ସମ୍ବଲପୁର, କୋରାପୁଟ ଓ ବାଲେଶ୍ୱରରେ ନୂତନ ଏମ୍ସ ହସ୍ପିଟାଲ ପ୍ରତିଷ୍ଠା ଦାବୀ କଲେ ସାଂସଦ ଶ୍ରୀ ବିଶି   13-Mar-2026
  ଜିଲ୍ଲା  
ସମ୍ବଲପୁର, କୋରାପୁଟ ଓ ବାଲେଶ୍ୱରରେ ନୂତନ ଏମ୍ସ ହସ୍ପିଟାଲ ପ୍ରତିଷ୍ଠା ଦାବୀ କଲେ ସାଂସଦ ଶ୍ରୀ ବିଶି   13-Mar-2026

You Might Also Like