-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ଜିଲ୍ଲା

ନବଦିନାତ୍ମକ ନବଦୁର୍ଗା ପୂଜନ ଉଦଯାପିତ ହେଲା ବୁଧାପାଲିରେ

13-Oct-2024



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ଜିଲ୍ଲା ପଦ୍ମପୁର ବ୍ଲକ ବୁଧାପାଲି ଗ୍ରାମରେ ମାଁ  ନବଦୁର୍ଗାଙ୍କ  ନବଦିନାତ୍ମକ ପୂଜନତ୍ସବ ରିତୀନିତୀ ସହକାରେ ଗତକାଲି ସମ୍ପର୍ଣ୍ଣ ହୋଇଯାଇଛି। ସ୍ଥାନିୟ ମାଁ ଭଗବତୀ ଘଣ୍ଟ ପାଟି ସଦସ୍ଯ ମାନଙ୍କ ଉଦ୍ଯମରେ ମହୋତ୍ସବଟି ଦିର୍ଘଦିନ ହେବ କ୍ରମାଗତ ଭାବରେ ଆୟୋଜିତ ହେଉଛି। ଗତ ଗୁରୁବାର ମାଁଙ୍କୁ ଶୈଳପୁତ୍ରୀ ରୂପରେ ପରମ୍ପରା ଅନୁଶାରେ ପୂଜନ କାର୍ଯ୍ଯ ଆରମ୍ଭ ହୋଇଥିଲା।  ପୁର୍ବାହ୍ନରେ ସଙ୍କଳ୍ପଧାରୀ ଭକ୍ତ ଓ ସାଧକ ମାନେ ମାଁଙ୍କ  ପୂଜାର୍ଚ୍ଚନା ପର୍ବରେ ପୂଜକଙ୍କ ସହାୟତାରେ ସଙ୍କଳ୍ପ ନେବା ସହ ପ୍ରଦିପ ସ୍ଥାପନ କରିଥିଲେ। ଅପରାହ୍ନରେ ମାଁ ଦୁର୍ଗାଙ୍କ ପୂଜାକାର୍ଯ୍ଯ ଆରମ୍ଭ ପାଇଁ ପୂଜାକର୍ତ୍ତା ଲୋକନାଥ ପଟେଲ ଓ ଧର୍ମପତ୍ନୀ ଜିତେଶ୍ବରୀ ପଟେଲଙ୍କ ନେତୃତ୍ବରେ ଭକ୍ତ ମାନେ ପାଟଖଣ୍ତା ଧୌତ ଉଦେଶ୍ଯ ନେଇ ଶୋଭାଯାତ୍ରାରେ ବାହାରିଥିଲେ। ପରିକ୍ରମା ମାଧ୍ଯମରେ ସ୍ଥାନୀୟ ନଈ କୂଳରେ ପହଞ୍ଚିଲା ପରେ ପଣ୍ତିତ ପାନାଲାଲ ଦାଶଙ୍କ ସମେତ ଆଚାର୍ଯ୍ଯ ଗଣନାଥ ମହାପାତ୍ରଙ୍କ ଦ୍ବାରା ରିତୀନିତୀ ଅନୁସାରେ କାର୍ଯ୍ଯକ୍ରମ ଆରମ୍ଭ ହୋଇଥିଲା। ଖଣ୍ତାଧୌତ ପୂଜନ ପର୍ବ ସମ୍ପର୍ଣ୍ଣ ପରେ ଭକ୍ତମାନେ ମନ୍ଦିରରେ ପହଞ୍ଚି ମାଁଙ୍କ ସମ୍ମୁଖରେ ପାଟଖଣ୍ତା ଓ ଅନ୍ଯ ଅସ୍ର୍ତଶସ୍ର୍ତ ମାନ ସ୍ଥାପନ କରିଥିଲେ। ପରେ ମାଁଙ୍କ ଶୈଳପୁତ୍ରୀ ରୂପରେ ନବ ଦିନାତ୍ମକ ପୂଜନ ପର୍ବ ପଣ୍ଡିତ ମାନଙ୍କ ସହାୟତାରେ ଆରମ୍ଭ କରାଯାଇଥିଲା। ବିଭିନ୍ନ ଦିବସରେ ମାଁଙ୍କ ଭିନ୍ନ ଭିନ୍ନରୂପରେ ପୂଜା କାର୍ଯ୍ଯକ୍ରମ ପରିଚାଳିତ ହୋଇଥିଲା। ଉଦଯାପନୀ ଦିବସରେ ନବକୁଆଁରୀ ପୂଜନ ସହ ହୋମଯଜ୍ଞ ଅନୁଷ୍ଠାନର ପୂର୍ଣ୍ଣାହୁତୀ ଅନୁଷ୍ଠିତ ହୋଇଥିଲା।  ପ୍ରତ୍ୟେକ ଦିନ ସ୍ଥାନୀୟ ଝିଅ ମାନଙ୍କ ଦ୍ବାରା ଚିତ୍ତାକର୍ଷକ ଗରବା ନୃତ୍ଯ ପରିବେଶିତ ହୋଇଥିଲା ।କମିଟି ସଦସ୍ଯ ଓ କର୍ମକର୍ତ୍ତା କରମଚାନ୍ଦ ମଗର,ସୁରେଶ ମଗର,ଅଶ୍ବିନୀ ପଟେଲ,ଗଣେଷ ସାହୁ,ଅର୍ଜୁନ ପଟେଲ,ଚତୃଭୁଜ ନାଏକ ପ୍ରମୁଖ ପରିଚାଳନାରେ ସହଯୋଗ କରିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like