-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ପାପଡାହାଣ୍ଡି ରାବଣ ପୋଡି ଦେଖି ଯିବା ସମୟ ରେ ପିକ୍ ଅପ ଦୁର୍ଘଟଣା

14-Oct-2024



ନବରଙ୍ଗପୁର: (ମିହିର ଶଙ୍କର ପାତ୍ର,)ପାପଡାହାଣ୍ଡି ବ୍ଳକ ହାତୀବେତା ଗ୍ରାମ ପଞ୍ଚାୟତ ର କେରଣ୍ଡି ଗ୍ରାମ ରୁ ଏକ ପିକ୍ ଅପ ରେ ଅନ୍ୟୁନ ୩୩ଜଣ ପାପଡାହାଣ୍ଡି କୁ ରାବଣ ପୋଡି ଦେଖିବାକୁ ଯାଉଥିଲେ l କେରଣ୍ଡି ଗ୍ରାମରୁ ବାହାରି ଆସିବା ବାଟରେ ଭାରସାମ୍ୟ ହରାଇ ପିକ୍ ଅପ ଟି ଦୁର୍ଘଟଣା ଘଟି ଦୁଇ ତିନି ପଲଟି ଦେଇ ଜମି ଭିତରେ ଛିଡ଼ା ହୋଇ ଗଲା l ଉକ୍ତ ପିକ୍ ଅପ ନମ୍ବର ଓ ଡି ୨୪କେ ୧୧୭୪ ରେ ତରୁଣ ହରିଜନ (୩୧),ସୁଦର୍ଶନ ନାୟକ (୩୦),ଗୁରୁ ବନ୍ଧୁ ଭତ୍ରl (୨୫),ଗୁପ୍ତ ଭତ୍ରl (୧୭),ସଙ୍ଖ ଭତ୍ରl( ୨୧),ଚମନ ବିନ୍ଧାଣୀ (୧୬),ନକୁଳ ମାଝୀ(୧୭),ବିଭୁତି ମାଳି(୧୭),ନକୁଳ ମିର୍ଗାନ୍(୧୮),ଭରତ ଭତ୍ରl (୨୪),ସୁମନ ବିନ୍ଧାଣୀ (୧୬),ମିଥୁନ ଭତ୍ରl(୧୬),ଚଇନୁ ଭତ୍ରl (୧୬),ସନୁ ମାଝୀ (୧୬),ତୁଳସୀ ମାଝୀ(୨୪),ଦେବ ଭତ୍ରl (୧୯),ସୋସାଇଟିର ନାୟକ (୨୨),ଭଗତ ମାଝୀ(୨୪),ରୂପା ଭତ୍ରl ( ୨୪),ହେମ କାନ୍ତ ଭତ୍ରl (୧୫),ମଙ୍ଗଳ ସାଇ ଭତ୍ରl (୧୮),ଗିରିଧର ଭତ୍ରl (୧୭),ବିଷମ ନାୟକ (୧୭),ପ୍ରତାପ ନାୟକ (୧୮),ଘନଶ୍ୟାମ ନାୟକ (୧୮),ରାଜେଶ ନାୟକ (୨୪),ଘାସିରାମ ବିନ୍ଧାଣୀ ( ୧୮) ପ୍ରମୂଖ ଖଣ୍ଡିଆ ଖାବରା ହୋଇ ଥିବା ବେଳେ କେଶବ ଭତ୍ରl (୨୨),ଭସମନ ଭତ୍ରl (୧୮),ଡମନା ବିନ୍ଧାଣୀ (୧୭),ଧରମା ଭତ୍ରl (୧୮),ଗୋପବନ୍ଧୁ ମାଝୀ (୧୬)ଓ ମାଣିକ ଭତ୍ରl (୧୭)ପ୍ରମୂଖ ଏଇ ୬ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ନବରଙ୍ଗପୁର ଜିଲ୍ଲା ସଦରମହକୁମା ଡାକ୍ତରଖାନା କୁ ସ୍ଥାନାନ୍ତରିତ କରାଯାଇଛି l ଏଇ ସମସ୍ତ ଦୁର୍ଘଟଣା ଗ୍ରସ୍ତ ଲୋକମାନଙ୍କୁ ଡାଃ ସୁଜନ୍ୟା,ମହିଳା ସ୍ବାସ୍ଥ୍ୟକର୍ମୀ କିରଣ ବାଳା ରାଉତ ଓ ପଲ୍ଲବୀ ନାୟକ ପ୍ରାଥମିକ ଚିକିତ୍ସା କରୁଥିବା ବେଳେ ଡିଉଟି ନ ଥିବା ସତ୍ତ୍ୱେ ଡାଃ ତନ୍ମୟ କୁମାର ଦୀକ୍ଷିତ୍ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ପହଁଚି ଦୁର୍ଘଟଣା ରେ ଶିକାର ହୋଇଥିବା ଲୋକ ଙ୍କୁ ପ୍ରାଥମିକ ଚିକିତ୍ସା କରାଇ ଗୁରୁତର ମାନଙ୍କୁ ନବରଙ୍ଗପୁର ଜିଲ୍ଲା ସଦରମହକୁମା ଚିକିତ୍ସାଳୟ କୁ ସ୍ଥାନାନ୍ତର କରାଇବାରେ ସହଯୋଗ କରିଥିଲେ l ଡାକ୍ତର ହେବ ତ ଏମିତି ବୋଲି ଜନସାଧାରଣରେ ଚର୍ଚ୍ଚା ଜୋର ଧରିଛି l ପିକ୍ ଅପ ଟି କେରଣ୍ଡି ଗ୍ରାମର ବୋଲି ଜଣା ଯାଇଛି l ଆହତ ଓ ଗୁରୁତର ମାନଙ୍କୁ ଦୁଇଟି ଆମ୍ବୁଲାନ୍ସ ଓ ଅଗ୍ନିଶମ ବିଭାଗ କର୍ମଚାରୀ ମାନଙ୍କ ସହଯୋଗରେ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତୀ କରାଯାଇଥିଲା l ଥାନା ଅଧିକାରୀ  ସୁନୀଲ କୁମାର ପ୍ରଧାନ ସ୍ୱାସ୍ଥ୍ୟ କେନ୍ଦ୍ର କୁ ଯାଇ ଆହତ ଓ ଗୁରୁତର ମାନଙ୍କ ସ୍ୱାସ୍ଥ୍ୟ ସେବା ଉପରେଧ୍ୟାନ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like