-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ଶାରଦୀୟ ଦୁର୍ଗାପୂଜା ପାଇଁ ଉତ୍ସବମୁଖର ଭବାନୀ ପାଟଣା ସହର I

14-Oct-2024



(ତ୍ରିନାଥ ବେଶ୍ରା  )
  ଅସତ୍ୟ ଉପରେ ସତ୍ୟ, ଅଧର୍ମ ଉପରେ ଧର୍ମ, ଅନ୍ୟାୟ ଉପରେ ନ୍ୟାୟର ବିଜୟର ପ୍ରତୀକ  ହୋଇଛନ୍ତି ମା ଦୁର୍ଗା। ପାପ ନାସିନି ମା ଆବିର୍ଭୂତା ହୋଇଥିଲେ ଅସୁରରାଜ ମହିଷାସୁରକୁ ବଧ କରିବା ପାଇଁ ଓ ସେଥିପାଇଁ ସେ ମହିଷାମର୍ଦ୍ଧିନୀ ରୂପେ ମଧ୍ୟ ସେ ପୂଜିତା ହେଉଛନ୍ତି। ଜଗତ ଜନନୀ ଙ୍କୁ ଆବାହନ କରିବା ପାଇଁ  ସାରା ଦେଶରେ ପୂଜା ପାଉ ଥିବା ବେଳେ  ଆମ କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ନକଟିଗୁଡା ଠାରେ ମଧ୍ୟ୍ୟ ବଡ଼ ଆଡମ୍ବର ସହିତ ପୂଜା କରାଯାଉଛି  ଆଜି ଉତ୍ସବ ମୁଖର ହୋଇଉଠିଛି। ବହୁ ବର୍ଷ ହେଲାଣି ଜଗତ ଜନନୀ ମା ଦୁର୍ଗା ପୂଜା କମିଟି  ତରଫରୁ  ସ୍ଵତନ୍ତ୍ର ଭାବ ସାଜସଜ୍ଜା ହୋଇ ନିର୍ମିତ ପୂଜା ମଣ୍ଡପ ଠାରେ ମା ଦୁର୍ଗା ଙ୍କ ବିଗ୍ରହ ସ୍ଥାପନ କରାଯାଇ ପୂଜାର୍ଚ୍ଚନା କରାଯାଉଛି । ଆନ୍ଧ୍ର ଓ ଛତିଶ ଗଡ଼ ସୀମାନ୍ତ ଅଞ୍ଚଳ ହୋଇଥିବା ବେଳେ  ଭକ୍ତି ନୈବେଦ୍ୟ ଅର୍ପଣ କରିବାକୁ ଶତାଧିକ ଭକ୍ତଙ୍କ ସୁଅ ଛୁଟୁଥିବାର ଦେଖିବାକୁ ମିଳୁଛି। ଏହାରି ଭିତରେ ଶୁକ୍ରବାର ଦିନ ମା ଙ୍କ ମହାଷ୍ଟମୀ ପୂଜା ଆରମ୍ଭ ହୋଇଥିବା ବେଳେ ଭକ୍ତଙ୍କ ଭିଡ଼ ବୃଦ୍ଧି ପାଉଛି। ସ୍ଥାନୀୟ ପୋଲିସ ଟିମ ଶାନ୍ତି ଶୃଙ୍ଖଳା ରକ୍ଷା ସକାଶେ ଉପସ୍ଥିତ ରହିଛନ୍ତି ।ରବିବାର ଦିନ ଶତାଧିକ ଶ୍ରଦ୍ଧାଳୁ ଏକତ୍ରିତ ହୋଇ ରାବଣ ପଡ଼ି ଦୃଶ୍ୟ ଦେଖିବାକୁ ମିଳିଛି। ପୂଜାକମିଟି ସୁଚନା ଅନୁଯାଇ ରବିବାର ଦିନ ପୂର୍ଣ୍ଣାହୁତି, ସୋମବାର ଦିନ ଅନ୍ନଦାନ ରହିଥିବା ବେଳେ ବୁଧବାର ଦିନ ଭଷାଣି ଉତ୍ସବ ଅନୁଷ୍ଠିତ କରାଯିବ। ପୂଜା ମଣ୍ଡପ ଭିତରେ ଭଗବାନ ଗଣେଶ , ଲକ୍ଷ୍ମୀ, ସରସ୍ୱତୀ ଓ କାର୍ତ୍ତିକ ମୂର୍ତ୍ତି ରହି ପୂଜା ପାଉଛନ୍ତି, ନକଟିଗୁଡା ଦୁର୍ଗା ପୂଜା କମିଟି ସମସ୍ତ ସଦସ୍ୟ ଉପସ୍ଥିତ ରହି ସାହାଯ୍ୟ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like