-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||     

HOME   ଜିଲ୍ଲା

ଟିମନପୁର ଗ୍ରାମରେ ପବିତ୍ର ବିଜୟ ଦଶମୀରେ ରାବଣ ପୋଡ଼ି କାର୍ଯ୍ୟକ୍ରମ ଅନୁଷ୍ଠିତ

14-Oct-2024



(ଚିନ୍ତାମଣି ନେତାମ)
ନୂଆପଡ଼ା ଜିଲ୍ଲା ସିନାପାଲି ବ୍ଲକ ଅନ୍ତର୍ଗତ ଟିମନପୁର ଗ୍ରାମରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ପବିତ୍ର ବିଜୟ ଦଶମୀରେ ରାବଣ ପୋଡ଼ି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏ ଅବସରରେ ମୁଖ୍ୟ ଅତିଥି ଭାବରେ ସାଂସଦ ପ୍ରାର୍ଥୀ ଶ୍ରୀଯୁକ୍ତ ଲମ୍ବୋଦର ନିଆଳ  ଯୋଗଦେଇ ଟିମନପୁର ହାଇସ୍କୁଲ୍ ପଡ଼ିଆରେ ଆୟୋଜିତ ହୋଇଥିବା ରାବଣ ପୋଡ଼ି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ ।ଉକ୍ତ କାର୍ଯ୍ୟକ୍ରମରେ ୧୪ ନଂ ଜୋନ ଜିଲ୍ଲାପରିଷଦ ସଦସ୍ୟା ଶ୍ରୀମତୀ ଆଶା ଜୈନ, ଶ୍ରୀମତୀ ମନ୍ଦାକିନୀ ବଘେଲ, ସିନାପାଲି ଥାନା ବରପ୍ରାପ୍ତ ଅଧିକାରୀ ଶ୍ରୀମତୀ ରଶ୍ମିତା ପ୍ରଧାନ, ଶ୍ରୀଯୁକ୍ତ କୁଳଚନ୍ଦ୍ର ନାୟକ,   ସତ୍ୟ ଗହିର,   ଶ୍ରୀଯୁକ୍ତ ସୌଦାଗର ସାହୁ, ସତ୍ୟନାରାୟଣ ଦଣ୍ଡସେନା , ଦୁର୍ଗାପୂଜା କମିଟିର କର୍ତ୍ତା 
ରାଇଧର ଖର୍ସେଲ ଓ ତାଙ୍କ ଧର୍ମପତ୍ନୀ ଖେମେ ଖର୍ସେଲ
ବୈକୁଣ୍ଠ ଦଣ୍ଡସେନା (ସଭାପତି) ଜକସନ୍ ଖର୍ସେଲ (ସମ୍ପାଦକ), ହିମାନ ମାଝି( କ୍ୟାସୀୟର),ନମ ତାଣ୍ଡି, ଶୁଭନାରାୟଣ ଦଣ୍ଡସେନା,ସରୋଜ ଦଣ୍ଡସେନା, ଫୁଳଚନ ଦଣ୍ଡସେନା,
ଛବିଲାଲ ଦଣ୍ଡସେନା,ଜଗଦା ନୀଆଲ, ଭାଗତରାମ ମେହେର, ମୁକେଶ ଦଣ୍ଡସେନା,ଗଦାଧର ଦଣ୍ଡସେନା
ଦଶରଥ ଦଣ୍ଡସେନାଙ୍କ ସମେତ ଆୟୋଜିତ ଉକ୍ତ ରାବଣ ପୋଡ଼ି କାର୍ଯ୍ୟକ୍ରମରେ ଅଞ୍ଚଳର ହଜାର ହଜାର ଜନସାଧାରଣଙ୍କ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ଉପଭୋଗ କରିଥିଲେ ।ଭଳିକି ଭଳି ଆତସବାଜି ଓ ବାଣ ରୋଷଣୀରେ ଝଲସି ଉଠିଥିଲା ପରିବେଶ ।ଏହି କାର୍ଯ୍ୟକ୍ରମରେ ଦୁର୍ଗାପୂଜା କମିଟିର କାର୍ଯ୍ୟକର୍ତ୍ତା ଓ ସଦସ୍ୟମାନେ ସହଯୋଗ କରିଥିଲେ ଓ ସିନାପାଲି ପୋଲିସ୍ ପ୍ରଶାସନ ଉପସ୍ଥିତ ରହି ଶାନ୍ତି ଶୃଙ୍ଖଳା ରକ୍ଷା କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026

You Might Also Like