-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||     

HOME   ଜିଲ୍ଲା

ନିଗମାନନ୍ଦ ବିହାର ଠାରେ ସାଂସ୍କୃତିକ ସଂଧ୍ୟା" ଅର୍ଘ୍ୟ ଥାଳି " ଉଦଯାପିତ

14-Oct-2024



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ନିଗମାନନ୍ଦ ବିହାର ଦୁର୍ଗା ପୂଜା ଅବସର ରେ ତିନିଦିନ ଧରି ଅନୁଷ୍ଟିତ ସାଂସ୍କୃତିକ କାର୍ଯ୍ୟକ୍ରମ "ଅର୍ଘ୍ୟ ଥାଳି" ବିଜୟା ଦଶମୀ ରେ ଉଦଯାପିତ ହୋଇ ଯାଇଛି ।ଏହି ଅବସର ରେ ମୋନାଲି ମହାପାତ୍ର ଙ୍କ ଦ୍ଵାରା ଅନୁଷ୍ଟିତ ସୁନ୍ଦରାକାଣ୍ଡ ପାରାୟଣ ରେ ପୂର୍ବତନ ମନ୍ତ୍ରୀ ସ୍ନେହାଙ୍ଗିନୀ ଛୁରିଆ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ମାଁ ଦୁର୍ଗା ଶାନ୍ତି ଦୟା କ୍ଷମା ର ପ୍ରତୀକ ବୋଲି ଉଲ୍ଲେଖ କରିଥିଲେ । ଏହି ଅବସର ରେ ପଡ଼ା ର ମହିଳା ମାନେ ଶ୍ରୀମତି ଛୁରିଆ ଙ୍କୁ ସମ୍ବର୍ଦ୍ଧିତ କରିଥିଲେ । ଅର୍ଘ୍ୟ ଥାଳି ର ପ୍ରଥମ ଦିବସ ରେ ଅଙ୍କିତ ସାହୁ ଓ ସାଥୀ ଙ୍କ ଭଜନ କାର୍ଯ୍ୟକ୍ରମ  ରେ ଅତିଥି କଳାକାର ଟଫିକ ଖାନ ,ପ୍ରମୋଦ ଦାଶ ଯୋଗ ଦେଇ ଭଜନ ପରିବେଷଣ କରିଥିଲେ।  ଦ୍ବିତୀୟ ଦିବସ ରେ ପୂର୍ବତନ ବିଧାୟକ ଦେବେଶ ଆଚାର୍ଯ୍ୟ ପୌର ଅଧ୍ୟକ୍ଷା କଳ୍ପନା ମାଝୀ ,ଟାଉନ ବିଜେଡି ସଭାପତି କିଶୋର ମିଶ୍ର ଯୋଗ ଦେଇ ମଣ୍ଡପ ରେ ମାଁ ଙ୍କ ପୂଜା ଅର୍ଚ୍ଚନା କରି ଆଶୀର୍ବାଦ ନେଇଥିଲେ । ପୂଜା କମିଟି ର ଅଧ୍ୟକ୍ଷ ପ୍ରଶାନ୍ତ କୁମାର ଦାଶ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଟିତ ଦ୍ବିତୀୟ ସନ୍ଧ୍ୟା ରେ ଅନୁଷ୍ଟିତ ସାଂସ୍କୃତିକ କାର୍ଯ୍ୟକ୍ରମ ରେ  ମୁଖ୍ୟ ଅତିଥି ବରଗଡ଼ ବିଧାୟକ ଅଶ୍ୱିନୀ ଷଡ଼ଙ୍ଗୀ ଓ ସମ୍ମାନିତ ଅତିଥି ପୂର୍ବ ତନ ପୌର ଅଧ୍ୟକ୍ଷ ପ୍ରଶାନ୍ତ ବେହେରା ଯୋଗ ଦେଇ ଥିବା ବେଳେ ଅନୁଷ୍ଟିତ ନୃତ୍ୟ ପ୍ରତିଯୋଗିତା ର କଳାକାର ଙ୍କୁ ପୁରସ୍କୃତ କରିଥିଲେ ।ଏହି ଅବସର ରେ ଉନ୍ନୟନ କମିଟି ସଭାପତି ସଦାଶିବ ସାହୁ,ସମ୍ପାଦକ ଟିକେଲାଲ ନାଏକ,ପୂଜା କମିଟି ସମ୍ପାଦକ ନବୀନ ସାବତ ପ୍ରମୁଖ ମଞ୍ଚା ସୀନ ଥିଲେ । ତିନି ଦିନ ଧରି ଅନୁଷ୍ଟିତ ସାଂସ୍କୃତିକ କାର୍ଯ୍ୟକ୍ରମ "ଅର୍ଘ୍ୟଥାଳି"  କୁ ଗୋପବନ୍ଧୁ ପୁରୋହିତ ସଂଯୋଜନା କରିଥିବା ବେଳେ କାର୍ଯ୍ୟ କ୍ରମ ପରିଚାଳନା ରେ ଦୁର୍ଗା ପୂଜା କମିଟି ର ସମସ୍ତ ସଦସ୍ୟ ସହଯୋଗ କରିଥିଲେ ଓ ମାଁ ଙ୍କ ମେଲାଣି ଶୋଭାଯାତ୍ରା ରେ ସମସ୍ତ ପଡ଼ା ବାସୀ ସାମିଲ ହୋଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026

You Might Also Like