-+91-9937148622 |

prerana_bgr@rediffmail.com |

  Thursday 20th August 2026 |

| | | |

R.N.I. Regd No. ODIODI/2010/46693

Breaking News

ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ    (20-Aug-2026)       ||      ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ    (20-Aug-2026)       ||      ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   (20-Aug-2026)       ||      ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   (20-Aug-2026)       ||      ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   (20-Aug-2026)       ||      ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   (20-Aug-2026)       ||      ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   (20-Aug-2026)       ||      ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ    (20-Aug-2026)       ||      ଜିଲ୍ଲାସ୍ତରୀୟ ରେଡକ୍ରସ କାଉନସେଲର ତାଲିମ ଶିବିର ଉଦ୍‌ଯାପିତ   (30-Jul-2026)       ||      ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ପବିତ୍ର ଶ୍ରାବଣରେ ଦୁଇ ବେସାହାରା ଭିକ୍ଷୁକଙ୍କ ଶେଷ ସାହାରା ସାଜିଲା ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ   (20-Aug-2026)       ||      *ଲେହିଡି ଗାଁରେ ଗୋଶାଳା ପାଇଁ ଭୁମି ପୂଜନ ଓ ବୃକ୍ଷ ରୋପଣ କାର୍ଯ୍ୟ କ୍ରମ*-   (20-Aug-2026)       ||      ବଗଡ଼ାରେ ଗ୍ରୀନ୍ ଇଗଲ୍ ଆର୍ମି ପକ୍ଷରୁ ବନମହୋତ୍ସବ   (20-Aug-2026)       ||      ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ   (20-Aug-2026)       ||      ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   (20-Aug-2026)       ||      ନବରଙ୍ଗପୁର ଜିଲ୍ଲାର ନୀରିହ ଆଦିବାସୀ ଯୁବକର ୧ ଲକ୍ଷ ୨୦ହଜାର ଟଙ୍କା ଖାଇଗଲେ କେନ୍ଦୁଝର ର ଝିଅ   (20-Aug-2026)       ||      ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   (19-Aug-2026)       ||      ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   (19-Aug-2026)       ||      ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   (19-Aug-2026)       ||     

HOME   ଜିଲ୍ଲା

ମୋଦି ଏବଂ ନବୀନ ସରକାର ତୁମ ଅଣ୍ଡା, ଭାତ-ଡାଲମା, ସୋୟା ବଡି ତୁମେ ନିଅ  ଆମ ଗାଁ ସ୍କୁଲ ଆମକୁ ଫେରାଇ ଦିଅ 

05-Jan-2021



ବଲାଙ୍ଗିର-  ଆଜି ଚିପାକାନୀ, ଝପୁଟୁପାଲି, ସିନାଖମନ, ଜଟିପାଲି, ଖାଡିଆପଡା,ଚମାରଟିକ୍ରା, ଧୁମାମରା ଗ୍ରାମ ସ୍କୁଲ ବନ୍ଦ ହେବାକୁ ଥିବା ପ୍ରାଥମିକ ବିଦ୍ୟାଳୟର ଛାତ୍ର ଛାତ୍ରୀ ଏବଂ ଅଭିଭାବକ ମାନେ ବଲାଙ୍ଗିର ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ଓଡିଶା ବନ୍ଦ ଡାକରା ପାଳନ କରି ଛାତ୍ର ଛାତ୍ରୀଙ୍କ ଦ୍ୱାରା ମୋଦି ଏବଂ ନବୀନ ସରକାର ତୁମ ଅଣ୍ଡା, ଭାତ-ଡାଲମା, ସୋୟା ବଡି ତୁମେ ନିଅ, ଆମ ଗାଁ ସ୍କୁଲ ଆମକୁ ଫେରାଇ ଦିଅ - ଆମେ ପଢିବାକୁ ଚାହୁଁଛୁ ବୋଲି ଜିଲ୍ଲାପାଳଙ୍କୁ ନିବେଦନ କରିଛନ୍ତି । କୁନି କୁନି ଛୁଆ ମାନେ ୪ ରୁ ୫ କି.ମି. ଦୂରତା ଅନ୍ୟ ଗାଁ ସ୍କୁଲକୁ ପଢିଯିବା ବନ୍ୟ ଜନ୍ତୁ, ଛୁଆ ଚୋର, ଖରା, ବର୍ଷା, ନଦୀ ନାଳ ଡେଇଁ ଯାଇ ପାରିବେ ନାହିଁ ତଥା ସେମାନେ ଶିକ୍ଷାର ଅଧିକାର ସହ ପଢିବାକଜୁ ଚାହୁଁଛନ୍ତି ଏବଂ ସରକାରକୁ କହିଛନ୍ତି ସରକାର ତୁମ ଶିକ୍ଷା ବୃତ୍ତି, ମଧ୍ୟାହ୍ନ ଭୋଜନ, ଅଣ୍ଡା ଭାତ-ଡାଲମା, ସୋୟା ବଡି ତୁମେ ନେଇଯାଅ, କିନ୍ତୁ ଆମ ସ୍କୁଲ ଆମକୁ ଫେରାଇ ଦିଅ  କହି ଧାରଣାରେ ବସି ରହିଛନ୍ତି । ଅଭିଭାବକ ମାନେ ମଧ୍ୟ ଗରିବ ଶ୍ରେଣୀର ଶ୍ରମିକ, ଚାଷୀ ଖଟିଖିଆ ନିଜ ପିଲା ଛୁଆଙ୍କୁ ଅନ୍ୟ ଗାଁକୁ ନେଇ ପାରିବେ ନାହିଁ ଏବଂ ତାଙ୍କ କାମଧନ୍ଦାରେ ବାଧା ପ୍ରାପ୍ତ ହେବ କହି ମୁଖ୍ୟମନ୍ତ୍ରୀଙ୍କୁ ୍ର ବଲାଙ୍ଗିର ଜିଲ୍ଲାପାଳ ଙ୍କ ଜରିଆରେ ଏକ ଦାବୀପତ୍ର ଦେଇଛନ୍ତି । ସ୍କୁଲରେ କମ ଛାତ୍ର ଛାତ୍ରୀଙ୍କ ଉପସ୍ଥିତି କୁ ନେଇ ଗାଁର ଶିକ୍ଷା ବ୍ୟବସ୍ଥା ବନ୍ଦ କରିବା ଭାରତ ଏବଂ ଓଡିଶା ସରକାର ର ସର୍ବ ଶିକ୍ଷା ଅଭିଯାନ ଏବଂ ବାଧ୍ୟତା ମୂଳକ ମୌଳିକ ସମ୍ଭିଧାନିକ ଅଧିକାର ରୁ ସ୍କୁଲ ବନ୍ଦ ହେଲେ ବଂଚିତ ହୋଇଯିବେ ବୋଲି କହିଛନ୍ତି । ୧୦୦ ରୁ ଊର୍ଦ୍ଧ୍ୱ କୁନି କୁନି ଛାତ୍ର ଛାତ୍ରୀ ଏବଂ ଅଭିଭାବକ ମାନେ ଧାରଣାରେ ଭିଲେଜର୍ସ ଇଣ୍ଡିଆ ପାର୍ଟି ତଥା ଓଡିଶା ପ୍ରାଥମିକ ବିଦ୍ୟାଳୟ ବଚାଓ ସମିତି ର ନେତୃତ୍ୱରେ ଆଜି ଓଡିଶା ବନ୍ଦ ଡାକରା ସହ ଧାରଣା ଦିଆଯାଇଛିା 

  ଓଡିଶାର ୧୪୫୦୦ ପ୍ରାଥମିକ ବିଦ୍ୟାଳୟ, ୧୬ ବି.ଏଡ. ମହାବିଦ୍ୟାଳୟ ୩୦୦ କୃଷି ଭିତ୍ତିକ ଶିଳ୍ପ, ଶୀତଳ ଭଣ୍ଡାର, କେବିକେ ଯୋଜନା, ନିଳାଚଳ ଇସ୍ପାତ କାରଖାନା ବନ୍ଦ ବିରୁଦ୍ଧରେ ଭିଲେଜର୍ସ ଇଣ୍ଡିଆ ପାର୍ଟି ଏବଂ ଓଡିଶା ପ୍ରାଥମିକ ବିଦ୍ୟାଳୟ ବଂଚାଅ ସମିତି ଦ୍ୱାରା ଓଡିଶା ବନ୍ଦ ଡାକରା ସମର୍ଥନ ପାଇଁ ଜନ ସାଧାରଣ ଏବଂ ମିଡିଆଙ୍କୁ ଅପିଲ କରାଯାଇଛି । ଭିଲେଜର୍ସ ଇଣ୍ଡିଆ ପାର୍ଟି ଅଧ୍ୟକ୍ଷ ଡ. ବିପିନ କୁଶୁଲିଆଙ୍କ ସହ ଓଡିଶା ପ୍ରାଥମିକ ବିଦ୍ୟାଳୟ ବଂଚାଅ ସମିତି ଅଧ୍ୟକ୍ଷ ନୟନ ମିର୍ଦ୍ଧାଙ୍କ ଦ୍ୱାରା  ସମସ୍ତ ସରକାରୀ ଏବଂ ବେସରକାରୀ କାର୍ଯ୍ୟାଳୟ, ସ୍କୁଲ, କଲେଜ, ଦୋକାନ ବଜାର ଅନୁରୋଧ କରିଛନ୍ତି ଯେ, ଓଡିଶା ଏବଂ କେନ୍ଦ୍ର ସରକାରଙ୍କ ଦ୍ୱାରା  ଓଡିଶାରେ ହଜାର ହଜାର ପ୍ରାଥମିକ ବିଦ୍ୟାଳୟ ବନ୍ଦ ହୋଇଯିବା ନିଷ୍ପତ୍ତି ଦ୍ୱାରା କରୋନା ମହାମାରୀ ସମୟରେ ୩୦ ଜିଲ୍ଲା ର ପ୍ରତ୍ୟେକ ଗାଁରେ ଅଭିଭାବକ ଏବଂ ଛାତ୍ର ଛାତ୍ରୀ ମାନେ ଚିନ୍ତାରେ ପଡିଯାଇଛନ୍ତି ଏବଂ ନିଜ ପିଲାଛୁଆଙ୍କୁ ଅନ୍ୟ ଗାଁକୁ ଦେବା ପାଇଁ ଇଛୁକ ନୁହନ୍ତି  ଯୋଗୁଁ  ଓଡିଶା ବନ୍ଦ ଡାକରାକୁ ସମର୍ଥନ ଅପିଲ କରାଯାଇଛି ।  ତା ସହ ଅମାନିଆ ଓଡିଶା ଏବଂ କେନ୍ଦ୍ର ସରକାର ଛାତ୍ର ଛାତ୍ରୀ ସଂଖ୍ୟା ଙ୍କ ଉପସ୍ଥିତି ନେଇ ହଜାର ହଜାର ପ୍ରାଥମିକ ବିଦ୍ୟାଳୟ ବନ୍ଦ କରିବା 


News Comment




Photo in News

Advertisment
Lastest News
  ଜିଲ୍ଲା  
ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ   20-Aug-2026
  ଜିଲ୍ଲା  
ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ   20-Aug-2026
  ଜିଲ୍ଲା  
ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   20-Aug-2026
  ଜିଲ୍ଲା  
ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   20-Aug-2026
  ଜିଲ୍ଲା  
ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   20-Aug-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   20-Aug-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   20-Aug-2026
  ଜିଲ୍ଲା  
ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   20-Aug-2026
  ରାଜ୍ୟ  
ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ   20-Aug-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ରେଡକ୍ରସ କାଉନସେଲର ତାଲିମ ଶିବିର ଉଦ୍‌ଯାପିତ   30-Jul-2026
  ଜିଲ୍ଲା  
ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ପାଳିତ   20-Aug-2026
  ଜିଲ୍ଲା  
ପବିତ୍ର ଶ୍ରାବଣରେ ଦୁଇ ବେସାହାରା ଭିକ୍ଷୁକଙ୍କ ଶେଷ ସାହାରା ସାଜିଲା ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ   20-Aug-2026

You Might Also Like