-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||     

HOME   ଜିଲ୍ଲା

ବାଲି ମାଫିଆଙ୍କ ଭୁ ସ୍ୱର୍ଗ ପାଲିଟିଛି କୋସାଗୁମଡା ବ୍ଲକ ,,,,,, :-କଡେଙ୍ଗା ତହସିଲ ଅଧୀନରେ ବେଆଇନ ବାଲି ଚୋରାଚାଲାଣ ତହସିଲଦାର ନିରବ,ସରକାରଙ୍କ କୋଟି କୋଟି ଟଙ୍କାର ରାଜସ୍ୱହାନି

14-Oct-2024



ନବରଙ୍ଗପୁର(ମିହିର ଶଙ୍କର ପାତ୍ର,)ବେଆଇନ ଭାବେ ବାଲି ଗଦା କରି ରଖୁଛନ୍ତି ବାଲି ମାଫିଆ । ଏଭଳି ଘଟଣା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲ୍ଲା କୋଡିଗାଁ ତହସିଲ୍ ଅନ୍ତର୍ଗତ ବେଲପୁଟି ବାଲିଘାଟରେ, ବାଲିଘାଟ ରୁ ବାଲି ଆଣି ସହ ସହ ଟିପର ବାଲି ଆଦିବାସୀ ଗୁଡ଼ା ପୋଖରୀ ନିକଟରେ ଠୁଳ କରାଯାଇଛି  । ଏହା ମଧ୍ୟ ବିନା ଟେଣ୍ଡେରରେ  ସ୍ଥାନୀୟ ତହସିଲ ପ୍ରଶାସନ ସବୁ ଜାଣି ମଧ୍ୟ ନିରବଦ୍ରଷ୍ଟା ସାଜିଛି। ସୂଚନା ଥାଉ କି କିଛିଦିନ ପୂର୍ବେ   କୋସାଗୁମଡା ଅଂଚଳର ଜଣେ ଵାଲି ମାଫିଆ ଦିବାକର ବିଷୟୀ ବାଲେଗାଁ, କୋଟାଗାଁ, ସେମଳା ଓ ଏକରୀ ନଦୀଘାଟ ରୁ ଜେସିବି ମେସିନ ଲଗାଇ ବାହାର ରାଜ୍ୟକୁ ବାଲିଚାରା ଚାଲାଣ କରୁଥିବା ଲୋକେ ବାରମ୍ବାର ଅଭିଯୋଗ

କରି ଥିଲେ  ଅଭିଯୋଗ  ପରେ 
 ଜିଲ୍ଲା ଖଣିବିଭାଗ ଦାଇତ୍ୱ ରେ ଥିବା କର୍ମଚାରୀ ଆଦିତ୍ୟ ଆଚାର୍ଯ୍ୟ ଆସି କିଛି ପାଇସା ଆଦାୟ କରି ଛାଡ଼ି ଦେଇଥିଲେ।ଦୁଃଖର ବିଷୟ ମେସିନ ଟିପର ଗାଡ଼ି ଗୁଡ଼ିକ ଜବତ କରିବା କଥା କିନ୍ତୁ ବାଲି ମାଫିଆ ଓ ବିଭାଗୀୟ ଅଧିକାରୀଙ୍କ ମଧୁ ଚନ୍ଦ୍ରିକାରେ ସବୁ ସାଲାସୁତାର ହେଇଗଲା । କେବଳ ବର୍ଷରେ ଥରେ ଅଧେ ଚଢ଼ଉ କରି ଜରିମନା ଆଦାୟ କରୁଛନ୍ତି ପ୍ରଶାସନିକ ଅଧିକାରୀ। ଅନ୍ୟ ଦିନରେ ମାଫିଆଙ୍କୁ ବେଧଡ଼କ ବାଲି ଚାଲାଣ ପାଇଁ ସୁଯୋଗ ଦେଉଛନ୍ତି ବୋଲି ଅଞ୍ଚଳବାସୀଙ୍କ ପକ୍ଷରୁ ଅଭିଯୋଗ ହେଉଛି। ବେଲପୁଟି ଅଂଚଳରେ ବିନା ଟେଣ୍ଡରରେ ପ୍ରତିଦିନ ଜେସିବି ଓ ଟିପର ମାଧ୍ୟମରେ  ବେଆଇନ ଭାବେ ବାଲି ଉଠାଯାଉଛି। ବାର୍ଷିକ ହାରାହାରି କୋଟିକୋଟି ଟଙ୍କାର ବାଲି ଉଠାଇ ମାଫିଆମାନେ  ବେଇଆନ ଭାବେ  ଚାଲାଣ କରୁଥିବା ଦେଖିବାକୁ ମିଳିଛି  । ବେଆଇନ ବାଲି  ଚୋରା ଚାଲାଣ ବଢୁଥିବା ଅଭିଯୋଗ ହେଉଛି ।ଏବିଷୟରେ କୋଡିଗାଁ ତହସିଲଦାଙ୍କୁ ବାରମ୍ବାର 
ଯୋଗାଯୋଗ କରିବାକୁ ଚେଷ୍ଟା କରାଯାଇଥିଲେ ମଧ୍ୟ 
 ଯୋଗାଯୋଗ ହୋଇ ପାରୁନାହିଁ।
କୋଡିଗାଁ ଓ କଷାଗୁମୁଡା  ଅଂଚଳରେ ହେଉଥିବା ବାଲି ଚୋରା ଚାଳନ ରଖିବା ପାଇଁ ମାଇନ୍ସ ବିଭାଗୀୟ ଅଧିକାରୀ ଆଦିତ୍ୟ ଆଚାର୍ଯ୍ୟ  ଏଵଂ ଜିଲ୍ଲା ପ୍ରଶାସନର ହସ୍ତକ୍ଷେପ  ନିହାତି ଅବଶ୍ୟକ ରହିଛି ବୋଲି ଜନ ସାଧାରଣ ରେ ଚର୍ଚ୍ଚା ହେଉଛି


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026

You Might Also Like