-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||     

HOME   ଜିଲ୍ଲା

ସାଧୁବାଦ୍ ପାଆନ୍ତି ଶାନ୍ତି ଦିଦି

14-Oct-2024



ନର୍ଲା(ଚିନ୍ତାମଣି  ନାଏକ )
ନର୍ଲା ବ୍ଲକ ସର୍ଗିଗୁଡା ଗ୍ରାମ ପଞ୍ଚାୟତ ଉଳିସିର୍କା ଭଳି ଏକ ମଫସଲ ଗ୍ରାମର ମହିୟସୀ ଆଦିବାସୀ ମହିଳା ଶାନ୍ତି ମାଝୀ ପ୍ରଥମେ  ୨୦୦୬ ମସିହାରେ ଜାତୀୟ ସ୍ୱାସ୍ଥ୍ୟ ମିଶନ ଯୋଜନା ରେ ଉଳିସିର୍କା ଗ୍ରାମର ଆଶାକର୍ମୀ ଭାବରେ ତାଙ୍କର କର୍ମମୟ ଜୀବନ ଆରମ୍ଭ କରିଥିଲେ ଏବଂ ନର୍ଲା ବ୍ଲକ ତଥା କଳାହାଣ୍ଡି ଜିଲ୍ଲାରେ ଶିଶୁ ଓ ମାତୃ ମୃତ୍ୟୁହାର ହ୍ରାସ କରିବା ମ୍ୟାଲେରିଆ ଯକ୍ଷ୍ମା ନିରାକରଣ ଭଳି ଅନେକ କ୍ଷେତ୍ରରେ ତାଙ୍କର ଅତୁଳନୀୟ ଅବଦାନ ଥିବାରୁ ତାଙ୍କୁ ଜିଲ୍ଲା ସ୍ଵାସ୍ଥ୍ୟ ବିଭାଗ ପକ୍ଷରୁ ବହୁବାର ମାନପତ୍ର ସହ ପୁରସ୍କୃତ କରିଥିବା ସୂଚନା ରହିଛି ଖାଲି ସେତିକି ନୁହେଁ ଜିଲ୍ଲାର ବହୁ ପ୍ରତିଷ୍ଠିତ ସମାଜସେବା ସାମାଜିକ ଅନୁଷ୍ଠାନ ମାନେ ମଧ୍ୟ ସେହି ସେବିକା ମମତାମୟୀ ଶାନ୍ତି ଦିଦି ଙ୍କୁ ବିଭିନ୍ନ ସଂଗଠନ ପକ୍ଷରୁ ସେବା କ୍ଷେତ୍ରରେ ତାଙ୍କର ଉଲ୍ଲେଖନୀୟ ଅବଦାନ ପାଇଁ ସମ୍ମାନିତ କରାଯାଇଛି ତାଙ୍କୁ ଯେତେ ପ୍ରଶଂସା କଲେ ମଧ୍ୟ ଉଣା ହେବ ବୋଲି ଜନ ମାନସ ରେ ଚର୍ଚ୍ଚା ହୁଏ  ଏହି ଉଦାରବାଦୀ ମହିଳା ୨୦୧୯ ମସିହା ଠାରୁ କଳାହାଣ୍ଡି ଜିଲ୍ଲାର ଏକ ଅଗ୍ରଣୀ ସମାଜସେବା ସଂଗଠନ ସୋସିଆଲ ୱେଲ୍ଫେୟାର ଓର୍ଗାନାଇଯେଶନ ର ଜଣେ ଅଗ୍ରଣୀ ସଦସ୍ୟ ଭାବରେ ଯୋଡ଼ି ହୋଇ କଳାହାଣ୍ଡି ଜିଲ୍ଲାର କୋଣ ଅନୁକୋଣ ବହୁ ଦୁର୍ଗମ ଅଞ୍ଚଳର ହଜାର ହଜାର ଗରିବ ନିରୀହ ରୋଗୀ ମାନଙ୍କୁ ସ୍ଵାସ୍ଥ୍ୟ ସେବା ଯୋଗାଇବା ସହ ନିଜେ ରକ୍ତଦାନ କରିବା ଓ ସହ ସହ ରକ୍ତ ହୀନତା ରୋଗୀଙ୍କୁ ସଂଗଠନ ଜରିଆରେ ରକ୍ତଦାନ କରି ମୃତ୍ୟୁ ମୁଖରୁ ଉଦ୍ଧାର କରି ଆସୁଥିବା ଶାନ୍ତି ଦିଦି ବର୍ତ୍ତମାନ ଶାନ୍ତିମୟୀ ପାଲଟି ଯାଇଛନ୍ତି ଶତାଧିକ ଅସହାୟ ରୋଗୀଙ୍କ ଆଖିରୁ ଲୁହ ପୋଛି ମୁହଁରେ ହସ ଫୁଟାଇବା ରେ ସଫଳ ହୋଇଛନ୍ତି ଏହି ଆଦିବାସୀ ମହିଳା ବର୍ତ୍ତମାନ ଶାନ୍ତି ମାଝୀ କଳାହାଣ୍ଡି ଜିଲ୍ଲା ସୋସିଆଲ ସୋସିଆଲ ୱେଲ ଫେୟାର  ଓର୍ଗାନାଇଯେଶନ ର କଳାହାଣ୍ଡି ମହିଳା ସଭାନେତ୍ରୀ ଭାବରେ କାର୍ଯ୍ୟରତ ଅଛନ୍ତି କର୍ମମୟ ଜୀବନରେ ଯେତେ ବି କାର୍ଯ୍ୟ ଥାଉ ନା କାହିଁକି କୌଣସି ଏକ ଅଚିହ୍ନା ଫୋନ୍ ପାଇଲେ ସବୁ କାମ ଛାଡି ରକ୍ତ ଯୋଗାଡ ପାଇଁ ଛୁଟି ଯାଆନ୍ତି ନିରୀହ ଙ୍କ ଜୀବନ ବଞ୍ଚାଇବା ପାଇଁ ଏଣୁ କଳାହାଣ୍ଡି ଜିଲ୍ଲାର ବିଭିନ୍ନ ପ୍ରାନ୍ତରେ ଶାନ୍ତି ଦିଦିଙ୍କ ନିଃସ୍ୱାର୍ଥପର କର୍ମ ଓ  ନିରନ୍ତର ସେବା ପାଇଁ ଶାନ୍ତି ମାଝୀ ଙ୍କୁ ବିଭିନ୍ନ ସଂଗଠନ ପକ୍ଷରୁ  ସାଧୁବାଦ୍ ଜଣାଇବା ସହ ତାଙ୍କର ଉଜ୍ଜ୍ୱଳ ମୟ ଭବିଶ୍ଵତ୍ କାମନା କରିଛନ୍ତି


News Comment




Photo in News

Advertisment
Lastest News
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026

You Might Also Like