-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||     

HOME   ଜିଲ୍ଲା

ଟିକ୍ରାପଡା ଗାନ୍ଧୀପାଠାଗାର ନବରାତ୍ର ଦୁର୍ଗାପୂଜାରେ ମହିଳା ମାନଙ୍କ ସିନ୍ଦୁର ଖେଳ ସହ ବିଜୟା ଦଶମୀ ପାଳନ

14-Oct-2024



ବଲାଙ୍ଗିର(ପ୍ରେରଣା ଖବର): ସ୍ଥାନୀୟ ଟିକ୍ରାପଡା ଗାନ୍ଧୀପାଠାଗାର ନବରାତ୍ର ଦୁର୍ଗାପୂଜାରେ ମହିଳା ମାନଙ୍କ ସିନ୍ଦୁର ଖେଳ ସହ ବିଜୟା ଦଶମୀ ପାଳନ କରିଥିଲେ l ସମସ୍ତ ଯଜ୍ଞକର୍ତ୍ତା ତଥା ମହିଳା ମାନେ ସମବେତ ହୋଇ ମା ଦୁର୍ଗଙ୍କୁ ସିନ୍ଦୁର ପିନ୍ଧାଇ ମା ଙ୍କ ଆଶୀର୍ବାଦ ଭିକ୍ଷା କରିଥିଲେ ଏବଂ  ସଧବା ରହିବାର ପ୍ରାର୍ଥନା କରିବା ସହ ସମସ୍ତ ମହିଳା ସିନ୍ଦୁର ପରସ୍ପର ଙ୍କୁ ଲଗାଇ ବାଦ୍ୟ ଗୀତ ରେ ଝୁମି ଉଠିଥିଲେ l ଶଙ୍ଖ, ବାଦ୍ୟ, ଘଣ୍ଟ ସହ ଏକ ଆଧ୍ୟାତ୍ମିକ ପରିବେଶରେ ପୂଜା ମଣ୍ଡପ ଝଲକି ଉଠିଥିଲା l ଆନନ୍ଦ ଓ ଦୁଃଖ ଭରା ପରିବେଶରେ ମା ଙ୍କୁ ମେଲାଣି ଦେବାକୁ ପୂଜା ର କର୍ମ କର୍ତ୍ତା, ପୂଜକ, ପୂଜା କର୍ତ୍ତା ତଥା ପଡ଼ାବାସୀ ମା ଙ୍କ ଆରାଧନା କରିଥିଲେ l ସମସ୍ତ ସହରବାସୀ, ପଡ଼ାବାସୀ, ପାଠାଗାର ସଭ୍ୟ ସଭ୍ୟା, ଯଜ୍ଞକର୍ତ୍ତା ଓ ପରିବାର ମା ଦୁର୍ଗା ଙ୍କ ନବରାତ୍ର ପୂଜା ରେ ସହଯୋଗ କରିଥିବାରୁ ପୂଜା କମିଟି ତଥା ଗାନ୍ଧି ପାଠାଗାର ସଭାପତି ପ୍ରକାଶ  ନେପାକ, ସମ୍ପାଦକ ପ୍ରଦୀପ ସାହୁ ଓ କୋଷାଧକ୍ଷ ଜିତେନ୍ଦ୍ର ନାଗ ତଥା କମିଟି ସମସ୍ତଙ୍କୁ କୃତଜ୍ଞତା ଜଣାଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026

You Might Also Like