-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ଦିନ ଉତ୍ସବକୁ ସଫଳ କରିବା ପାଇଁ ଆହ୍ବାନ

14-Oct-2024



ବଲାଙ୍ଗୀର(ପ୍ରେରଣା ଖବର): ଆଜି ସନ୍ଧ୍ୟା ୬ଟା  ସମୟରେ ବଲାଙ୍ଗୀର ପି ପି ଏକାଡେମୀ ଠାରେ ଆସନ୍ତା ୧ ନଭେମ୍ବର ୨୦୨୪ ରେ ହେବାକୁ ଥିବା ବଲାଙ୍ଗୀର ଦିନ ଉତ୍ସବ ପାଇଁ ବଲାଙ୍ଗୀର ବଲାଙ୍ଗୀର ଦିନ ଆୟୋଜକ କମିଟି ତରଫରୁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା l ଏଥିରେ ବଲାଙ୍ଗୀର ଦିନ ଆୟୋଜକ କମିଟି ର ସମସ୍ତ ସଭ୍ଯ ସଭ୍ୟା ଯୋଗ ଦେଇ ବଲାଙ୍ଗୀର ଦିନକୁ କିପରି ସର୍ବାଙ୍ଗ ସୁନ୍ଦର କରାଯାଇପାରିବ ସେ ନେଇ ବିଭିନ୍ନ ପ୍ରସ୍ତାବ ଦେଇଥିଲେ l ଏହି ବଲାଙ୍ଗୀର ଦିନ ହେଉଛି ସମଗ୍ର ବଲାଙ୍ଗୀରବାସୀଙ୍କ ପାଇଁ  ଓ ବଲାଙ୍ଗୀରବାସୀ ଙ୍କ ଦ୍ଵାରା ଆୟୋଜିତ ଏକ ଉତ୍ସବ ଅଟେ l ଦଳମତ ନିର୍ବିଶେଷରେ ଏଥିରେ ସମସ୍ତେ ସାମିଲ ହେବାକୁ ଆହ୍ବାନ କରାଯାଇଛି l ଆସନ୍ତା ଅକ୍ଟୋବର ୩୧ ତାରିଖ ଦୀପାବଳି ପଡୁଥିବାରୁ ଏହି ଦିନ ସକାଳ ସମୟରେ ସାଂସ୍କୃତିକ ଶୋଭାଯାତ୍ରା ଓ ୧ ତାରିଖରେ ବଲାଙ୍ଗୀର ଦିନ ଉତ୍ସବ ଆୟୋଜନ କରାଯିବାକୁ ନିଷ୍ପତ୍ତି ନିଆଯାଇଛି l ବଲାଙ୍ଗୀର ଦିନ ଉପଲକ୍ଷେ ବିଭିନ୍ନ ପ୍ରତିଯୋଗିତା ଆୟୋଜନ ସମ୍ପର୍କରେ ବିସ୍ତୃତ ଆଲୋଚନା ହୋଇଥିଲା l ଆଜିର ବୈଠକରେ ଉତ୍ସବ ଆୟୋଜନ ପାଇଁ ପାଣ୍ଠି ସଂଗ୍ରହ, ବିଭିନ୍ନ କମିଟି ପାଇଁ କର୍ମକର୍ତ୍ତା ଚୟନ, ସାଂସ୍କୃତିକ କାର୍ଯ୍ୟକ୍ରମ ଓ ଉତ୍ସବର ଆୟୋଜନ ପାଇଁ ବିଭିନ୍ନ ବ୍ୟକ୍ତିବିଶେଷ ଓ ସଂଗଠନଗୁଡିକୁ ଦାୟିତ୍ଵ ହସ୍ତାନ୍ତର କରାଯାଇଥିଲା l ବଲାଙ୍ଗୀର ଦିନ ଉତ୍ସବକୁ ଧୁମଧାମରେ ପାଳନ କରିବା ତଥା ଜିଲ୍ଲାର ବିଭିନ୍ନ ବର୍ଗର ଲୋକଙ୍କୁ ଏଥିରେ ସାମିଲ କରିବା ନେଇ ପ୍ରସ୍ତାବ ଗ୍ରହଣ କରାଯାଇଛି l ଆସନ୍ତା କାଲି ସଂଧ୍ୟା ୬ ଟା ରେ ପୁଣି ଏକ ପ୍ରସ୍ତୁତି ବୈଠକରେ ସମସ୍ତେ ଯୋଗ ଦେଇ କାର୍ଯ୍ୟକ୍ରମ ପ୍ରସ୍ତୁତିର ଅଗ୍ରଗତି ଓ ସାଙ୍ଗଠନିକ ବିଷୟ ଉପରେ ଅନୁଷ୍ଠିତ ଆଲୋଚନାରେ ଅଂଶଗ୍ରହଣ କରିବାକୁ ଅନୁରୋଧ କରାଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026

You Might Also Like