-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ତରଭା ବ୍ଲକ ସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର : * ବିଭିନ୍ନ ୫୮ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ :

14-Oct-2024



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
ସୁବର୍ଣ୍ଣପୁର ଜିଲ୍ଲା ତରଭା ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ବ୍ଲକ ସମ୍ମିଳନୀ କକ୍ଷ ଠାରେ  ଅନୁଷ୍ଠିତ ହୋଇଯାଇଛି l  ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ ଓ  ଆରକ୍ଷୀ ଅଧିକ୍ଷକ ରାମପ୍ରସାଦ ସାହୁ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୫୮ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ୩୮ ଦରଖାସ୍ତ ବ୍ୟକ୍ତିଗତ ରହିଥିବା ବେଳେ ୨୦ଗୋଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଛି l ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ  ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି ।ଏହି ଅବସରରେ ଜିଲ୍ଲା ଶ୍ରମ ବିଭାଗ ତରଫରୁ ଦମୟନ୍ତୀ ମହାଲା ଙ୍କୁ ଶିଶୁଙ୍କ ଶିକ୍ଷା  ସହାୟତା ନିମନ୍ତେ ଟ. ୬୦୦୦ ହଜାର, ସନ୍ତୋଷିନୀ ମଲ୍ଲିକ ଙ୍କୁ ବିବାହ ପ୍ରୋତ୍ସାହନ ସହାୟତା ନିମନ୍ତେ ୫୦,୦୦୦ ହଜାର, ଓ ଜଗଦୀଶ ପୋଢ଼ଙ୍କୁ ଅନ୍ତିମ ସଂସ୍କାର ସହାୟତା ଓ ମୃତ୍ୟୁ କାଳୀନ ସହାୟତା ନିମନ୍ତେ ୫୦୦୦ ହଜାର ଓ ୨ଲକ୍ଷ ଟଙ୍କା, ଯଶୋବନ୍ତି ଦଳବେହେରା ଙ୍କୁ ମେଟରନିଟି ବେନିଫିଟ ସହାୟତା ୧୦,୦୦୦ ହଜାର ଟଙ୍କାର ଶ୍ରମିକ କଲ୍ୟାଣ ଆର୍ଥିକ ସହାୟତା ର ଡେମୋ ଚେକ୍ ପ୍ରଦାନ କରିଛନ୍ତି ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ମାଝୀ । ଏଥି ସହ ବ୍ଲକ ଅନ୍ତର୍ଗତ ହିତାଧିକାରୀଙ୍କୁ ଜିଲ୍ଲା ଶ୍ରମ ବିଭାଗ ତରଫରୁ ୨୪ ଜଣଙ୍କୁ ଝିଅ ବିବାହ ନିମନ୍ତେ ପ୍ରୋତ୍ସାହନ ସହାୟତା, ଜଣକୁ ମେଟରନିଟି ସହାୟତା, ୪୯ ଜଣଙ୍କୁ ଶିକ୍ଷା ନିମନ୍ତେ ସହାୟତା, ୩ ଜଣ ଙ୍କୁ ମୃତ୍ୟୁ କାଳୀନ ସହାୟତା, ଓ ୪ ଜଣଙ୍କୁ ଅନ୍ତିମ ସଂସ୍କାର ସହାୟତା ନିମନ୍ତେ ଅର୍ଥ ରାଶି ପ୍ରଦାନ କରାଯାଇଛି। ଏହି ପରିପ୍ରେକ୍ଷୀରେ ବିଭାଗ ତରଫରୁ ସମୁଦାୟ ବିଭିନ୍ନ ୮୧ ଜଣଙ୍କୁ  ମୋଟ ଟ.୨୦ ଲକ୍ଷ ୨୯ ହଜାର ଟଙ୍କାର ସହାୟତା ଅର୍ଥ ରାଶି ସେମାନଙ୍କ ସଂଚୟ ଖାତା କୁ ଅନଲାଇନ ଯୋଗେ ପ୍ରଦାନ କରାଯାଇଛି। ଏବିଡିଓ, ତରଭା ନିରଞ୍ଜନ ନାଏକ ଙ୍କ ତତ୍ୱାବଧାନ ରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ  ଶୁଣାଣି କାର୍ଯ୍ୟକ୍ରମ ରେ ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ଶ୍ରୀ ଅଶ୍ୱିନୀ କୁମାର ମେହେର, ଉପଜିଲ୍ଲାପାଳ ସୁବର୍ଣ୍ଣପୁର ସୌମ୍ୟାରୁପା ରଥ ,  ସି ଡି ଏମ ଓ ଡ ଦୁର୍ଗା ଦତ୍ତ ଦାସ, ଅବକାରୀ ଅଧିକ୍ଷକ ପ୍ରବୀର କୁମାର ସାମଲ , ଜିଲ୍ଲା ପଞ୍ଚାୟତ ଅଧିକାରୀ ଅର୍ଜୁନ ଚରଣ ମାଝୀ, ଜିଲ୍ଲା ମଙ୍ଗଳ ଅଧିକାରୀ ଅଚ୍ୟୁତାନନ୍ଦ ସିଂ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ,ଜିଲ୍ଳା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇ , ଜିଲ୍ଲା ସଂସ୍କୃତି ଅଧିକାରୀ ଯମୁନା ପ୍ରଧାନ , ନିର୍ବାହୀ ଯନ୍ତ୍ରୀ ଟି ପି ଡବ୍ଲୁ ଓ ଡି ଏଲ ଅଶୋକ କୁମାର ମିଶ୍ର, ଜିଲ୍ଲା ଶ୍ରମ ଅଧିକାରୀ ସବିତା ନାୟକ, ତହସିଲଦାର ତରଭା , ନିର୍ବାହୀ ଅଧିକାରୀ ବିଜ୍ଞାପିତ ଅଞ୍ଚଳ ପରିଷଦ ତରଭା, ଡେପୁଟି କଲେକ୍ଟର ( ଗ୍ରୀଭେନସ ),ସମେତ ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ , ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like