-+91-9937148622 |
prerana_bgr@rediffmail.com |
Sunday 10th May 2026 |
R.N.I. Regd No. ODIODI/2010/46693
Breaking News
07-Oct-2020
ଭୁବନେଶ୍ୱର ରାଜଭବନ ନିକଟସ୍ଥ ପେଟ୍ରୋଲ ପମ୍ପରେ ବିସ୍ଫୋରଣ ପରେ ଅଗ୍ନିକାଣ୍ଡ ଘଟଣାରେ ଆହତମାନଙ୍କୁ ମାଗଣାରେ ଚିକିତ୍ସା କରାଯିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆହତମାନଙ୍କ ମାଗଣା ଚିକିତ୍ସା ନେଇ ଘୋଷଣା କରିଛନ୍ତି । ଏଥିସହ ବିସ୍ଫୋରଣରେ ଆହତଙ୍କ ଆଶୁ ଅରୋଗ୍ୟ କାମନା କରିଛନ୍ତି ।