-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ଦିବ୍ୟଊର୍ଜା ଯୋଗ ସମିତି ପକ୍ଷରୁ ସ୍ୱତନ୍ତ୍ର ଯୋଗ ଶିବିର ଅନୁଷ୍ଟିତ

14-Oct-2024



ସୋନପୁର (ମନୋରଞ୍ଜନ ତ୍ରିପାଠୀ )
 ସୁବର୍ଣ୍ଣପୁର ଜିଲ୍ଲାର ସଦର ମହକୁମା ପୌର ପରିଷଦ ସ୍ମାର୍ଟ ପାର୍କ ର ଯୋଗ ମଣ୍ଡପ ରେ ଦିବ୍ୟଊର୍ଜା ଯୋଗ ସମିତି ପକ୍ଷରୁ ଏକ ସ୍ୱତନ୍ତ୍ର ଯୋଗ ଶିବିର କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇ ଯାଇଛି। ଏହି ଯୋଗ ଶିବିର କାର୍ଯ୍ୟକ୍ରମ ରେ ବଲାଙ୍ଗିର ଭାରତ ସ୍ବାଭିମାନ ପ୍ରଭାରୀ ଶ୍ରୀ ରଘୁ ଷଡ଼ଙ୍ଗୀ ଯୋଗ ଦେଇ ଯୋଗ ଓ ପ୍ରାଣାୟାମ ର ଅଭ୍ୟାସ ଓ ବିଧି ତଥା ରୋଗର କାରଣ, ନିବାରଣ ଉପରେ ସୁଚନା ଦେଇଥିଲେ l ସୂର୍ଯ୍ୟ ନମସ୍କାର ଓ ଅନ୍ୟାନ୍ୟ ଜୀବନ ଶୈଳୀ ବିଷୟରେ ବିସ୍ତୃତ ଆଲୋଚନା କରି  କର ୟୋଗ ରହୋ ନିରୋଗ ସ୍ଲୋଗାନ ଦେଇ ଥିଲେ l ଯୋଗୀ ମାନଙ୍କୁ ପ୍ରତ୍ୟେକ ଆସନ ପ୍ରାଣlୟମ ଅଭ୍ୟାସ କରାଇ ଏହାର ଉପକାରିତା ସଂପର୍କରେ ସୁନ୍ଦର ଶୈଳୀ ରେ ବୁଝାଇଥିଲେ l  ଏହି ସୁନ୍ଦର ପାର୍କ ମନୋରମ ପରିବେଶ ଖୋଲା ଅକ୍ସିଜେନ୍ ର ସୁଯୋଗ ଲାଭ ଉଠାଇବାକୁ , ସ୍ମାର୍ଟ ପାର୍କ ରେ ଯୋଗ କରି ନିଜେ ଫିଟ୍ ଓ ସ୍ମାର୍ଟ ହେବାକୁ ପରାମର୍ଶ କରିଥିଲେ l ମନ୍ଦିର ରେ ଫୁଲ ଧୂପ ଭୋଗ ଚଢାଇ ପୂଜା କରିବା ଧର୍ମ ଠାରୁ ଏହି ମହତ୍  କାର୍ଯ୍ୟ ରେ ଅଧିକ ଲୋକ ଙ୍କୁ ଯୋଡ଼ି ସମସ୍ତ ଙ୍କୁ ସ୍ମାର୍ଟ ବନାଇ ପାରିଲେ ସୁସ୍ଥ ରଖି ପାରିଲେ ତା ଠୁଁ ଅଧିକ ଧର୍ମ  ବୋଲି ପ୍ରେରଣା ପ୍ରଦାନ କରିଥିଲେ l  ଏହି କାର୍ଯ୍ୟକ୍ରମ ରେ ଯୋଗ ଶିକ୍ଷକ ରଘୁ ଷଡ଼ଙ୍ଗୀ ଙ୍କୁ ଦିବ୍ୟ ଊର୍ଜା ଯୋଗ ସମିତି ସଭାପତି ଗୋପାଳ ନେଗୀ ଓ ଶ୍ରିବନ୍ତ ମିଶ୍ର ପୁଷ୍ପ ଗୁଚ୍ଛ ପ୍ରଦାନ କରି ସ୍ଵାଗତ ସମ୍ବର୍ଦ୍ଧନା କରିଥିଲେ । ଜିଲ୍ଲା ଯୋଗ ସମିତି ର ଯୋଗ ଗୁରୁ ମନୋଜ୍ ପଣ୍ଡା ସଭା ସଂଯୋଜନା ଓ ମନୋରଞ୍ଜନ ତ୍ରିପାଠୀ ଶ୍ରୀଯୁକ୍ତ ରଘୁ ଷଡ଼ଙ୍ଗୀ ଓ ଉପସ୍ଥିତ ୟୋଗୀଙ୍କୁ ଧନ୍ୟବାଦ ଜ୍ଞାପନ କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like