-+91-9937148622 |

prerana_bgr@rediffmail.com |

  Sunday 8th March 2026 |

| | | |

R.N.I. Regd No. ODIODI/2010/46693

Breaking News

ନୂଆପଡ଼ା ଜିଲ୍ଲା ପ୍ରଶାସନ ପକ୍ଷ ରୁ ଆନ୍ତର୍ଜାତିକ ମହିଳା ଦିବସ ପାଳିତ,   (08-Mar-2026)       ||      ଗୀତିନାଟ୍ୟ ‘ଅଭିମନ୍ୟୁ ବଧ’ ଭୁବନେଶ୍ୱର ସ୍ଥିତ ରବୀନ୍ଦ୍ରମଣ୍ଡପ ରେ ମଞ୍ଚସ୍ଥ   (08-Mar-2026)       ||      ୧୪-୧୫ ବର୍ଷୀୟ କିଶୋରୀମାନଙ୍କ ପାଇଁ ଦେଶବ୍ୟାପୀ ଏଚ୍‌ପିଭି ଟୀକାକରଣ କାର୍ଯ୍ୟକ୍ରମର ଶୁଭାରମ୍ଭ   (07-Mar-2026)       ||      ଓଡ଼ିଆ ଚଳଚ୍ଚିତ୍ର "ଲାଇନବାଲା"ର ପୋଷ୍ଟର ଉନ୍ମୋଚନ ଓ ଟିଜର ରିଲିଜ୍   (07-Mar-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ସମୀକ୍ଷା ବୈଠକ    (07-Mar-2026)       ||      ସଶକ୍ତ ମହିଳାଙ୍କ ସମର୍ପଣର ପର୍ବ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ   (07-Mar-2026)       ||      ସର୍ବଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ  ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ   (07-Mar-2026)       ||      ବରପାଲି ପ୍ରାଥମିକ କୃଷି ସମବାୟ ସମିତି ର ବାର୍ଷିକ ସାଧାରଣ ସଭା   (07-Mar-2026)       ||      ରେଶମ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୧୨୫ ବର୍ଷ ପୂର୍ତ୍ତି ଅବସରରେ ମହୋତ୍ସବ ପାଳନ ପାଇଁ ମୁଖ୍ୟମନ୍ତ୍ରୀ ଏବଂ ରାଜ୍ୟପାଳ ଙ୍କୁ ନିମନ୍ତ୍ରଣ   (07-Mar-2026)       ||      ଏକ ଦିବସୀୟ ଜାତୀୟ ସଂଗୋଷ୍ଠୀ ଅନୁଷ୍ଠିତ    (07-Mar-2026)       ||      ୮ କ୍ଵିଣ୍ଟାଲ ୯୧ କେଜି ଗଞ୍ଜେଇ ଜବତ; ୧ ଗିରଫ*- *ସୁବର୍ଣ୍ଣପୁର ପୋଲିସ କୁ ବଡ଼ ସଫଳତା*-   (07-Mar-2026)       ||      ସୁନ୍ଦରଗଡ଼ରେ ସାଇବର୍ ଥାନା ଉଦ୍‌ଘାଟିତ   (07-Mar-2026)       ||      ବିସ୍ଥାପିତ ପ୍ରତିଭା ସମ୍ମାନ- ସୁକତେଲ ମହୋତ୍ସବ ଅବସରରେ ପ୍ରଶଂସନୀୟ ଉଦ୍ୟମ    (07-Mar-2026)       ||      ରେଶମ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶତପଞ୍ଚବିଂଶତି ଜୟନ୍ତୀ ପାଳନ ଉପଲକ୍ଷେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ   (07-Mar-2026)       ||      କେନ୍ଦ୍ର ପର୍ଯ୍ୟଟନ କମିଶନରଙ୍କ କନ୍ଧମାଳ ଗସ୍ତ, ବିଭିନ୍ନ ପ୍ରକଳ୍ପ ସହ ଅଙ୍ଗନବାଡ଼ି ଓ ଉପସ୍ୱାସ୍ଥ୍ୟକେନ୍ଦ୍ର ବୁଲିଲେ   (07-Mar-2026)       ||      ମାଟିରେ ମିଶିଲା ଶତାୟୁଅନୁଷ୍ଠାନ “ସୁନ୍ଦରକୁମାରୀ ଲେଡିଜ କ୍ଲବ”   (07-Mar-2026)       ||      ଆଗଲପୁର ରେ ନୂତନ ଥାନା ଗୃହର ଶୁଭ ଉଦଘାଟନ   (07-Mar-2026)       ||      ଡୁଙ୍ଗୁରିପାଲି ଧରିତ୍ରୀ ସାମ୍ବାଦିକଙ୍କ ପିତୃ ବିୟୋଗ |   (07-Mar-2026)       ||      ସୁଧୁରୁନାହିଁ ଟ୍ରାଫିକ ସମସ୍ୟା: ପୋଲିସ ନିରବ, ପ୍ରଶାସନ ଚୁପ   (07-Mar-2026)       ||      *ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ସୁବର୍ଣ୍ଣପୁର ରେ ଯୋଗ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ*   (06-Mar-2026)       ||     

HOME   ଜିଲ୍ଲା

କବାଡି ଫାଇନାଲ ଖେଳ ଖେଲୁଥିବା ବେଳେ ଖେଳାଳି ଙ୍କ ମୃତ୍ୟୁ, ମୃତ୍ୟୁ କାରଣ ଅସ୍ପଷ୍ଟ*

14-Oct-2024



(ଡୋଲେଶ୍ୱର ବାଗ )
 ନୂଆପଡ଼ା ଜିଲ୍ଲା କୋମନା ବ୍ଲକ ତରବୋଡ ଗ୍ରାମ ଦୁର୍ଗା ପୂଜା କମିଟି ଉପଲକ୍ଷେ ଆୟୋଜିତ ହୋଇଥାଏ ଆନ୍ତ ରାଜ୍ୟ କବାଡି ପ୍ରତିଯୋଗିତା। ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଏହି ଟୁର୍ଣ୍ଣାମେଣ୍ଟ ର ଆୟୋଜିତ ହେଉଥିଲା। ଆଜି ଫାଇନାଲ ଖେଳ ଅନୁଷ୍ଠିତ ହୋଇଅଛି। ମୃତ୍ୟୁ ଏମିତି ବି ଆସେ ଶୁଣିଲେ ବିଶ୍ୱାସ ହେଉନାହିଁ। ତରବୋଡ ଗ୍ରାମ ର ସାପ୍ତାହିକ ବଜାର ପ୍ରାଙ୍ଗଣ ରେ ପଡୋଶୀ ରାଜ୍ୟ ଛତିଶଗଡ଼ ମହାସମୁନ ଜିଲ୍ଲା ଡୁଡୁମଚୂଆଁ- ହାତିସରା ମଧ୍ୟରେ ଫାଇନାଲ ଖେଳ ଅନୁଷ୍ଠିତ ହେଉଥିଲା। ଡୁଡୁମଚୂଆଁ ଦଳର ଖଗେଶ୍ୱର ରାଠିଆ ନାମକ ୨୬ ବର୍ଷ ର ଖେଳାଳି  ନିଜ ରାଗ ଧରି ବିପକ୍ଷ ଦଳକୁ ଯାଇଥିଲେ। ସେଠାରେ ରାଗ ନେଇ ପ୍ରତ୍ୟାବର୍ତ୍ତନ କରୁଥିବା ବେଳେ ପଡିଆ ରେ ପଡ଼ି ଯାଇଥିଲେ। ତାଙ୍କୁ ତୁରନ୍ତ ତରବୋଡ଼ ସ୍ବାସ୍ଥ୍ୟ କେନ୍ଦ୍ର ରେ ପ୍ରାଥମିକ ଚିକିତ୍ସା ପରେ ନୂଆପଡ଼ା ଜିଲ୍ଲା ମୁଖ୍ୟ ସ୍ବାସ୍ଥ୍ୟ କେନ୍ଦ୍ର କୁ ସ୍ଥାନାନ୍ତର ହୋଇଥିଲେ। ସେଠାରୁ ତାଙ୍କ ମୃତ୍ୟୁ ହୋଇଥିଲା। ମୃତ୍ୟୁ କାରଣ ଅସ୍ପଷ୍ଟ ଥିବା ବେଳେ ଶବ ବ୍ୟବଚ୍ଛେଦ ପରେ ଜଣାପଡିବ ବୋଲି ପ୍ରକାଶ। ଫାଇନାଲ ଖେଳ ଆଉ ମାତ୍ର ୨.୩୦ ମିନିଟ ଖେଳ ବାକି ରହିଥିଲା। ଗୋଟିଏ ଖେଳାଳିଙ୍କ ଖେଳ ପଡିଆ ରେ ମୃତ୍ୟୁ ହେବା ନେଇ ଆୟୋଜକ କମିଟି ସହ ଅଞ୍ଚଳ ରେ ଶୋକର ଛାୟା ଖେଳି ଯାଇଅଛି। ଟୁର୍ଣ୍ଣାମେଣ୍ଟରେ ମୋଟ ୨୧ ଗୋଟି ଦଳ ଯୋଗ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ପ୍ରଶାସନ ପକ୍ଷ ରୁ ଆନ୍ତର୍ଜାତିକ ମହିଳା ଦିବସ ପାଳିତ,   08-Mar-2026
  ଜିଲ୍ଲା  
ଗୀତିନାଟ୍ୟ ‘ଅଭିମନ୍ୟୁ ବଧ’ ଭୁବନେଶ୍ୱର ସ୍ଥିତ ରବୀନ୍ଦ୍ରମଣ୍ଡପ ରେ ମଞ୍ଚସ୍ଥ   08-Mar-2026
  ଜିଲ୍ଲା  
୧୪-୧୫ ବର୍ଷୀୟ କିଶୋରୀମାନଙ୍କ ପାଇଁ ଦେଶବ୍ୟାପୀ ଏଚ୍‌ପିଭି ଟୀକାକରଣ କାର୍ଯ୍ୟକ୍ରମର ଶୁଭାରମ୍ଭ   07-Mar-2026
  ଜିଲ୍ଲା  
ଓଡ଼ିଆ ଚଳଚ୍ଚିତ୍ର "ଲାଇନବାଲା"ର ପୋଷ୍ଟର ଉନ୍ମୋଚନ ଓ ଟିଜର ରିଲିଜ୍   07-Mar-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ସମୀକ୍ଷା ବୈଠକ   07-Mar-2026
  ଜିଲ୍ଲା  
ସଶକ୍ତ ମହିଳାଙ୍କ ସମର୍ପଣର ପର୍ବ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ   07-Mar-2026
  ଜିଲ୍ଲା  
ସର୍ବଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ  ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ   07-Mar-2026
  ଜିଲ୍ଲା  
ବରପାଲି ପ୍ରାଥମିକ କୃଷି ସମବାୟ ସମିତି ର ବାର୍ଷିକ ସାଧାରଣ ସଭା   07-Mar-2026
  ଜିଲ୍ଲା  
ରେଶମ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୧୨୫ ବର୍ଷ ପୂର୍ତ୍ତି ଅବସରରେ ମହୋତ୍ସବ ପାଳନ ପାଇଁ ମୁଖ୍ୟମନ୍ତ୍ରୀ ଏବଂ ରାଜ୍ୟପାଳ ଙ୍କୁ ନିମନ୍ତ୍ରଣ   07-Mar-2026
  ଜିଲ୍ଲା  
ଏକ ଦିବସୀୟ ଜାତୀୟ ସଂଗୋଷ୍ଠୀ ଅନୁଷ୍ଠିତ   07-Mar-2026
  ଜିଲ୍ଲା  
୮ କ୍ଵିଣ୍ଟାଲ ୯୧ କେଜି ଗଞ୍ଜେଇ ଜବତ; ୧ ଗିରଫ*- *ସୁବର୍ଣ୍ଣପୁର ପୋଲିସ କୁ ବଡ଼ ସଫଳତା*-   07-Mar-2026
  ଜିଲ୍ଲା  
ସୁନ୍ଦରଗଡ଼ରେ ସାଇବର୍ ଥାନା ଉଦ୍‌ଘାଟିତ   07-Mar-2026

You Might Also Like