-+91-9937148622 |

prerana_bgr@rediffmail.com |

  Sunday 8th March 2026 |

| | | |

R.N.I. Regd No. ODIODI/2010/46693

Breaking News

୧୪-୧୫ ବର୍ଷୀୟ କିଶୋରୀମାନଙ୍କ ପାଇଁ ଦେଶବ୍ୟାପୀ ଏଚ୍‌ପିଭି ଟୀକାକରଣ କାର୍ଯ୍ୟକ୍ରମର ଶୁଭାରମ୍ଭ   (07-Mar-2026)       ||      ଓଡ଼ିଆ ଚଳଚ୍ଚିତ୍ର "ଲାଇନବାଲା"ର ପୋଷ୍ଟର ଉନ୍ମୋଚନ ଓ ଟିଜର ରିଲିଜ୍   (07-Mar-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ସମୀକ୍ଷା ବୈଠକ    (07-Mar-2026)       ||      ସଶକ୍ତ ମହିଳାଙ୍କ ସମର୍ପଣର ପର୍ବ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ   (07-Mar-2026)       ||      ସର୍ବଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ  ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ   (07-Mar-2026)       ||      ବରପାଲି ପ୍ରାଥମିକ କୃଷି ସମବାୟ ସମିତି ର ବାର୍ଷିକ ସାଧାରଣ ସଭା   (07-Mar-2026)       ||      ରେଶମ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୧୨୫ ବର୍ଷ ପୂର୍ତ୍ତି ଅବସରରେ ମହୋତ୍ସବ ପାଳନ ପାଇଁ ମୁଖ୍ୟମନ୍ତ୍ରୀ ଏବଂ ରାଜ୍ୟପାଳ ଙ୍କୁ ନିମନ୍ତ୍ରଣ   (07-Mar-2026)       ||      ଏକ ଦିବସୀୟ ଜାତୀୟ ସଂଗୋଷ୍ଠୀ ଅନୁଷ୍ଠିତ    (07-Mar-2026)       ||      ୮ କ୍ଵିଣ୍ଟାଲ ୯୧ କେଜି ଗଞ୍ଜେଇ ଜବତ; ୧ ଗିରଫ*- *ସୁବର୍ଣ୍ଣପୁର ପୋଲିସ କୁ ବଡ଼ ସଫଳତା*-   (07-Mar-2026)       ||      ସୁନ୍ଦରଗଡ଼ରେ ସାଇବର୍ ଥାନା ଉଦ୍‌ଘାଟିତ   (07-Mar-2026)       ||      ବିସ୍ଥାପିତ ପ୍ରତିଭା ସମ୍ମାନ- ସୁକତେଲ ମହୋତ୍ସବ ଅବସରରେ ପ୍ରଶଂସନୀୟ ଉଦ୍ୟମ    (07-Mar-2026)       ||      ରେଶମ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶତପଞ୍ଚବିଂଶତି ଜୟନ୍ତୀ ପାଳନ ଉପଲକ୍ଷେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ   (07-Mar-2026)       ||      କେନ୍ଦ୍ର ପର୍ଯ୍ୟଟନ କମିଶନରଙ୍କ କନ୍ଧମାଳ ଗସ୍ତ, ବିଭିନ୍ନ ପ୍ରକଳ୍ପ ସହ ଅଙ୍ଗନବାଡ଼ି ଓ ଉପସ୍ୱାସ୍ଥ୍ୟକେନ୍ଦ୍ର ବୁଲିଲେ   (07-Mar-2026)       ||      ମାଟିରେ ମିଶିଲା ଶତାୟୁଅନୁଷ୍ଠାନ “ସୁନ୍ଦରକୁମାରୀ ଲେଡିଜ କ୍ଲବ”   (07-Mar-2026)       ||      ଆଗଲପୁର ରେ ନୂତନ ଥାନା ଗୃହର ଶୁଭ ଉଦଘାଟନ   (07-Mar-2026)       ||      ଡୁଙ୍ଗୁରିପାଲି ଧରିତ୍ରୀ ସାମ୍ବାଦିକଙ୍କ ପିତୃ ବିୟୋଗ |   (07-Mar-2026)       ||      ସୁଧୁରୁନାହିଁ ଟ୍ରାଫିକ ସମସ୍ୟା: ପୋଲିସ ନିରବ, ପ୍ରଶାସନ ଚୁପ   (07-Mar-2026)       ||      *ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ସୁବର୍ଣ୍ଣପୁର ରେ ଯୋଗ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ*   (06-Mar-2026)       ||      ଆନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ଜିଲ୍ଲାସ୍ତରୀୟ ସମୂହ ଯୋଗ ଶିବିର   (06-Mar-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ଠିକାଦାର ସଂଘ ପକ୍ଷରୁ ମୂଖ୍ୟମନ୍ତ୍ରୀ ଙ୍କୁ ଦାବୀ ପତ୍ର ପ୍ରଦାନ*-   (06-Mar-2026)       ||     

HOME   ଜିଲ୍ଲା

ସଡ଼କ ଦୁର୍ଘଟଣାରେ ଜଣେ ମୃତ

15-Oct-2024



ସିନ୍ଧେକେଲା(ଅନୀଲ କୁମାର ତ୍ରିପାଠୀ) ବଲାଙ୍ଗୀର ଜିଲ୍ଲା ସିନ୍ଧେକେଲା ଥାନା ଅନ୍ତର୍ଗତ ଭବାନୀପାଟଣା-ରାୟପୁର ୧୬ ନମ୍ବର ରାଜ୍ୟ ରାଜପଥର କୁରସୁଡ ଗ୍ରାମର ଅନତି ଦୂରରେ ସଡ଼କ ଦୁର୍ଘଟଣାରେ ଜଣେ ମୃତ। ଘଟଣାନୁଯାଇ ଶନିବାର ସଂଧ୍ୟା ପ୍ରାୟ ୭ ଟା ୩୦ ମିନିଟ ଟା ସମୟରେ କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ସଙ୍କରୀମାଳ ଗ୍ରାମର ସୁବାସ ଗୌଡ (୨୮) ନିଜ ଶ୍ବଶୁର ଘର କୁରସୁଡ ଗ୍ରାମକୁ ହୋଣ୍ଡା ୟୁନିକନ ବାଇକ ନମ୍ବର ଓଡି ୦୮ ୟୁ ୦୯୦୧ ରେ ଆସୁଥିଲେ। ତେବେ ଆଗରୁ ଭବାନୀପାଟଣା ପଟରୁ ରାୟପୁର କିମ୍ବା ରାଇଗଡ ଯାଉଥିବା ଟ୍ରକ୍ କୌଣସି କାରଣରୁ ଖରାପ ହୋଇପଡିଥିବା ଏକ ମାଲବାହୀ ଟ୍ରକ ନମ୍ବର ସିଜି ୦୪ ପିସି ୫୧୭୭ ରାସ୍ତା କଡ଼ରେ ଛିଡ଼ା ହୋଇଥିଲା। କୌଣସି କାରଣରୁ ସେହି ଟ୍ରକରେ ପିଟିହୋଇ ମୁଣ୍ଡରେ ଗଭୀର ଆଘାତ ଲାଗିଥିଲା । ଫଳରେ ଘଟଣାସ୍ଥଳରେ ହିଁ ଅତ୍ୟଧିକ ରକ୍ତ ସ୍ରାବ ହୋଇ ସୁବାସ ଗୌଡ ଙ୍କ ପ୍ରାଣବାୟୁ ଉଡିଯାଇଥିଲା ବୋଲି ସିନ୍ଧେକେଲା ଆଇଆଇସି ବସନ୍ତ କୁମାର ଦଳାଇ ସୁଚନା ଦେଇଛନ୍ତି। କେସ ନମ୍ବର ୨୮୯ ରୁଜୁ କରି ଶବ ଜବତ କରିବାସହ ବ୍ୟବଛେଦ ପରେ ପରିବାରବର୍ଗଙ୍କୁ ହସ୍ତାନ୍ତର କରାଯାଇଥିବା ପୋଲିସ ପକ୍ଷରୁ ସୁଚନା ମିଳିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
୧୪-୧୫ ବର୍ଷୀୟ କିଶୋରୀମାନଙ୍କ ପାଇଁ ଦେଶବ୍ୟାପୀ ଏଚ୍‌ପିଭି ଟୀକାକରଣ କାର୍ଯ୍ୟକ୍ରମର ଶୁଭାରମ୍ଭ   07-Mar-2026
  ଜିଲ୍ଲା  
ଓଡ଼ିଆ ଚଳଚ୍ଚିତ୍ର "ଲାଇନବାଲା"ର ପୋଷ୍ଟର ଉନ୍ମୋଚନ ଓ ଟିଜର ରିଲିଜ୍   07-Mar-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ସମୀକ୍ଷା ବୈଠକ   07-Mar-2026
  ଜିଲ୍ଲା  
ସଶକ୍ତ ମହିଳାଙ୍କ ସମର୍ପଣର ପର୍ବ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ   07-Mar-2026
  ଜିଲ୍ଲା  
ସର୍ବଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ  ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ   07-Mar-2026
  ଜିଲ୍ଲା  
ବରପାଲି ପ୍ରାଥମିକ କୃଷି ସମବାୟ ସମିତି ର ବାର୍ଷିକ ସାଧାରଣ ସଭା   07-Mar-2026
  ଜିଲ୍ଲା  
ରେଶମ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୧୨୫ ବର୍ଷ ପୂର୍ତ୍ତି ଅବସରରେ ମହୋତ୍ସବ ପାଳନ ପାଇଁ ମୁଖ୍ୟମନ୍ତ୍ରୀ ଏବଂ ରାଜ୍ୟପାଳ ଙ୍କୁ ନିମନ୍ତ୍ରଣ   07-Mar-2026
  ଜିଲ୍ଲା  
ଏକ ଦିବସୀୟ ଜାତୀୟ ସଂଗୋଷ୍ଠୀ ଅନୁଷ୍ଠିତ   07-Mar-2026
  ଜିଲ୍ଲା  
୮ କ୍ଵିଣ୍ଟାଲ ୯୧ କେଜି ଗଞ୍ଜେଇ ଜବତ; ୧ ଗିରଫ*- *ସୁବର୍ଣ୍ଣପୁର ପୋଲିସ କୁ ବଡ଼ ସଫଳତା*-   07-Mar-2026
  ଜିଲ୍ଲା  
ସୁନ୍ଦରଗଡ଼ରେ ସାଇବର୍ ଥାନା ଉଦ୍‌ଘାଟିତ   07-Mar-2026
  ଜିଲ୍ଲା  
ବିସ୍ଥାପିତ ପ୍ରତିଭା ସମ୍ମାନ- ସୁକତେଲ ମହୋତ୍ସବ ଅବସରରେ ପ୍ରଶଂସନୀୟ ଉଦ୍ୟମ   07-Mar-2026
  ଜିଲ୍ଲା  
ରେଶମ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶତପଞ୍ଚବିଂଶତି ଜୟନ୍ତୀ ପାଳନ ଉପଲକ୍ଷେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ   07-Mar-2026

You Might Also Like