-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ସାତଦଫା ଦାବୀନେଇ ଜିଲା ଆଶାକର୍ମୀ ସଂଘର ବିଶାଳ ଶୋଭାଯାତ୍ରା

15-Oct-2024



ଫୁଲବାଣୀ(କ୍ଷୀରୋଦ କୁମାର ସାହାଣୀଙ୍କ ରିପୋର୍ଟ) ଭାରତୀୟ ମଜଦୁର ସଙ୍ଘ ସହ ଅନୁବନ୍ଧିତ ରାଜ୍ୟ ଆଶାକର୍ମୀ ସଂଘର ପରାମର୍ଶକ୍ରମେ କନ୍ଧମାଳ ଜିଲ୍ଲା ଆଶାକର୍ମୀ ସଂଘ ପକ୍ଷରୁ ୭ଦଫା ଦାବୀନେଇ କନ୍ଧମାଳ ଜିଲାପାଳଙ୍କ ଜରିଆରେ  ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବୀପତ୍ର ପ୍ରଦାନ କରାଯାଇଛି।

କନ୍ଧମାଳ ଜିଲ୍ଲାର ୧୨ଟିବ୍ଲକର ଆଶାକର୍ମୀ ମାନେ ଏକ ବିଶାଳ ରାଲିରେ ଯୋଗ ଦେଇମାଦିକୁନ୍ଦା ଛକରୁ  ବାହାରି ନଗର ପରିକ୍ରମା କରି ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପ୍ରତିବାଦ ସଭା କରିଥିଲେ। ବିଏମ ଏସର ଜିଲା ସଭାପତି ଅଶୋକ ପରିଡା ଯୋଗ ଦେଇ ଆଶାକର୍ମୀଙ୍କ ନାର୍ଯ୍ୟଦାବୀ ପୂରଣ ନେଇ ବକ୍ତବ୍ୟ ରଖିଥିଲେ। ଆଶାକର୍ମୀଙ୍କ ପ୍ରଚେଷ୍ଟା ଯୋଗୁଁ ଶିଶୁ ମୃତ୍ୟୁହାର ଓ

ମାତୃ ମୃତ୍ୟୁହାର  ଆଶାନୁରୂପ କମି ଯାଉଥିବା ବେଳେ ଆଶାକର୍ମୀଙ୍କ ପରିବାର ପ୍ରତିପୋଷଣ ପାଇଁ ସରକାର ଆଶାଜନକ ଭାବେ ପାରିଶ୍ରମିକ ପ୍ରଦାନ କରୁନାହାନ୍ତି। ଆଶାକର୍ମୀ ମାନେ ଜିଲ୍ଲାର ଦୁର୍ଗମ ଓ ଅପହଞ୍ଚ ଇଲାକାରେ ସ୍ୱାସ୍ଥ୍ୟ ସେବା ଭଳି ଏକ ଗୁରୁଦାୟିତ୍ୱ ନିର୍ବାହ କରିବା ସହିତ ସ୍ୱାସ୍ଥ୍ୟ ସେବା ପହଞ୍ଚାଉଥିବା ଦେଖିବାକୁ ମିଳିଛି।ସ୍ୱାସ୍ଥ୍ୟ ବିଭାଗର ପ୍ରତ୍ୟେକ ସେବାରେ ଆଶାକର୍ମୀ ମାନେ ନିୟୋଜିତ ଅଛନ୍ତି ଓ ୨୪ଘଣ୍ଟିଆ ସେବା ଯୋଗାଇ ଦେଉଛନ୍ତି।ଗର୍ଭବତୀ, ପ୍ରସୂତୀ,ଓ ନବଜାତକର ସ୍ୱାସ୍ଥ୍ୟ କ୍ଷେତ୍ରରେ ରାତି ଅଧରେ ମଧ୍ୟ ସେବା ଯୋଗାଇ ଦେଇଥାନ୍ତି। କିନ୍ତୁ ସରକାର ଗତ ୧୬  ବର୍ଷ ପରେ ମଧ୍ୟ ସ୍ଥାୟୀ ଚାକିରୀ ପାଇଁ ପଦକ୍ଷେପ ନେଉ ନଥିବାରୁ ଏହି ପ୍ରତିବାଦ କରାଯାଇଛି।ଚାକିରୀ ସ୍ଥାୟୀ ନ ହେବା ପର୍ଯ୍ୟନ୍ତ ସର୍ବନିମ୍ନ ମଜୁରୀ ୧୮ହଜାର ଟଙ୍କା ପ୍ରଦାନ କରିବାକୁ ଦାବୀ କରିଛନ୍ତି।ଅବସର ସମୟରେ ଏକକାଳୀନ ୫ଲକ୍ଷ ଟଙ୍କା ଅନୁଦାନ ଓ ମାସିକ ୫ହଜାର ପେନସନ ପ୍ରଦାନ କରିବାକୁ ଦାବିପତ୍ରରେ ଉଲ୍ଲେଖ ରହିଛି।ଅନ୍ୟ ଚାକିରୀ ଭଳି ସାମାଜିକ ସୁରକ୍ଷା ଲାଗୁ,ପ୍ରତି ସ୍ୱାସ୍ଥ୍ୟକେନ୍ଦ୍ରରେ ଆଶାଗୃହ ନିର୍ମାଣ, କାର୍ଯ୍ୟକ୍ଷେତ୍ରରେ ମୃତ୍ୟୁବରଣ କଲେ ପରିବାରର ଅନ୍ୟଜଣଙ୍କୁ ଆଶାକର୍ମୀ ନିଯୁକ୍ତି,ସ୍ୱାସ୍ଥ୍ୟ ଅଧିକାରୀଙ୍କ ଦ୍ୱାରା ଉପଯୁକ୍ତ ସମ୍ମାନ ପ୍ରଦର୍ଶନ ଓ କାର୍ଯ୍ୟ କ୍ଷେତ୍ରକୁ ଯିବାପାଇଁ ବିନାସୁଧରେ ସ୍କୁଟି ପ୍ରଦାନ କରିବାକୁ ନ୍ୟାୟ ସଙ୍ଗତ ଦାବୀ କରାଯାଇଛି।ଆଶା କର୍ମୀମାନେ ସର୍ବଦା ନିଜ ଜୀବନକୁ ବାଜି ଲଗାଇ ସମାଜରେ ସ୍ୱାସ୍ଥ୍ୟ ସେବା କରୁଥିବାରୁ ରାଜ୍ୟ ଓ କେନ୍ଦ୍ର ସରକାର ସେମାନଙ୍କ ନାର୍ଯ୍ୟଦାବୀ ପୂରଣ କରିବାକୁ ମାନ୍ୟବର

ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବୀ ପତ୍ର ପ୍ରଦାନ କରିଛନ୍ତି।ଦାବୀପୂରଣ ନହେଲେ ଆଗାମୀ ଦିନରେ ଆନ୍ଦୋଳନ ତୀବ୍ରତର କରାଯିବ ବୋଲି ଜିଲ୍ଲା ସଭାପତି ଅମ୍ବିକା ବେହେରା ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି।ଜିଲା ଆଶା କର୍ମୀଙ୍କ ମଧ୍ୟରୁ ଅମ୍ବିକା ବେହେରାଙ୍କ ସହ,ନମିତା ପ୍ରଧାନ, ଅର୍ଚ୍ଚନା ପ୍ରଧାନ, ରୀନା ବେହେରା, ସସ୍ମିତା ବେହେରା, ସୈରିନ୍ଦ୍ରି ଦିଗାଲ,ଶାନ୍ତି ଲତା ବେହେରା, ଶାନ୍ତିଲତା ଦିଗାଲ, କିଶୋରୀ କହଁର, ରାତାଞଳୀ ବେହେରା, ରୁକ୍ମୁଣୀ ଦାସ, ରୁନୁମତି ଦିଗାଲ,ସୁଚତ୍ରା ପ୍ରଧାନ ବବିତା ମହାନ୍ତି, ଗୌରୀ ପଟନାୟକ, ଜର୍ମନୀ ବେହେରା, ଲାଲମଣି ମଲିକ,ରିଙ୍କି ଦିଗାଲ ପ୍ରମୁଖ  ସହକାରୀ ଜିଲାପାଳ କୁମୁଦିନି ମଲିକଙ୍କୁ ଦାବୀପତ୍ର ପ୍ରଦାନ କରିଥିଲେ।ଟାଉନଥାନା ଆଇଆଇସି ଶ୍ରୀ କନକ କୁମାର ମାଝୀଙ୍କ ସହ ଅନ୍ୟ ପୋଲିସ କର୍ମଚାରୀମାନେ ଆଇନଶୃଙ୍ଖଳା ଦୃଷ୍ଟିରୁ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like